Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
TOP STORIES
ଭୁବନେଶ୍ୱରରୁ ନକଲି ସିମେଣ୍ଟ ଠାବ
ଭୁବନେଶ୍ୱର: ରାଜଧାନୀରେ ବିକ୍ରି ହେଉଛି ଡୁପ୍ଲିକେଟ୍ ସିମେଣ୍ଟ। ଭୁବନେଶ୍ୱରରୁ ନକଲି ସିମେଣ୍ଟ କାରଖାନା ଠାବ କରାଯାଇଛି। ନାମୀଦାମୀ କମ୍ପାନୀର ପ୍ୟାକେଟକୁ ବ୍ୟବହାର କରି ଏହି କାରବାର ଚାଲିଛି। ଭୁବନେଶ୍ୱର ତଥା ଭୁବନେଶ୍ୱର ବାହାରକୁ ଏହା ଚାଲାଣ ହେଉଥିବା ଜଣାପଡିଛି। ଖବର ପାଇବା ପରେ ନକଲି!-->…
Read More...
Read More...
ଓଡ଼ିଶାରେ ନୂଆ ରାଜ୍ୟପାଳ
ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନରଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ!-->…
Read More...
Read More...
ଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ୩ ଆଇପିଏସ୍ ଅଧିକାରୀ
ଭୁବନେଶ୍ବର: ରାଜ୍ୟ ସରକାର ନୂଆବର୍ଷରେ ୩ ବରିଷ୍ଠ ଆଇପିଏସ୍ଙ୍କୁ ନୂଆ ଉପହାର ଦେଇଛନ୍ତି। ଅର୍ଥାତ୍ ୩ ଆଇପିଏସ୍ଙ୍କୁ ଡିଜି ପାହ୍ୟାକୁ ସରକାର ପଦୋନ୍ନତି ଦେଇଛନ୍ତି। ୧୯୯୩ ବ୍ୟାଚ୍ର ୩ ଆଇପିଏସ୍ ବିନୟତୋଷ ମିଶ୍ର, ଆର୍ପି କୋଚେ ଏବଂ କେନ୍ଦ୍ରୀୟ ଡେପୁଟେଶନରେ ଥିବା ସୁଶାନ୍ତ ନାଥ ଡିଜି!-->…
Read More...
Read More...
ଶିମିଳିପାଳ ଫେରିଲା ‘ଜିନ୍ନତ’
ଶିମିଳିପାଳ: ଶିମିଳିପାଳରେ ବାଘୁଣୀ ‘ଜିନ୍ନତ’। ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଶିମିଳିପାଳ ପହଞ୍ଚିଲା ବାଘୁଣୀ ‘ଜିନ୍ନତ’। ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଜିନ୍ନତକୁ ଶିମିଳିପାଳ ଅଣାଗଲା। ‘ଜିନ୍ନତ’କୁ ଏବେ ଯମୁନା ଏନକ୍ଲୋଜରରେ ରଖାଯାଇଛି।ସୂଚନା ଅନୁସାରେ, ରାତି!-->…
Read More...
Read More...
ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ!-->…
Read More...
Read More...
ଦେଶବାସୀଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ନୂଆ ବର୍ଷ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ‘ଏକ୍ସ’ରେ ତାଙ୍କ ବାର୍ତ୍ତା ପୋଷ୍ଟରେ କହିଛନ୍ତି ଯେ, ନୂତନ ବର୍ଷର ଶୁଭ ଅବସରରେ ମୁଁ ଭାରତ ତଥା ବିଦେଶରେ ରହୁଥିବା ସମସ୍ତ ନାଗରିକଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଏବଂ!-->…
Read More...
Read More...
ମଣିପୁର ହିଂସା ପାଇଁ ରାଜ୍ୟବାସୀଙ୍କୁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ
ମଣିପୁର: ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂ ୩ ମେ ୨୦୨୩ ରୁ ଘଟିଥିବା ହିଂସା ପାଇଁ ରାଜ୍ୟବାସୀଙ୍କୁ କ୍ଷମା ମାଗିଛନ୍ତି। ଦୀର୍ଘ ଦେଢ଼ ବର୍ଷରୁ ଅଧିକ ଦିନ ହେଲା ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷକୁ ନେଇ ମଣିପୁର ସ୍ଥିତି ଅତ୍ୟନ୍ତ ଖରାପ ରହିଛି। ଭବିଷ୍ୟତରେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ!-->…
Read More...
Read More...
୮ ଆଇପିଏସ୍ ଅଫିସରଙ୍କୁ ପଦୋନ୍ନତି
ଭୁବନେଶ୍ବର: ଓଡିଶାର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି। ଏହା ସହ ୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଆଇଜି ପାହ୍ୟା। ୨୦୦୦ ବ୍ୟାଚ୍ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍!-->…
Read More...
Read More...
ସମୁଦ୍ରରେ ଖୋଲିଲା ଭାରତର ପ୍ରଥମ କାଚ ସେତୁ
ତାମିଲନାଡ଼ୁ: ତାମିଲନାଡ଼ୁର କନ୍ୟାକୁମାରୀରେ ବିବେକାନନ୍ଦ ରକ୍ ମେମୋରିଆଲ ଓ ପ୍ରଖ୍ୟାତ ତାମିଲ କବି ଏବଂ ଦାର୍ଶନିକ ତିରୁବଲ୍ଲୁବରଙ୍କ ପ୍ରତିମୂର୍ତ୍ତିକୁ ସଂଯୋଗ କରୁଥିବା ବହୁ ପ୍ରତୀକ୍ଷିତ କାଚ ସେତୁକୁ ସୋମବାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଖୋଲାଯାଇଛି। ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ!-->…
Read More...
Read More...
ଲକ୍ଷ୍ମୀଜୋର୍ ପୋଲ ଉପରୁ ଯୁବକଙ୍କ ମୃତଦେହ ଜବତ
ବଲାଙ୍ଗୀର-ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡା ନିକଟ ଲକ୍ଷ୍ମୀଯୋର ପୋଲ ଉପରୁ ବଲାଙ୍ଗୀର ଟାଉନ ପୋଲିସ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ମୃତ ଯୁବକ ଜଣକ ହେଲେ ବଲାଙ୍ଗୀର ସହର ଗେଟ୍ସରୋବରପଡାର ଚିଣ୍ଟୁ କରନ (୨୬।) କିଭଳି ପରିସ୍ଥିତିରେ!-->…
Read More...
Read More...