Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category
TOP STORIES
ସମୁଦ୍ରରେ ଖୋଲିଲା ଭାରତର ପ୍ରଥମ କାଚ ସେତୁ
ତାମିଲନାଡ଼ୁ: ତାମିଲନାଡ଼ୁର କନ୍ୟାକୁମାରୀରେ ବିବେକାନନ୍ଦ ରକ୍ ମେମୋରିଆଲ ଓ ପ୍ରଖ୍ୟାତ ତାମିଲ କବି ଏବଂ ଦାର୍ଶନିକ ତିରୁବଲ୍ଲୁବରଙ୍କ ପ୍ରତିମୂର୍ତ୍ତିକୁ ସଂଯୋଗ କରୁଥିବା ବହୁ ପ୍ରତୀକ୍ଷିତ କାଚ ସେତୁକୁ ସୋମବାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଖୋଲାଯାଇଛି। ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ!-->…
Read More...
Read More...
ଲକ୍ଷ୍ମୀଜୋର୍ ପୋଲ ଉପରୁ ଯୁବକଙ୍କ ମୃତଦେହ ଜବତ
ବଲାଙ୍ଗୀର-ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡା ନିକଟ ଲକ୍ଷ୍ମୀଯୋର ପୋଲ ଉପରୁ ବଲାଙ୍ଗୀର ଟାଉନ ପୋଲିସ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ। ମୃତ ଯୁବକ ଜଣକ ହେଲେ ବଲାଙ୍ଗୀର ସହର ଗେଟ୍ସରୋବରପଡାର ଚିଣ୍ଟୁ କରନ (୨୬।) କିଭଳି ପରିସ୍ଥିତିରେ!-->…
Read More...
Read More...
ପିଏମ୍-ଉଷା ଯୋଜନାରେ ଓଡ଼ିଶାକୁ ୬୭୦ କୋଟି ଟଙ୍କା ଅନୁଦାନ
ଭୁବନେଶ୍ବର: ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପିଏମ୍-ଉଷା ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗବେଷଣା ପାଇଁ ପିଏମ୍-ଉଷା ଯୋଜନାରେ ଓଡିଶାର ବିଭିନ୍ନ ବିଶ୍ବବିଦ୍ୟାଳୟକୁ ୬୭୦ କୋଟି ଟଙ୍କା ପ୍ରଦାନ କରାଯିବ। ରେଭେନ୍ସା ବିଶ୍ବବିଦ୍ୟାଳୟ,!-->…
Read More...
Read More...
ଲୋକସେବା ଭବନରେ ସାମ୍ବାଦିକଙ୍କୁ ମିଳିଲା ପ୍ରବେଶ ଅନୁମତି
ଭୁବନେଶ୍ବର: ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା। ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି, ଯାଇପାରିବେ ଲୋକସେବା ଭବନ। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଟିଭି ଓ ଖବର କାଗଜର ଜଣେ ଲେଖାଏଁ ସାମ୍ବାଦିକଙ୍କୁ ପ୍ରବେଶ ଅନୁମତି ମିଳିଛି।ଏଥିପାଇଁ ନୂଆ!-->…
Read More...
Read More...
ସଫଳତାର ସହ ଉତକ୍ଷେପଣ ହେଲା ମିଶନ ସ୍ପାଡେକ୍ସ
ବର୍ଷ ଶେଷରେ ଇତିହାସ ରଚିଲା ଇସ୍ରୋ ଆନ୍ଧ୍ର ପ୍ରଦେଶ: ବର୍ଷ ୨୦୨୪ ରେ ଏକାଧିକ ଐତିହାସିକ ସଫଳତା ପାଇଥିବା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ବର୍ଷ ଶେଷରେ ମଧ୍ୟ ଇତିହାସ ରଚିଛି। ସଫଳତାର ସହ ଉତକ୍ଷେପଣ ହେଲା ବହୁଚର୍ଚ୍ଚିତ ସ୍ପାଡେକ୍ସ ଉପଗ୍ରହ । ସମୟ ରାତି ପ୍ରାୟ ୧୦ ଟା ୧୫!-->…
Read More...
Read More...
ଆସନ୍ତା ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ୍ ଭାରତ : ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ନୂଆବର୍ଷରେ ଆହୁରି ସୁଲଭ ହେବ ସ୍ଵାସ୍ଥ୍ୟସେବା। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି।
ଏପରିକି ଗୋପବନ୍ଧୁ ଜନ!-->!-->!-->…
Read More...
Read More...
କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଅଦିନିଆ ବର୍ଷା କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲା ବୁଲିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆସନ୍ତା ୩୧ରେ ନବୀନ ୪ ଜିଲ୍ଲା ଗସ୍ତ କରିବେ। ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତ କରି କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ବିରୋଧୀ ଦଳ ନେତା।
ଗତକାଲି ଅର୍ଥାତ୍ ୩୦!-->!-->!-->…
Read More...
Read More...
ଓସିଏ ସଭାପତି ପଦ ଛାଡିଲେ ବବି ଦାସ
କଟକ: ଓସିଏ ସଭାପତି ପଦ ଛାଡିଲେ ବବି ଦାସ। ଓଡିଶା କ୍ରିକେଟ ଆସୋସିଏସନ୍(ଓସିଏ) ପଦବୀରୁ ଇସ୍ତଫା ଦେଇଛନ୍ତି ବିଜେଡି ନେତା ପ୍ରଣବ ପ୍ରକାଶ ଦେସ ଓରଫ ବବି ଦାସ। ନିଜର ବ୍ୟକ୍ତିଗତ କାରଣ ଦର୍ଶଇ ବବି ପଦ ଛାଡିଛନ୍ତି। ବବି ତାଙ୍କ ପଦରୁ ଇସ୍ତଫା ଦେବା ନେଇ ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ!-->…
Read More...
Read More...
ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ ଆରମ୍ଭ
ପୁରୀ: ଆରମ୍ଭ ହେଲା ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରୁପା ଛାଉଣୀ କାମ। ଯମଶିଳା ଉପରି ଭାଗ ପଥର ବନ୍ଧରେ ରୁପା ଛାଉଣୀ କାମ କରାଯାଇଛି । ସେହିପରି ପତିତପାବନଙ୍କ ନିକଟ ପଥର ମଣିବନ୍ଧକୁ ରୁପା ଛାଉଣୀ କରାଯାଇଛି। ପରିଚାଳନା କମିଟି ନିଷ୍ପତ୍ତି ଅନୁସାରେ ରୁପା ଛାଉଣୀ କରାଯାଉଛି । ସିଂହଦ୍ୱାର!-->…
Read More...
Read More...
ଏମକେସିଜିର ବରିଷ୍ଠ ଡାକ୍ତର ବହିଷ୍କୃତ
ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ପିଜି ଡାକ୍ତରଙ୍କୁ କିଛି ବରିଷ୍ଠ ଡାକ୍ତର ମାଡ ମାରିବା ଏବଂ ଶିଶୁ ବିଭାଗ ମୁଖ୍ୟଙ୍କୁ ଦୁର୍ବ୍ୟବହାର କରିବା ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆକ୍ରମଣରେ ସଂପୃକ୍ତ ଥିବା ଜଣେ ଆସିଷ୍ଟାଣ୍ଟ ପ୍ରଫେସର ଓ ୩ ଜଣ!-->…
Read More...
Read More...