Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category
TOP STORIES
ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ,ସ୍ୱାସ୍ଥ୍ୟ ବିଭାଗର ତଦନ୍ତ ଜାରି
ଗଞ୍ଜାମ: ବିନା ଖର୍ଚ୍ଚରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣା ଔଷଧ ମଧ୍ୟ ଯୋଗାଇଦେଉଛନ୍ତି ସରକାର । ହେଲେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକରୁ।
ବିଜୟ ଆଦିକନ୍ଦପୁର!-->!-->!-->…
Read More...
Read More...
ଭୂକମ୍ପରେ ଥରିଲା ଜମ୍ମୁ କଶ୍ମୀର
ଜମ୍ମୁ କଶ୍ମୀର: ଭୂକମ୍ପରେ ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ କରାଯାଇଛି। ଏଯାବତ ଭୂକମ୍ପକୁ ନେଇ କୌଣସି କ୍ଷୟକ୍ଷତିର ଖବର ମିଳିନାହିଁ। ଅପରପକ୍ଷେ ଘାଟିରେ ପ୍ରବଳ ତୂଷାରପାତ!-->…
Read More...
Read More...
ତିଆରି ହେବ ମନମୋହନଙ୍କ ସ୍ମାରକୀ
ଜାଗା ଯୋଗାଇ ଦେବାକୁ କେନ୍ଦ୍ର ରାଜି
ନୂଆଦିଲ୍ଲୀ: ଅନ୍ତିମ ବିଦାୟ ନେଇଛନ୍ତି ଅର୍ଥନୀତି ଚାଣକ୍ୟ ତଥା ଦେଶର ୧୩ ତମ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ନିଗମ ବୋଧ ଘାଟିରେ ମନମୋହନଙ୍କ ପାର୍ଥିବ ଶରୀରକୁ ଭାବପୂର୍ଣ୍ଣ ବିଦାୟ ଦେଇଛନ୍ତି ପରିବାର ଲୋକେ ଏବଂ ବହୁ ମାନ୍ୟଗଣ ବ୍ୟକ୍ତି।!-->!-->!-->…
Read More...
Read More...
ବିଷ ପିଇ ଜୀବନ ହାରିଲେ ଆଉ ଜଣେ ଚାଷୀ
ପାଟକୁରା: ଅଦିନିଆ ବର୍ଷା ଭାଙ୍ଗି ଦେଇଛି ଚାଷୀଙ୍କ ମେରୁଦଣ୍ଡ। ଆଖି ଆଗରେ ନଷ୍ଟ ହୋଇଗଲା ଅମଳ ହେବାକୁ ବସିଥିବା ଫସଲ। ବର୍ଷଯାକର ପରିଶ୍ରମର ଫଳକୁ ପାଣିରେ ଭାସୁଥିବା ଦେଖି ସହି ପାରୁ ନାହାନ୍ତି ଚାଷୀ। କେନ୍ଦ୍ରାପଡ଼ା ଜିଲ୍ଲାରେ ଗତକାଲି ଜଣେ ଚାଷୀଙ୍କ ଜୀବନ ଯାଇଥିବା ବେଳେ ଆଜି ଆଉ ଜଣଙ୍କ!-->…
Read More...
Read More...
ପଞ୍ଚଭୂତରେ ବିଲୀନ ହେଲେ ମନମୋହନ ସିଂ
ନୂଆଦିଲ୍ଲୀ: ପଞ୍ଚଭୂତରେ ବିଲୀନ ହୋଇଛି ପୂର୍ବତନ ପ୍ରଧାନମନ୍ତ୍ରୀ, ବିଶିଷ୍ଟ ଅର୍ଥଶାସ୍ତ୍ରୀ, ଭାରତୀୟ ଅର୍ଥନୀତିର ଅନ୍ୟତମ ବିନ୍ଧାଣୀ ଡ. ମନମୋହନ ସିଂହଙ୍କ ପାର୍ଥିବ ଶରୀର। ନୂଆଦିଲ୍ଲୀର ନିଗମବୋଧ ଘାଟରେ ଏକ ଶୋକାକୂଳ ପରିବେଶରେ ଶନିବାର ମଧ୍ୟାହ୍ନରେ ରାଜକୀୟ ସମ୍ମାନ ସହ ତାଙ୍କର ଶେଷକୃତ୍ୟ!-->…
Read More...
Read More...
ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ
ଭୁବନେଶ୍ବର: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ। କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଦେହାନ୍ତ କାରଣରୁ ରାଷ୍ଟ୍ରୀୟ ଶୋକକୁ ଦୃଷ୍ଟିରେ ରଖି ତାଙ୍କର!-->…
Read More...
Read More...
ଗଠନ ହେଲା ଓଡ଼ିଶା ଲ’ କମିଶନ
ଜଷ୍ଟିସ ବିଶ୍ବନାଥ ରଥ ଅଧ୍ୟକ୍ଷଭୁବନେଶ୍ବର: ଆଜି ଓଡ଼ିଶା ଲ’ କମିଶନ ଗଠିତ ହୋଇଛି। ଜଷ୍ଟିସ ବିଶ୍ବନାଥ ରଥ ହେଲେ ନୂଆ ଆଇନ କମିଶନ ଅଧ୍ୟକ୍ଷ । ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।
!-->!-->…
Read More...
Read More...
ଧରାହେବେ ନକଲି ଚାଷୀ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ଅନେକ ନକଲି ଚାଷୀ ବା ଅଣଚାଷୀ ରହିଛନ୍ତି। ଚାଷୀ ନହୋଇ ବି ଚାଷୀ ହେବାର ସମସ୍ତ ଫାଇଦା ଲାଭ କରୁଛନ୍ତି। ଏଥିପାଇଁ ସରକାର ପୁଣି ପଞ୍ଚିକରଣ କରିବେ। କିଛି ଏମିତି କହି ଅଣଚାଷୀଙ୍କୁ ପୂର୍ବରୁ ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।ମନ୍ତ୍ରୀଙ୍କ!-->…
Read More...
Read More...
ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ସୁନ୍ଦରଗଡ଼: ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ। ସ୍କୁଟି ସହ ଯୁବକଙ୍କୁ ପୋଡ଼ି ହତ୍ୟା କଲେ ଦୁର୍ବୃତ୍ତ। ଏଭଳି ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ସର୍ଗିପାଲି ନବୋଦୟ ସ୍କୁଲ ନିକଟରେ। ଏକ ବିଲରେ ସ୍କୁଟି ସହିତ ଜନୈକ!-->…
Read More...
Read More...
ଧାନ କାଟୁଥିବା ବେଳେ ବିଦ୍ୟୁତ ତାର ଲାଗି ଜୀଅନ୍ତା ଜଳିଗଲେ ଚାଷୀ
ଚାନ୍ଦବାଲି: ଚାନ୍ଦବାଲି ନରସିଂହପୁର ବାଲିଗାଁ ୧୨ ନମ୍ବର ୱାର୍ଡ ଅଞ୍ଚଳରେ ଶୁକ୍ରବାର ଏକ ଅଘଟଣ ଘଟିଛି। ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବିଲ ମଝିରେ ଜଳିଗଲେ ଚାଷୀ। ଧାନ କାଟୁ ଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତ ଚାଷୀ ଜଣଙ୍କ!-->…
Read More...
Read More...