Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
TOP STORIES
ଇଂରାଜୀ ନବବର୍ଷର ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କଠାରେ ଲାଗି ହୋଇଛି। ଦେବାର୍ପଣ ପରେ ଗୁରୁବାର ଉଭୟ କ୍ୟାଲେଣ୍ଡରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚିତ!-->…
Read More...
Read More...
ଜିରୋ ନାଇଟ ସେଲିବ୍ରେସନ ବେଳେ ଡ୍ରଙ୍କ ଆଣ୍ଡ୍ ଡ୍ରାଇଭ ଉପରେ ରହିବ ନଜର
ଭୁବନେଶ୍ବର: ଟୁଇନ ସିଟିରେ ଜିରୋ ନାଇଟ ସେଲିବ୍ରେସନ ଓ ନୂଆବର୍ଷ ପାଇଁ ସୁରକ୍ଷା ବ୍ୟବସ୍ଥା ହେବ କଡାକଡି। ଚେକିଂ, ବ୍ଲକିଂ ସାଙ୍ଗକୁ ଜୋରଦାର ହେବ ନାକାବନ୍ଦୀ। ଏ ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଉତ୍ସାହ ଉଦ୍ଦୀପନା ସହ ଆସୁଛି ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନ ପାଇଁ ଶେଷ!-->…
Read More...
Read More...
ବିପୁଳ ପରିମାଣରେ ବଜ୍ରକାପ୍ତା କାତି ଜବତ
ଖଡ଼ିଆଳ: ଖଡ଼ିଆଳ ବନ ବିଭାଗକୁ ମିଳିଛି ବଡ ସଫଳତା। ୧ କେଜିରୁ ଉର୍ଦ୍ଧ୍ବ ଓଜନର ବଜ୍ରକାପ୍ତା କାତି ଜବତ। ବଜ୍ରକାପ୍ତା କାତି ସହ ତିନି ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ୧ କେଜି ୮୦୦ଗ୍ରାମର ପ୍ରାୟ ୩୫୦ଗୋଟି କାତି ଉଦ୍ଧାର କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଖଡ଼ିଆଳ ବ୍ଲକ!-->…
Read More...
Read More...
ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଏଆରଆଇ
ବୋରିଗୁମ୍ମା: ଭିଜିଲାନ୍ସ ଜାଲରେ ଏଆରଆଇ ବାବୁ। କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଆସିଷ୍ଟାଣ୍ଟ ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି। ବର୍ତ୍ତମାନ ସେ ଆରଆଇ ପୋଷ୍ଟରେ ଇନଚାର୍ଜ ଅଛନ୍ତି।
!-->!-->!-->…
Read More...
Read More...
ବିଲରେ ଧାନ ଗଜା ଦେଖି ହୃଦଘାତରେ ଚାଷୀ ମୃତ
ଡେରାବିଶ: ଅଦିନିଆ ବର୍ଷା ସବୁ ଛାରଖାର କରିଦେଲା। ପାଣିରେ ଉବୁଟୁବୁ ହେଲା ବର୍ଷକର ପରିଶ୍ରମ। ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି। ଚାଷ ବିଲ ଦେଖି ଜଣେ ଚାଷୀଙ୍କ ଜୀବନ ଚାଲିଥିବା ଅଭିଯୋଗ ହୋଇଛି। ଏଭଳି ଏକ!-->…
Read More...
Read More...
ଆସନ୍ତା ବର୍ଷ ହେବ କଲେଜ ନିର୍ବାଚନ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ଆସନ୍ତା ଶିକ୍ଷାବର୍ଷରେ ଆୟୋଜିତ ହେବ କଲେଜ ନିର୍ବାଚନ। ଆଜି ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏପରି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ।
ତେବେ କହିରଖୁଛୁ,!-->!-->!-->…
Read More...
Read More...
‘ପୁଷ୍ପା ୨’ ଦଳାଚକଟା ଘଟଣାରେ ମୃତ ମହିଳାଙ୍କ ପରିବାରକୁ ୨ କୋଟି ଦେବେ ଅଲ୍ଲୁ ଅର୍ଜୁନ
ହାଇଦ୍ରାବାଦ: ହାଇଦ୍ରାବାଦର ସନ୍ଧ୍ୟା ହଲ ନିକଟରେ ପୁଷ୍ପା-୨ ସ୍କ୍ରିନିଂ ବେଳେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବେ ଅଭିନେତା ଅଲ୍ଲୁ ଅର୍ଜୁନ ଏବଂ ଚଳଚ୍ଚିତ୍ରର ପ୍ରଡକ୍ସନ ଟିମ। ଅଲ୍ଲୁଙ୍କୁ ବାପା ଅଲ୍ଲୁ ଅରବିନ୍ଦ!-->…
Read More...
Read More...
ପତ୍ନୀକୁ ହତ୍ୟା ପରେ ନିଜ ବେକ କାଟିଲା ସ୍ୱାମୀ
କଟକ: କଟକରେ ଚାଞ୍ଚଲ୍ୟ। ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍ବାଗ ଥାନା ସିଦ୍ଧେଶ୍ବରସାହିରେ। ମୃତ ବ୍ୟକ୍ତି କଟକସ୍ଥିତ ସାଇବର ପୋଲିସ ଷ୍ଟେସନରେ ଜଣେ କନଷ୍ଟେବଳ ଥିଲେ। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ!-->…
Read More...
Read More...
ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପୂର୍ବତନ ରାଜ୍ୟପାଳ
ପୁରୀ: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ସେବା କରିବାର ସୁଯୋଗ ମିଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏହା ପରେ ଦଳ ମୋତେ ଯେଉଁ ଦାୟିତ୍ୱ ଦେବ!-->…
Read More...
Read More...
କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ
କଳାହାଣ୍ଡି: ପରଲୋକରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ। ଆଜି ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି। ବିଶ୍ୱବିଦ୍ୟାଳୟ ଇନ୍ଚାର୍ଜ ଭିସି ନିବେଦିତା ନାଥ ଏହି ସୂଚନା!-->…
Read More...
Read More...