Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
TOP STORIES
ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ
ଛତିଶଗଡ: ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ଶୁକ୍ରବାର ଏକ ବଡ ଧରଣର ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ନିହତ ହୋଇଛନ୍ତି। ମାଓବାଦୀମାନେ ଉକ୍ତ ଅଞ୍ଚଳରୁ ଖସି ପଳାଉଥିବା ବେଳେ ଡିଆରଜି ଯବାନ ଏନକାଉନଣ୍ଟର କରିଥିବା ଜଣାପଡିଛି।
ସୂଚନା ଅନୁଯାୟୀ, ଛତିଶଗଡର ସୁକମା ଜିଲାର!-->!-->!-->…
Read More...
Read More...
ମଦ ଦୁର୍ନୀତି ମାମଲାରେ ଶୁଣାଣି ସ୍ଥଗିତ ରଖିବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ; ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା। ଦିଲ୍ଲୀ ମଦ ଦୁର୍ନୀତି ପ୍ରସଙ୍ଗରେ ଜଡିତ ମନି ଲଣ୍ଡରିଂ ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଚାଲିଥିବା ଶୁଣାଣି ସ୍ଥଗିତ ରଖିବାକୁ ଦିଲ୍ଲୀ ହାଇକୋର୍ଟ ମନା!-->…
Read More...
Read More...
୬ମାସ ବଢିଲା ରାଜ୍ୟର ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ
ଭୁବନେଶ୍ବର; ଆଉ ୬ମାସ ବଢିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ। ଚଳିତମାସରେ ଶେଷ ହେଉଥିବା ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ଆଉ ୬ମାସ ବୃଦ୍ଧି କରିଛନ୍ତି। ସେଗୁଡିକ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର!-->…
Read More...
Read More...
ବାୟୁ ପ୍ରଦୂଷଣ ଯୋଗୁଁ ବଦଳିଲା ସରକାରୀ କର୍ମଚାରୀଙ୍କ ଯିବା ଆସିବା ସମୟ
ନୂଆଦିଲ୍ଲୀ: ବାୟୁ ପ୍ରଦୂଷଣ ଯୋଗୁଁ ବଦଳିଲା ସରକାରୀ କର୍ମଚାରୀଙ୍କ ଯିବା ଆସିବା ସମୟ। ଏହା ସହ ସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ଘରୁ କାମ କରିବେ ଏବଂ ୫୦ ପ୍ରତିଶତ କର୍ମଚାରୀ ଅଫିସକୁ ଆସିବେ ବୋଲି ସରକାର ନିର୍ଦେଶ ଦେଇଛନ୍ତି। ଦେଶର ରାଜଧାନୀରେ ବାୟୁ ପ୍ରଦୂଷଣ ଗୁଣବତ୍ତା!-->…
Read More...
Read More...
ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ
ଭୁବନେଶ୍ବର; ଗୋପାଳକ ଓ ମତ୍ସ୍ୟ ଚାଷୀଙ୍କ ପାଇଁ ଖୁସି ଖବର। ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ, ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ସରକାରଙ୍କ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ୨୩୦୦ କୋଟି ଟଙ୍କାର ଯୋଜନା ଆରମ୍ଭ ହୋଇଛି। ବିଶ୍ୱ ମତ୍ସ୍ୟ ଦିବସରେ ସୂଚନା!-->…
Read More...
Read More...
ପଳାଶୁଣି ଛକରେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ
ଭୁବନେଶ୍ବର: ପଳାଶୁଣି ଛକରେ ଘଟିଛି ହୃଦୟ ବିଦାରକ ଦୁର୍ଘଟଣା। ରାସ୍ତା ପାର୍ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍। ମୃତ ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ଟ୍ରକ୍ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ମଞ୍ଚେଶ୍ବର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ଭୁବନେଶ୍ୱର ସ୍ଥିତ!-->!-->!-->…
Read More...
Read More...
ଟ୍ରୋଲିଂ ପାଇଁ ଯାଇଥିବାବେଳେ ମଝି ସମୁଦ୍ରରେ ଟ୍ରଲର ଡ୍ରାଇଭର ମୃତ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିବାବେଳେ ଛାତିରେ ଯନ୍ତ୍ରଣା କାରଣରୁ ସେଠାରେ ଟଳିପଡିଲେ ବନକର୍ମଚାରୀ। ମୃତ ବନକର୍ମଚାରୀଜଣକ ହେଲେ ଚଞ୍ଚଳ ମାଇତି!-->…
Read More...
Read More...
ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦୀ
ନୂଆଦିଲ୍ଲୀ: ଡୋମିନିକାର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଡୋମିନିକା ଏହାର ସର୍ବୋଚ୍ଚ ଜାତୀୟ ସମ୍ମାନ ‘ଡୋମିନିକା ଆଓ୍ବାର୍ଡ ଅଫ୍ ଅନ୍ର’ରେ ସମ୍ମାନିତ କରିଛି। ରାଷ୍ଟ୍ରପତି ସିଲଭାନି ବର୍ଟନ ମୋଦିଙ୍କୁ ଏହି ସମ୍ମାନରେ!-->…
Read More...
Read More...
ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ
ଲକାନଗିରି-ଛତିଶଗଡ଼ ସୀମା ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଥିବ ବେଳେ ଜଣେ ନକ୍ସଲ ମଧ୍ୟ ନିହତ ହୋଇଛନ୍ତି। ଆହତ ଯବାନ ଜଣଙ୍କ ହେଲେ ଡମ୍ବୁର ବଡ଼ ନାୟକ। ତାଙ୍କୁ!-->…
Read More...
Read More...
୭ ପୋଲିସ କର୍ମଚାରୀ ନିଲମ୍ବିତ
କାନପୁର: ଉତ୍ତରପ୍ରଦେଶର କାନପୁର ଜିଲ୍ଲାର ସିସାମାଉ ବିଧାନସଭା ଆସନ, ମୁଜାଫରନଗରର ମେରାପୁର ବିଧାନସଭା ଆସନ ଏବଂ ମୋରଦାବାଦର କୁଣ୍ଡାର୍କି ବିଧାନସଭା ଆସନରେ ଭୋଟରଙ୍କ ପରିଚୟ ଯାଞ୍ଚ ଅଭିଯୋଗରେ ୭ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ!-->…
Read More...
Read More...