ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

TOP STORIES

ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ଏହି କାରଣରୁ ତାଙ୍କୁ ଆଜି ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି। ଲାଲକୃଷ୍ଣ ଆଡଭାନୀଙ୍କୁ ୯୭ ବର୍ଷ ବୟସ। ତାଙ୍କୁ ଗତ ୪-୫ ମାସ ମଧ୍ୟରେ ଅନେକ ଥର
Read More...

ଭୂମିହୀନଙ୍କୁ ଜମି ଦେବେ ରାଜ୍ୟସରକାର

ଭୁବନେଶ୍ବର: ଭୂମିହୀନଙ୍କୁ ଜମି ଯୋଗାଇଦେବେ ରାଜ୍ୟସରକାର। ଘର କରିବାକୁ ସେମାନଙ୍କୁ ରାଜ୍ୟସରକାର ଯୋଗାଇବେ ୪ ଡେସିମିଲ ଜମି। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ
Read More...

ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ

ମଧୁପାଟଣା: ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ। କଟକ ମଧୁପାଟଣା ଥାନା ନିକଟ ବ୍ରିଜ ତଳ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଓଭରଟେକ୍ ବେଳେ ଦୂତୀ ଚାନ୍ଦଙ୍କ କାରକୁ ଧକ୍କାଦେଲା ଟ୍ରକ୍। ଦୂତି ସୁରକ୍ଷିତ ଥିବାବେଳେ ତାଙ୍କ କାର୍‌ କ୍ଷତିଗ୍ରସ୍ତ ହୋଇଛି । ଥାନାରେ ଅଭିଯୋଗ ପରେ ମଧୁପାଟଣା
Read More...

ଏବେ ଏଟିଏମ୍‌ରୁ ଉଠାଇପାରିବେ ଇପିଏଫଓ ଟଙ୍କା

ନୂଆଦିଲ୍ଲୀ: ଇପିଏଫଓର ସଦସ୍ୟମାନେ ଆସନ୍ତାବର୍ଷଠାରୁ ସିଧାସଳଖ ଏଟିଏମରୁ ଜମା ହୋଇଥିବା କଷ୍ଟ ଉପାର୍ଜିତ ଟଙ୍କା କାଢିବାକୁ କରିବାକୁ ସକ୍ଷମ ହେବେ। କେନ୍ଦ୍ର ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ସଚିବ ସୁମିତା ଦୋରା ଏହି ଘୋଷଣା କରିଛନ୍ତି। ଏଥିପାଇଁ ଇପିଏଫଓର ଆଇଟି ସିଷ୍ଟମକୁ ନବୀକରଣ କରାଯାଉଛି।
Read More...

ଅଲ୍ଲୁ ଅର୍ଜୁନ ଗିରଫ

ହାଇଦ୍ରାବାଦ: ସୁପର୍‌ଷ୍ଟାର୍ ଅଲ୍ଲୁ ଅର୍ଜୁନ ଗିରଫ । ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏହି ଦଳଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ
Read More...

ରାଷ୍ଟ୍ରପତିଙ୍କ ପାଇଁ ସାନ୍ତାଳୀ ଭାଷାରେ ସମାଚାର ପ୍ରସାରଣ କଲା ଦୂରଦର୍ଶନ

ଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଅନୁରୋଧ ରକ୍ଷା କରି ପ୍ରଥମ ଥର ପାଇଁ ସାନ୍ତାଳୀ ଭାଷାରେ ସମାଚାର ପ୍ରସାରଣ କଲା ଦୂରଦର୍ଶନ। ଡିଡି ଓଡିଆ ବା ଦୂରଦର୍ଶନ ଟେଲିଭିଜନ ଚ୍ୟାନେଲରେ ପ୍ରଥମ ଥର ପାଇଁ ଗୁରୁବାର ସାନ୍ତାଳୀ ଭାଷାରେ ସମାଚାର ସମ୍ପାଦାନ କରିଛି। ସମାଚାର ପ୍ରସାରିତ ହେବା ପରେ ଏହାକୁ ନେଇ
Read More...

ଆରବିଆଇକୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କକୁ ବୋମା ଧମକ ମିଳିଛି। ଗୁରୁବାର ଅପରାହ୍ନରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସିଆଲ ୱେବସାଇଟରେ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏହି ଇମେଲ ରୁଷୀୟ ଭାଷାରେ ପଠାଯାଇଥିଲା। ଏହି ମାମଲାରେ ମାତା ରମାବାଇ ମାର୍ଗ (MRA Marg) ପୋଲିସ ଷ୍ଟେଶନରେ ଅଜ୍ଞାତ
Read More...

ଚେସ୍ ଇତିହାସରେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ଗୁକେଶ ଡି

ନ୍ୟୁଜ୍ ବ୍ୟୁରୋ: ଚେସ୍ ଇତିହାସରେ ସର୍ବକନିଷ୍ଠ ବିଶ୍ୱ ଚାମ୍ପିୟନ ଭାବେ ଇତିହାସ ସୃଷ୍ଟି କଲେ ଭାରତର ଗୁକେଶ ଡି। ଭାରତୀୟ ତାରକା ଗୁକେଶ ଅନ୍ତିମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଡିଙ୍ଗ ଲିରେନଙ୍କୁ ପରାସ୍ତ କରି ଟାଇଟଲ ଜିତିଛନ୍ତି। ବିଶ୍ୱନାଥନ ଆନନ୍ଦଙ୍କ ପରେ ଗୁକେଶ ଦ୍ୱିତୀୟ ଭାରତୀୟ
Read More...

ବିଜେଡି ଇତିହାସ ଶେଷ ହୋଇଯାଇଛି: ହିମନ୍ତ ବିଶ୍ବଶର୍ମା

ପୁରୀ: ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା। ସରକାର ଆଜିର ଦିନରେ ଠିକ୍ ୬ ମାସ ପୂରଣ କରିଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେବାର ସୌଭାଗ୍ୟ ମିଳିଛି ବୋଲି ସେ କହିଛନ୍ତି। ଏହା ସହିତ ସେ ବିଜେଡିକୁ କଡା ସମାଲୋଚନା ମଧ୍ୟ
Read More...

ବଢିବ ଗୃହରକ୍ଷୀଙ୍କ ପଦବୀ ସଂଖ୍ୟା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୋଲିସର କାର୍ଯ୍ୟ ଦକ୍ଷତାକୁ ଆହୁରି ବଢାଇବା ପାଇଁ ଆଜି ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ବଢିବ ଗୃହରକ୍ଷୀଙ୍କ ପଦବୀ ସଂଖ୍ୟା। ରାଜ୍ୟ ସରକାରରେ କାମ କରୁଥିବା ଗୃହରକ୍ଷୀଙ୍କ ପଦବୀ ସଂଖ୍ୟା ୫ ଜହାରକୁ ବୃଦ୍ଧି କରାଯିବ। ପୁର୍ବରୁ ଏହି ସଂଖ୍ୟା
Read More...