ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

TOP STORIES

ପିଏମ୍-ଉଷା ଯୋଜନାରେ ଓଡ଼ିଶାକୁ ୬୭୦ କୋଟି ଟଙ୍କା ଅନୁଦାନ

ଭୁବନେଶ୍ବର: ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପିଏମ୍-ଉଷା ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗବେଷଣା ପାଇଁ ପିଏମ୍-ଉଷା ଯୋଜନାରେ ଓଡିଶାର ବିଭିନ୍ନ ବିଶ୍ବବିଦ୍ୟାଳୟକୁ ୬୭୦ କୋଟି ଟଙ୍କା ପ୍ରଦାନ କରାଯିବ। ରେଭେନ୍ସା ବିଶ୍ବବିଦ୍ୟାଳୟ,
Read More...

ଲୋକସେବା ଭବନରେ ସାମ୍ବାଦିକଙ୍କୁ ମିଳିଲା ପ୍ରବେଶ ଅନୁମତି

ଭୁବନେଶ୍ବର: ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା। ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି, ଯାଇପାରିବେ ଲୋକସେବା ଭବନ। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଟିଭି ଓ ଖବର କାଗଜର ଜଣେ ଲେଖାଏଁ ସାମ୍ବାଦିକଙ୍କୁ ପ୍ରବେଶ ଅନୁମତି ମିଳିଛି।ଏଥିପାଇଁ ନୂଆ
Read More...

ସଫଳତାର ସହ ଉତକ୍ଷେପଣ ହେଲା ମିଶନ ସ୍ପାଡେକ୍ସ

ବର୍ଷ ଶେଷରେ ଇତିହାସ ରଚିଲା ଇସ୍ରୋ ଆନ୍ଧ୍ର ପ୍ରଦେଶ: ବର୍ଷ ୨୦୨୪ ରେ ଏକାଧିକ ଐତିହାସିକ ସଫଳତା ପାଇଥିବା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ବର୍ଷ ଶେଷରେ ମଧ୍ୟ ଇତିହାସ ରଚିଛି। ସଫଳତାର ସହ ଉତକ୍ଷେପଣ ହେଲା ବହୁଚର୍ଚ୍ଚିତ ସ୍ପାଡେକ୍ସ ଉପଗ୍ରହ । ସମୟ ରାତି ପ୍ରାୟ ୧୦ ଟା ୧୫
Read More...

ଆସନ୍ତା ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ୍ ଭାରତ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ନୂଆବର୍ଷରେ ଆହୁରି ସୁଲଭ ହେବ ସ୍ଵାସ୍ଥ୍ୟସେବା। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ଗୋପବନ୍ଧୁ ଜନ
Read More...

କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଅଦିନିଆ ବର୍ଷା କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲା ବୁଲିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆସନ୍ତା ୩୧ରେ ନବୀନ ୪ ଜିଲ୍ଲା ଗସ୍ତ କରିବେ। ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତ କରି କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ବିରୋଧୀ ଦଳ ନେତା। ଗତକାଲି ଅର୍ଥାତ୍ ୩୦
Read More...

ଓସିଏ ସଭାପତି ପଦ ଛାଡିଲେ ବବି ଦାସ

କଟକ: ଓସିଏ ସଭାପତି ପଦ ଛାଡିଲେ ବବି ଦାସ। ଓଡିଶା କ୍ରିକେଟ ଆସୋସିଏସନ୍(ଓସିଏ) ପଦବୀରୁ ଇସ୍ତଫା ଦେଇଛନ୍ତି ବିଜେଡି ନେତା ପ୍ରଣବ ପ୍ରକାଶ ଦେସ ଓରଫ ବବି ଦାସ। ନିଜର ବ୍ୟକ୍ତିଗତ କାରଣ ଦର୍ଶଇ ବବି ପଦ ଛାଡିଛନ୍ତି। ବବି ତାଙ୍କ ପଦରୁ ଇସ୍ତଫା ଦେବା ନେଇ ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ
Read More...

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ ଆରମ୍ଭ

ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ। ଯମଶିଳା ଉପରି ଭାଗ ପଥର ବନ୍ଧରେ ରୁପା ଛାଉଣୀ କାମ କରାଯାଇଛି । ସେହିପରି ପତିତପାବନଙ୍କ ନିକଟ ପଥର ମଣିବନ୍ଧକୁ ରୁପା ଛାଉଣୀ କରାଯାଇଛି। ପରିଚାଳନା କମିଟି ନିଷ୍ପତ୍ତି ଅନୁସାରେ ରୁପା ଛାଉଣୀ କରାଯାଉଛି । ସିଂହଦ୍ୱାର
Read More...

ଏମକେସିଜିର ବରିଷ୍ଠ ଡାକ୍ତର ବହିଷ୍କୃତ

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡାକ୍ତର ମାଡ ମାରିବା ଏବଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆକ୍ରମଣରେ ସଂପୃକ୍ତ ଥିବା ଜଣେ ଆସିଷ୍ଟାଣ୍ଟ ପ୍ରଫେସର ଓ ୩ ଜଣ
Read More...

୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ଅଦିନିଆ ବର୍ଷା ଏବେ ଚାଷୀ କୂଳ ଅଣ୍ଟା ଭାଙ୍ଗିଥିବା ବେଳେ ପୁଣି ଥରେ ଚାଷୀ ଭାଇଙ୍କୁ ସଳଖିବା ପାଇଁ ସହାୟତାର ହାତ ବଢାଇବେ ରାଜ୍ୟ ସରକାର।
Read More...

ଗିରଫ ହେଲେ ୩ ହାର୍ଡକୋର ମହିଳା ମାଓବାଦୀ

ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ ସଫଳତା। ଆଜି ୩ ଜଣ ହାର୍ଡକୋର ମହିଳା ମାଓବାଦୀ ଗିରଫ ହୋଇଛନ୍ତି। ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର ମାଓବାଦୀଙ୍କୁ ଗିରଫ କରିବାରେ ସଫଳ
Read More...