Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
TOP STORIES
୩ ବିଭାଗର ସଚିବ ପଦରୁ ବିଦା ହେଲେ ବିଷ୍ଣୁପଦ
ଭୁବନେଶ୍ବର: ଟେଣ୍ଡର ଫିକ୍ସିଂ ମାମଲାରେ ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି। ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର। ପ୍ରମୁଖ ସଚିବ!-->…
Read More...
Read More...
ଲାଞ୍ଚ ନେବାବେଳେ ଧରାପଡି ଗିରଫ ହେଲେ ସେକ୍ସନ ଅଫିସର
ନବରଙ୍ଗପୁର: ଗିରଫ ହେଲେ ସେକ୍ସନ ଅଫିସର। ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ। ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବିଇଓଙ୍କ ଅଫିସର ସେକ୍ସନ ଅଫିସର ରଞ୍ଜିତ କୁମାର ଷଡ଼ଙ୍ଗୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କଠାରୁ ନଗଦ ୧୦ ହଜାର ଟଙ୍କା ଜବତ କରାଯାଇଛି।
!-->!-->…
Read More...
Read More...
କୋଲ୍ଡଡ୍ରିଙ୍କସ୍ ବୋତଲରେ ଦେଶୀ ମଦ ଚାଲାଣ; ୩ ଗିରଫ, ୧୮୦ ଲିଟର ମଦ ଜବତ
ମୟୂରଭଞ୍ଜ: ବିଭିନ୍ନ କମ୍ପାନୀର ପ୍ଲାଷ୍ଟିକ କୋଲ୍ଡଡ୍ରିଙ୍କସ୍ ବୋତଲରେ ଦେଶୀ ମଦ ଚାଲାଣ କରୁଥିବା ବେଳେ, ୧୮୦ ଲିଟର ଦେଶୀ ମଦ ଜବତ କରିଛି ପୋଲିସ। ଏହି ଘଟଣାରେ ୩ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ଏହି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲାରେ।
ସୂଚନା ମୁତବକ, ସୋମବାର ବିଳମ୍ବିତ ରାତିରେ!-->!-->!-->…
Read More...
Read More...
ଏମ୍ସରୁ ମିଳିଲା ରୋଗୀଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସ ଅର୍ଥୋପେଡିକ ୱାର୍ଡ ଭିତରେ ଜଣେ ରୋଗୀଙ୍କ ସନ୍ଦେହ ଜନକ ମତ୍ୟୁ ଘଟିଛି। ବେଡ ଉପରେ ଲାଗିଥିବା ଫ୍ୟାନରୁ ରୋଗୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଯାଜପୁର ଜିଲା ଅଟଳପୁର ଗାଁର ୭୦ ବର୍ଷୀୟ ଦିଲୀପ କୁମାର ସାହୁ।ଦିଲୀପ ଆତ୍ମହତ୍ୟା!-->…
Read More...
Read More...
ମହାନଦୀରୁ ରେଭେନ୍ସାର ପୂର୍ବତନ ପ୍ରଫେସରଙ୍କ ମୃତଦେହ ଉଦ୍ଧାର
କଟକ: ମହାନଦୀରୁ ପୂର୍ବତନ ପ୍ରଫେସରଙ୍କ ମୃତଦେହ ଉଦ୍ଧାର ହୋଇଛି। କଟକ ଯୋବ୍ରା ବ୍ୟାରେଜ ନିକଟ ବ୍ୟାରେଜର ୯୩ ନମ୍ବର ଗେଟରେ ଲାଗିଥିବା ମୃତଦେହକୁ ଉଦ୍ଧାର କରିଛି ପୋଲିସ। ମୃତକ ହେଲେ ରେଭେନ୍ସାର ପୂର୍ବତନ ପ୍ରଫେସର ବୈଷ୍ଣବ ଚରଣ ସିଂ। ତାଙ୍କ ଘର ରାଜେନ୍ଦ୍ରନଗରରେ ବୋଲି ଜଣାପଡିଛି।
!-->!-->!-->…
Read More...
Read More...
ଚଳଚ୍ଚିତ୍ର ନିର୍ମାତା-ଅଭିନେତା ସୁରେନ୍ଦ୍ର ଖୁଣ୍ଟିଆଙ୍କ ପରଲୋକ
ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା, ଅଭିନେତା ତଥା ବିଶିଷ୍ଟ ଲେଖକ ଅଧ୍ୟାପକ ସୁରେନ୍ଦ୍ର କୁମାର ଖୁଣ୍ଟିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ମଙ୍ଗଳବାର ସକାଳ ୮ଟାରେ କଟକ ଲିଙ୍କ୍ ରୋଡସ୍ଥିତ ସୂର୍ଯ୍ୟ ବିହାରରେ ତାଙ୍କର ଦେହାନ୍ତ ଘଟିଛି।
‘ଚିହ୍ନା!-->!-->!-->…
Read More...
Read More...
ସଂସଦରେ ଆଗତ ହେଲା ‘ୱାନ୍ ନେସନ୍ ୱାନ୍ ଇଲେକ୍ସନ୍’ ବିଲ୍
ନୂଆଦିଲ୍ଲୀ: କେନ୍ଦ୍ର ସରକାର ମଙ୍ଗଳବାର ଲୋକ ସଭାରେ ‘‘ୱାନ୍ ନେସନ୍ ୱାନ୍ ଇଲେକ୍ସନ୍’ ବିଲ୍ ଆଗତ କରିଛନ୍ତି। ପ୍ରବଳ ହଙ୍ଗାମା ମଧ୍ୟରେ କେନ୍ଦ୍ର ଆଇନ୍ ମନ୍ତ୍ରୀ ଅର୍ଜ୍ଜୁନ ରାମ ମେଘୱାଲ ଆଜି ଏହି ବିଧେୟକକୁ ଲୋକସଭାରେ ଆଗତ କରିଛନ୍ତି। ବିଲ୍ ଆଗତ ହେବା ପରେ ଏହାକୁ ନେଇ ଲୋକସଭାରେ ଆରମ୍ଭ!-->…
Read More...
Read More...
ଶଙ୍ଖ ଛାଡି ପଦ୍ମ ଧରିଲେ ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି
ଜୟପୁର: ଶଙ୍ଖ ଛାଡି ପଦ୍ମ ଧରିଛନ୍ତି ଜୟପୁର ବ୍ଲକ ଅଧ୍ୟକ୍ଷା ତିଳୋତ୍ତମା ମୁଦୁଲି। ସେ ବିଜେଡି ଛାଡ଼ି ସୋମବାର ବିଜେପିରେ ଯୋଗ ଦେଇଛନ୍ତି। ଭୁବନେଶ୍ବର ସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ!-->…
Read More...
Read More...
ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା : ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀରେ ଥାନା ଉଦଘାଟନ ବେଳେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା। ପ୍ରତି ଥାନାକୁ ଦିଆଯିବ ୯ଟି ଲେଖାଏଁ ବାଇକ। ୨୦୨୬ ସୁଦ୍ଧା ମାଓ ମୁକ୍ତ ହେବ ଓଡ଼ିଶା। ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦ ପୂରଣ କରାଯିବ।!-->…
Read More...
Read More...
୨.୫୭ କୋଟି ଟଙ୍କାର ଜାଲ୍ ନୋଟ୍ ଜବତ
ସୁରଟ: ଗୁଜରାଟର ସୁରଟରୁ ଜବତ ହୋଇଛି ୨.୫୭ କୋଟି ଟଙ୍କାର ଜାଲ୍ ନୋଟ୍। ଏହି ଘଟଣାରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ବ୍ୟାଙ୍କ, ବଜାର ଓ ସାଧାରଣ ଲୋକଙ୍କୁ ଠକିବା ପାଇଁ ଅଭିଯୁକ୍ତମାନେ ପ୍ରସ୍ତୁତ କରିଥିଲେ ଏହି ନକଲି ନୋଟ୍।
ପୁଲିସ ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ ୪ ଜଣ ଅଭିଯୁକ୍ତ!-->!-->!-->…
Read More...
Read More...