Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
TOP STORIES
ତୀର୍ଥ ଯାତ୍ରା ହେଲା ଶେଷ ଯାତ୍ରା
ଫିରୋଜାବାଦ: ଅଯୋଧ୍ୟାରୁ ବୃନ୍ଦାବନ ଯାଉଥିବାବେଳେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ଫିରୋଜାବାଦ ଜିଲ୍ଲାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣା ସଂପର୍କରେ ସୂଚନା ଦେଇ ଅତିରିକ୍ତ ପୁଲିସ ଅଧୀକ୍ଷକ କହିଛନ୍ତି ଯେ, ବସ୍!-->…
Read More...
Read More...
୫୫ ଗୋଟି ହସ୍ତଶିଳ୍ପକୁ ମିଳିଲା ବିଭାଗୀୟ ଅନୁମୋଦନ
ସଂଶୋଧିତ ଅନୁମୋଦିତ ହସ୍ତଶିଳ୍ପ ତାଲିକା ପ୍ରକାଶିତପୂର୍ବରୁ ଥିଲା ୫୧, ଏବେ ୫୫ ହସ୍ତଶିଳ୍ପକୁ ମିଳିଲା ଅନୁମୋଦନ
ଭୁବନେଶ୍ଵର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ୫୫ ଗୋଟି ହସ୍ତଶିଳ୍ପକୁ ବିଭାଗୀୟ ଅନୁମୋଦନ ମିଳିଛି। ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ!-->!-->!-->…
Read More...
Read More...
ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ୩୦ ହଜାର ଟଙ୍କା ଲୁଟ
ବଲାଙ୍ଗିରୀ: ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଶୁକ୍ରବାର ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରାୟ ୭ ଲକ୍ଷ ୩୦ ହଜାର ଟଙ୍କା ସହ ଲ୍ୟାପ୍ଟପ୍ ଓ ବ୍ୟାଙ୍କ ଚେକ୍ ଲୁଟି ନେଲେ ଦୁର୍ବୃତ୍ତ। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍ରେ ଯିବା ବେଳେ ଏହି ଲୁଟ୍ର!-->…
Read More...
Read More...
କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ
କଟକ: କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା’ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ୬ ଜଣଙ୍କୁ ଗିରଫ କରିଛି ବାଦାମବାଡ଼ି ଥାନା ପୋଲିସ। ତେବେ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିବା ସହ ତାଙ୍କୁ ବ୍ଲାକମେଲିଂ କରି!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର ସୋପୋରରେ ସୁରକ୍ଷାକର୍ମୀ -ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ପରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତକାଲି ୨ ଗ୍ରାମରକ୍ଷୀଙ୍କୁ ଗୁଳିକରି ହତ୍ୟା କରିଥିଲେ ଆତଙ୍କବାଦୀ। ଯାହା ପରେ ସେନା ଅଞ୍ଚଳରେ ରେସ୍କ୍ୟୁ ଅପରେଶନ!-->…
Read More...
Read More...
ତୀର୍ଥଯାତ୍ରୀଙ୍କ ପାଇଁ ଓଡିଶାରୁ ଚାରିଧାମକୁ ଗଡିବ ସ୍ୱତନ୍ତ୍ର ବସ
ଭୁବନେଶ୍ବର: ଓଡିଶାରୁ ଚାରିଧାମକୁ ଗଡିବ ତୀର୍ଥଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବସ। ତୀର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର। ସ୍ୱଳ୍ପ ଦରରେ ଚାରିଧାମ ବୁଲିପାରିବେ ଶ୍ରଦ୍ଧାଳୁ। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା।
ଓଡିଶାରୁ ଅଯୋଧ୍ୟ, ତିରୁପତି, ମଥୁରା ଓ ବୃନ୍ଦାବନ ଭଳି!-->!-->!-->…
Read More...
Read More...
ଜାନୁଆରୀ ୧ରୁ ହେବ ରାଜ୍ୟରେ ଜନଗଣନା
ଭୁବନେଶ୍ବର: ଜାନୁଆରୀ ୧ରୁ ରାଜ୍ୟରେ ହେବ ଆରମ୍ଭ ହେବ ଜନଗଣନା। ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏଥିସହ ସେ କହିଛନ୍ତି ଯେ, ଯଥାଶୀଘ୍ର ସବୁ ପ୍ରସ୍ତାବ କାମ ଶେଷ କରି ବିଭାଗକୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ରାଜସ୍ୱ ମନ୍ତ୍ରୀଙ୍କ ସୂଚନା ମୁତାବକ, ବଦଳିବ!-->!-->!-->…
Read More...
Read More...
ଓଏସ୍ଆରଟିସି ବସ୍ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
ବୌଦ୍ଧ: ଓଏସ୍ଆରଟିସି ବସ୍ ଧକ୍କାରେ ବାଇକ୍ ଚାଳକର ଚାଲିଗଲା ଜୀବନ। ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଘଟଣାଟି ଘଟିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଆଇଁଲାଚୁଆଁ ଛକ ନିକଟରେ।
ଏହି ଓଏସ୍ଆରଟିସି ବସ୍ଟି କଣ୍ଟାମାଳରୁ ରାଜଧାନୀ ଭୁବନେଶ୍ୱର ଯାଉଥିବା ବେଳେ!-->!-->!-->…
Read More...
Read More...
ଆପୋଷ ବୁଝାମଣା ଆଧାରରେ ରଦ୍ଦ ହୋଇପାରିବନି ଯୌନ ଉତ୍ପୀଡ଼ନ ମାମଲା
ନୂଆଦିଲ୍ଲୀ: ଆପୋଷ ବୁଝାମଣା ଆଧାରରେ ବନ୍ଦ କରାଯାଇ ପାରିବନି ଯୌନ ଉତ୍ପୀଡ଼ନ ମାମଲା। ଗୁରୁବାର ଏହି ଗୁରୁତ୍ଵପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ। ରାଜସ୍ଥାନ ହାଇକୋର୍ଟଙ୍କ ସେହି ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ବାତିଲ କରିଛନ୍ତି, ଯେଉଁଥିରେ ଜଣେ ନାବାଳିକା ଛାତ୍ରୀଙ୍କୁ ଯୌନ!-->…
Read More...
Read More...
ସଲମାନଙ୍କ ପରେ ଶାହାରୁଖ ଖାନଙ୍କୁ ହତ୍ୟା ଧମକ
ମୁମ୍ବାଇ: କିଛି ଦିନ ଏବେ ବଲିଉଡ ଦବଙ୍ଗ ହିରୋ ସଲମାନଙ୍କ ଖାନଙ୍କୁ ହତ୍ୟା ଧମକ ମିଳିଥିବା ବେଳେ ଏବେ ବଲିଉଡ୍ କିଙ୍ଗ ଶାହାରୁଖ ଖାନଙ୍କୁ ମିଳିଛି ହତ୍ୟା ଧମକ। ଶାହରୁଖ ଖାନଙ୍କୁ ଜଣେ ଦୁର୍ବୃତ୍ତ ଫୋନ କଲରେ ହତ୍ୟା ଧମକ ଦେଇଥିବା ମହାରାଷ୍ଟ୍ରର ବାନ୍ଦ୍ରା ଥାନାରେ ଲିଖିତ ଅଭିଯୋଗ ହୋଇଛି।!-->…
Read More...
Read More...