ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି
Browsing Category

TOP STORIES

ଗୁଜରାଟର କାଣ୍ଡଲା ବନ୍ଦରରେ ଏଲପିଜି ନେଇ ପହଞ୍ଚିଲା ‘ଜଗ୍‌ ବସନ୍ତ’

ଗୁଜରାଟ: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ କାରଣରୁ ହରମୁଜ୍ ପ୍ରଣାଳୀ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ଭିତରେ ଭାରତକୁ ଆଶ୍ୱସ୍ତ କରି କାଣ୍ଡଲା ବନ୍ଦରରେ MT ଜଗ୍ ବସନ୍ତ ପହଞ୍ଚିଛି। ଏହି ଜାହାଜ ୪୭,୦୦୦ ମେଟ୍ରିକ ଟନ୍
Read More...

‘ଜେନ୍‌ ଜେଡ୍’ ଆନ୍ଦୋଳନ ଦମନ ମାମଲା: ପୂର୍ବତନ ପ୍ରଧାନମନ୍ତ୍ରୀ କେ. ପି. ଶର୍ମା ଓଲି ଗିରଫ

କାଠମାଣ୍ଡୁ: ୨୦୨୫ର ‘ଜେନ୍‌ ଜେଡ୍’ ଆନ୍ଦୋଳନ ଦମନ ସମ୍ପର୍କିତ ମାମଲାରେ ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ କେ. ପି. ଶର୍ମା ଓଲିଙ୍କୁ ଶନିବାର ସକାଳେ ଗିରଫ କରାଯାଇଛି। ଏହି ଆନ୍ଦୋଳନ ସମୟରେ ପୋଲିସ କାର୍ଯ୍ୟବାହୀରେ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ପୂର୍ବତନ ଗୃହମନ୍ତ୍ରୀ
Read More...

ନେପାଳର ନୂତନ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହ

ନେପାଳ: ନେପାଳର ରାଜନୀତିକ ପରିଦୃଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ବାଲେନ୍ଦ୍ର ଶାହଙ୍କୁ ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ଏହି ନିଯୁକ୍ତି ରାମ ଚନ୍ଦ୍ର ପୌଡେଲଙ୍କ ଦ୍ୱାରା ସଂବିଧାନର ଅନୁଚ୍ଛେଦ ୭୬(୧) ଅନୁଯାୟୀ କରାଯାଇଥିବା ସରକାରୀ ସୂଚନାରେ
Read More...

ପଶ୍ଚିମ ଏସିଆ ସଂଘର୍ଷ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଜାରି ରହିଥିବା ସଂଘର୍ଷ ପରିପ୍ରେକ୍ଷିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ବୈଠକରେ ଇରାନ-ଇସ୍ରାଏଲ ସଂଘର୍ଷର ପ୍ରଭାବରେ ଦେଶର
Read More...

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମାଝୀ

ଇନ୍ଧନ ଶୁଳ୍କରେ ୧୦ଟଙ୍କା କମିବାକୁ ସ୍ୱାଗତ ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ରୀୟ ଆବକାରୀ ଶୁଳ୍କ ୧୦ଟଙ୍କା ପ୍ରତି ଲିଟର କମିବାକୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଏହା
Read More...

ଡିସେମ୍ବର ୨୪ରେ ବାରବାଟୀରେ ଭାରତ-ଶ୍ରୀଲଙ୍କା ଟି-୨୦ ମ୍ୟାଚ୍

କଟକ: ଓଡ଼ିଶାର କ୍ରିକେଟ୍ ପ୍ରେମୀମାନଙ୍କ ପାଇଁ ବଡ଼ ଖୁସିର ଖବର। ଆସନ୍ତା ଡିସେମ୍ବର ୨୪ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚ୍ ଖେଳାଯିବ। ୨୦୨୬-୨୭ ପାଇଁ ବିସିସିଆଇର ଖେଳସୂଚୀ ଅନୁସାରେ, ଶ୍ରୀଲଙ୍କା ଦଳ ଭାରତ ଗସ୍ତରେ ୩ଟି ଟି-୨୦ ଓ ୩ଟି
Read More...

ଅନୁଗୁଳରେ ଜିନ୍ଦଲ ଷ୍ଟିଲର ବାର୍ଷିକ ଉତ୍ପାଦନ କ୍ଷମତା ୧୨ ଏମଟିପିଏକୁ ବୃଦ୍ଧି

ସମ୍ପ୍ରସାରଣ ସହିତ ଅନୁଗୁଳ ସ୍ଥିତ ଜିନ୍ଦଲ ଷ୍ଟିଲର ସମନ୍ୱିତ ଇସ୍ପାତ କାରଖାନା ଓଡ଼ିଶାର ସର୍ବବୃହତ ଏକକ ସ୍ଥାନ ଇସ୍ପାତ କାରଖାନାରେ ପରିଣତ ହୋଇଛି। ନୂଆଦିଲ୍ଲୀ/ ଅନୁଗୁଳ, ୨୪/୦୩: ଜିନ୍ଦଲ ଷ୍ଟିଲ୍ ଓଡ଼ିଶାର ଅନୁଗୁଳ ସ୍ଥିତ ଇଣ୍ଟିଗ୍ରେଟେଡ୍ ଇସ୍ପାତ କମ୍ପ୍ଲେକ୍ସରେ ତୃତୀୟ ବେସିକ୍
Read More...

ରେଳ ଟିକେଟ୍ ବାତିଲ୍‌ କଲେ ୨୪ ଘଣ୍ଟା ପୂର୍ବରୁ କଟିବ ୫୦% ଟଙ୍କା

ନୂଆଦିଲ୍ଲୀ: ଭାରତୀୟ ରେଳ ବିଭାଗ ପକ୍ଷରୁ ଟିକେଟ୍ ବାତିଲ୍ ନିୟମରେ ବଡ଼ ପରିବର୍ତ୍ତନ ଆଣାଯାଇଛି। ଯାତ୍ରୀମାନଙ୍କ ସୁବିଧା ଓ ଟିକେଟ୍ ବ୍ୟବସ୍ଥାକୁ ଆହୁରି ସୁସଂଗଠିତ କରିବା ଉଦ୍ଦେଶ୍ୟରେ ଏହି ନୂଆ ନିୟମ ଲାଗୁ ହେଉଛି। ନୂଆ ନିୟମ ଅନୁଯାୟୀ, ଯଦି କୌଣସି ଯାତ୍ରୀ ଯାତ୍ରାର ୨୪ ଘଣ୍ଟାରୁ ୮
Read More...

ଆଉ ଖୋଲିବନି ନୂଆ ମଦ ଦୋକାନ : ଅବକାରୀ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ନୂଆ ଅବକାରୀ ନୀତି ଘୋଷଣା, ଆଉ ଖୋଲିବ ନାହିଁ ନୂଆ ମଦ ଦୋକାନ। ପୃଥ୍ବୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୯ ପାଇଁ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରାଯାଇଛି। ଏହି ନୂଆ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ୱୀକାର
Read More...

ଭିଜିଲାନ୍ସ ଜାଲରେ ଏସଡିଓ, ଘରୁ ମିଳିଲାଣି ୧୮ ଲକ୍ଷ

ଭଞ୍ଜନଗର: ଆୟ ବହିର୍ଭୁତ ସମ୍ପତ୍ତି ଅଭିଯୋଗରେ ଭିଜିଲାନ୍ସ ଜାଲରେ ଏସଡିଓ। ଭଞ୍ଜନଗର ଡହ ଜଳସେଚନ ବିଭାଗର ଏସଡିଓ ପଞ୍ଚୁ ବେହେରାଙ୍କ ଉପରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରହିଛି। ଚଢାଉ ସମୟରେ ବ୍ରହ୍ମପୁର ର ବସନ୍ତ ବିହାର ଅଞ୍ଚଳରେ ପ୍ରାୟ ୩୫୫୦
Read More...