Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
TOP STORIES
ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ଜଗତସିଂହପୁର: ମହିଳା କର୍ମଚାରୀଙ୍କୁ ଅସଦାଚରଣ କରି ଜଗତସିଂହପୁର ଜିଲ୍ଲା ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ। ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି।
ସୂଚନା ଅନୁଯାୟୀ,!-->!-->!-->…
Read More...
Read More...
ଲଘୁଚାପ ପ୍ରଭାବରେ ୩ଦିନ ଯାଏଁ ବର୍ଷା ସମ୍ଭାବନା
ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ଅପରାହ୍ନ ରେ ସଦୃଶ ଲଘୁଚାପ ରେ ପରିଣତ ହୋଇଛି। ଏହି ସିଷ୍ଟମ୍ ଟି ଏବେ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ତାମିଲନାଡୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ଏବଂ ପରେ!-->…
Read More...
Read More...
ନୌସେନା, ଯାତ୍ରୀବାହୀ ବୋଟ୍ ମୁହାଁମୁହିଁ ଧକ୍କା: ତିନି ଯବାନଙ୍କ ସମେତ ୧୩ ମୃତ
ମୁମ୍ବାଇ: ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆରୁ ହାତୀ ଦ୍ୱୀପ ଆଡକୁ ପ୍ରାୟ ୬୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବୋଟ୍ ଦୁର୍ଘଟଣା ପରେ ବୁଡ଼ି ଯାଇଛି। ଏଥିରେ ତିନି ଯବାନଙ୍କ ସମେତ ୧୩ ଜଣଙ୍କର ମୃତ ଘଟିଛି।
ସୂଚନା ଅନୁଯାୟୀ, ଏକ ନୌସେନାର ସ୍ପିଡ୍ ବୋଟ୍ ଯାତ୍ରୀବାହୀ ବୋଟ୍ କୁ ଧକ୍କା ଦେଇଥିଲା।!-->!-->!-->…
Read More...
Read More...
ପୁଷ୍ପା-୨ ପ୍ରିମିୟର ସମୟରେ ଆହତ ହୋଇଥିବା ନାବଳକ ଗୁରୁତର
ହାଇଦ୍ରାବାଦ: ବିଗିଡ଼ିଲା ପୁଷ୍ପା-୨ ପ୍ରିମିୟର ଶୋ' ବେଳେ ଦଳାଚକଟା ବେଳେ ଆହତ ହୋଇଥିବା ନାବାଳକର ସ୍ୱାସ୍ଥ୍ୟାବସ୍ଥା। ଡିସେମ୍ବର ୪ରେ ମୁଭି ପୁଷ୍ପା ୨ର ପ୍ରିମିୟର୍ ଶୋ’ ପୂର୍ବରୁ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଦଳାଚକଟାେରେ ଆହତ ହୋଇଥିବା ଶିଶୁ ଏବେ ଗୁରୁତର। ଏବେ ତାଙ୍କୁ ଭେଣ୍ଟିଲେଟର!-->…
Read More...
Read More...
ଅନ୍ତର୍ଜାତୀୟ କ୍ରିକେଟ ଫର୍ମାଟରୁ ଅବସର ନେଲେ ରବିଚନ୍ଦ୍ରନ ଅଶ୍ୱିନ
ନ୍ୟୁଜ୍ ବ୍ୟୁରୋ: ଭାରତର କିମ୍ବଦନ୍ତୀ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାକୁ ଘୋଷଣା କରିଛନ୍ତି। ଗାବା ଟେଷ୍ଟ ମ୍ୟାଚ ଡ୍ର ଘୋଷିତ ହେବା ପରେ ଅଶ୍ୱିନ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଉଛନ୍ତି।!-->…
Read More...
Read More...
ଦୁଇ ମାସରେ ସରିବ ଆବାସ ସର୍ଭେ
ଭୁବନେଶ୍ବର: ଦୁଇ ମାସରେ ସରିବ ଆବାସ ସର୍ଭେ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ ସାମିଲ କରାଯାଉଛି।!-->…
Read More...
Read More...
ପ୍ରଫେସର ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଭୁବନେଶ୍ବର: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ତାଙ୍କ ରଚିତ ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ପାଇଁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର।
୧୯୩୯ ମସିହା ଫେବୃଆରୀ ୨୭ରେ ଜନ୍ମ!-->!-->!-->…
Read More...
Read More...
ମାଲ୍ୟା-ନୀରବଙ୍କ ଠାରୁ ହଜାର ହଜାର କୋଟି ଟଙ୍କାର ସମ୍ପତ୍ତି ଜବତ
ନୂଆଦିଲ୍ଲୀ: ବିଜୟ ମାଲ୍ୟା ଓ ନୀରବ ମୋଦିଙ୍କ ଠାରୁ ବଡ଼ ଆକାରର ସମ୍ପତ୍ତି ଜବତ। ବିଜୟ ମାଲ୍ୟାଙ୍କ ଠାରୁ ୧୪ହଜାର ୧୩୧ଟଙ୍କା ସମ୍ପତ୍ତି ଜବତ ହୋଇଥିବାବେଳେ ନୀରବ ମୋଦିଙ୍କ ଠାରୁ ୧ହଜାର ୫୨କୋଟି ଟଙ୍କା ଜବତ ହୋଇଛି। ଦେଶରେ ବ୍ୟାଙ୍କଗୁଡିକୁ ଚୂନା ଲଗାଇ ଏମାନେ ଦେଶ ଛାଡିଥିଲେ। ଏବେ ଏହି!-->…
Read More...
Read More...
ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି
ସମ୍ବଲପୁର: ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ସମ୍ବଲପୁରର ୩ଟି ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ ରେଡ୍!-->…
Read More...
Read More...
ଆସନ୍ତାକାଲି ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ
ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଦିବା ପହୁଡ଼ ନୀତି ପାଇଁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଏନେଇ ସୂଚନା ଦେଇଛନ୍ତି ଏଏସଆଇ ଅଧୀକ୍ଷକ ଡିବି ଗଡ଼ନାୟକ।
ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ରତ୍ନଭଣ୍ଡାରର ମରାମତି କାମ। ଏଏସଆଇ ଟିମ୍ ସହ ପ୍ରଥମ ଦିନରେ ୧୫ରୁ!-->!-->!-->…
Read More...
Read More...