ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ
Browsing Category

TOP STORIES

ସୁର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ମିଳିବ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫

ଭୁବନେଶ୍ୱର: ଓଡ଼ିଆ ଯୁବ କବି ଓ ଲେଖକ ସୂର୍ଯ୍ୟସ୍ନାତ ତ୍ରିପାଠୀ ପାଇବେ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ତୃତୀୟ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଯାପନୀ ଉତ୍ସବ ନଭେମ୍ବର ୩୦ ତାରିଖରେ ଶ୍ରୀ ତ୍ରିପାଠୀଙ୍କୁ ଏହି
Read More...

ଦିଲ୍ଲୀ ବିସ୍ଫୋରଣ ପରେ, ପୁରୀରେ ହାଇଆଲର୍ଟ ଜାରି

ନୂଆଦିଲ୍ଲୀ; ଦିଲ୍ଲୀ ବିସ୍ଫୋରଣ ପରେ ପୁରୀରେ ହାଇଆଲର୍ଟ ଜାରି। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ଦେଇଛନ୍ତି ସୂଚନା। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ, ବସ୍‌ଷ୍ଟାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ପାଟ୍ରୋଲିଂ ବୃଦ୍ଧି
Read More...

ମାନବିକ ସ୍ପର୍ଶ ବଳରେ ମଣିଷର କଷ୍ଟ ଯନ୍ତ୍ରଣା ଲାଘବ କରିବାର ସୁଯୋଗ ନର୍ସମାନଙ୍କୁ ମିଳିଥାଏ

ଭୁବନେଶ୍ୱର: ନର୍ସିଂ ଏଭଳି ଏକ ମହାନ ବୃତି ଯେଉଁଥିରେ କି ବିଶ୍ୱରେ କଷ୍ଟ ଯନ୍ତ୍ରଣା ଭୋଗୁଥିବା ବ୍ୟକ୍ତିଙ୍କୁ ମାନବିକ ସ୍ପର୍ଶ ବଳରେ ସେମାନଙ୍କର ଯନ୍ତ୍ରଣା ଲାଘବ କରିବାର ସୁଯୋଗ ମିଳିଥାଏ ବୋଲି ଶୁକ୍ରବାର କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର
Read More...

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ

ନ୍ୟୁଜ୍ ବ୍ୟୁରୋ: ଭାରତର ୨ ମୋଷ୍ଟ ୱାଣ୍ଟେଡ ଆମେରିକାରୁ ଗିରଫ। ଭାରତର ନିରାପତ୍ତା ସଂସ୍ଥା ଓ ହରିଆଣା ପୋଲିସର ମିଳିତ ଉଦ୍ୟମରେ ୨ ଗ୍ୟାଙ୍ଗଷ୍ଟରଙ୍କୁ ଗିରଫ କରାଯାଇଛି। ବିଦେଶ ମାଟିରେ ୨ ଜଣେ କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କୁ ଧରିବା ହରିଆଣା ପୋଲିସ ଲାଗି ଗୁରୁତ୍ବପୂର୍ଣ୍ଣ ହୋଇଛି। କପିଳ
Read More...

ଧାମରା ବନ୍ଦରରେ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍

ଭଦ୍ରକ: ଭଦ୍ରକ ଜିଲ୍ଲା ମେରାଇନ ଥାନା ଧାମରାରେ ଏଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍। ଭଦ୍ରକ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏହି ଡ୍ରୋନ୍ ସାମୁଦ୍ରିକ ଥାନାକୁ ଯୋଗାଇ ଦିଆଯାଇଛି। ୧୫ କିଲୋମିଟର ରେଡିଅସରେ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଏହି ଡ୍ରୋନ୍ କ୍ୟାମେରା
Read More...

ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍

ଭୁବନେଶ୍ବର: ବିଜେଡି ନେତାଙ୍କ ଘରେ ଆୟକର ଚଢାଉ। ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ରବିବାର ଆୟକର ଚଢାଉ ହୋଇଛି। କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ପକ୍ଷରୁ ଚଢାଉ କରାଯାଇଛି।ମନୋଜ ମିଶ୍ର କୋମନା ବ୍ଲକ୍‌ର ପୂର୍ବତନ ବିଜେଡି ଅଧ୍ୟକ୍ଷ ଥିଲେ। ପୂର୍ବରୁ ନୂଆପଡ଼ା ଜିଲ୍ଲା
Read More...

ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ

ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ ହେବ।
Read More...

ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ନ୍ୟୁଜ୍ ବ୍ୟୁରୋ: ଆଣ୍ଡାମାନ ଓ ନିକୋବରରେ ଭୂମିକମ୍ପ। ୫.୪ ତୀବ୍ରତା ବିଶିଷ୍ଟ ଭୂକମ୍ପ ଆଣ୍ଡାମାନ ଉପକୂଳରେ ରବିବାର ମଧ୍ୟାହ୍ଣରେ ଅନୁଭୂତ ହୋଇଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏନେଇ ସୂଚନା ଜାରି କରିଛି । ଆଜି ମଧ୍ୟାହ୍ନ ୧୨:୬ ସମୟରେ ଭୂମିକମ୍ପ ହୋଇଥିବା ସୂଚନା
Read More...

ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ

ନୂଆ ଦିଲ୍ଲୀ: ଡିସେମ୍ବର ୧ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ଦିନ ଏହା ଘୋଷଣା କରିଛନ୍ତି। ଏକ୍ସରେ ଏ
Read More...

‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ନ୍ୟୁଜ୍ ବ୍ୟୁରୋ: ଦେଶ ପାଳୁଛି ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି। ଆଜି ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ଜାତୀୟ ଗୀତ ବନ୍ଦେ ମାତରମର ୧୫୦ତମ ବର୍ଷ ପୂର୍ତ୍ତିର ବର୍ଷବ୍ୟାପୀ ସ୍ମାରକୀ ଉତ୍ସବକୁ ଉଦଘାଟନ କରି ଉତ୍ସବରେ ଏକ ସ୍ମାରକୀ ଡାକଟିକଟ ଏବଂ ମୁଦ୍ରା ଜାରି କରିଛନ୍ତି। ଏହା ସହ
Read More...