Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
TOP STORIES
ମହିଳାଙ୍କୁ ତଣ୍ଟି କାଟି ହତ୍ୟା
ନୟାଗଡ଼: ନୟାଗଡ଼ ଜିଲା ବାଣିଗୋଚ୍ଛା ଥାନା ଗଙ୍ଗାଡିହ ଗାଁ ରାସ୍ତାକଡ଼ରୁ ଗୁରୁବାର ତଣ୍ଟିକଟା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି। କେହି ମହିଳାଙ୍କୁ ହତ୍ୟା କରି ପରବର୍ତ୍ତୀ ସମୟରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ!-->…
Read More...
Read More...
ଗର୍ଭବତୀଙ୍କୁ ଗୁଳି କରି ହତ୍ୟା
ସୁନ୍ଦରଗଡ: ସୀମା ଟପିଲା ବର୍ବରତା। ଲୁଟ୍ କରିବାକୁ ଆସି ଗର୍ଭବତୀଙ୍କୁ ମାରିଦେଲେ ଦୁର୍ବୃତ୍ତ। ସୁନ୍ଦରଗଡ ଜିଲା ବଣାଇର ଟିକାୟତପାଲି ଥାନା ଝିର୍ଡାପାଲିରେ ଘଟିଯାଇଛି ଅଭାବନୀୟ ଘଟଣା। ସେଠାରେ ଜଣେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ!-->…
Read More...
Read More...
ଏନ୍କାଉଣ୍ଟରରେ ୧୨ ମାଓବାଦୀ ନିହତ
ଛତିଶଗଡ: ଛତିଶଗଡର ଦାନ୍ତେୱାଡା ଜିଲା ସୀମାରେ ମାଓବାଦୀ ଏବଂ ପୋଲିସ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନ୍କାଉଣ୍ଟରରେ ପୁଲିସକୁ ବଡ଼ ସଫଳତା ମିଳିଛି । ନକ୍ସଲ ପ୍ରଭାବିତ ଅଞ୍ଚଳ ନାରାୟଣପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ସହ ଗୁଳି ବିନିମୟରେ ଏପର୍ଯ୍ୟନ୍ତଏନ୍କାଉଣ୍ଟରରେ ଜଣ ମାଓବାଦୀ ପ୍ରାଣ!-->…
Read More...
Read More...
‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍କୁ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ
ନୂଆଦିଲ୍ଲୀ: ‘ଗୋଟିଏ ଦେଶ,ଗୋଟିଏ ନିର୍ବାଚନ’ ବିଲ୍କୁ ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ମଞ୍ଜୁରୀ ମିଳିଛି। ଏହି ବିଲ୍ ଆସନ୍ତା ସପ୍ତାହରେ ସଂସଦରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ବୁଧବାର କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଏକ କାର୍ଯ୍ୟକ୍ରମରେ ‘ଗୋଟିଏ!-->…
Read More...
Read More...
ଦେଶରେ ଶ୍ରେଷ୍ଠ ବ୍ଲକ ଭାବେ ଛତ୍ରପୁର ପୁରସ୍କୃତ
ନୂଆଦିଲ୍ଲୀ: କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ୪୫ଟି ପଞ୍ଚାୟତିରାଜ ସଂସ୍ଥାକୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରିଛନ୍ତି।!-->…
Read More...
Read More...
ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ଭାବେ କୋରାପୁଟ ପୁରସ୍କୃତ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର – ୨୦୨୪ ପ୍ରଦାନ କରିଛନ୍ତି। ଏଥିରେ ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ!-->…
Read More...
Read More...
ଓଡିଶାରେ ୨୭ଟି ଉତ୍ପାଦକୁ ମିଳିଛି ଜିଆଇ ମାନ୍ୟତା
ଭୁବନେଶ୍ବର: ଓଡିଶାରେ ୨୭ଟି ଉତ୍ପାଦ ଓ ସାମଗ୍ରୀକୁ ମିଳିଛି ଜିଆଇ ମାନ୍ୟତା। ଓଡ଼ିଶାର କେଉଁ କେଉଁ ଜିଲ୍ଲାର କେଉଁ ଉତ୍ପାଦିତ ସାମଗ୍ରୀକୁ ଭୌଗଳିକ ସୂଚକାଙ୍କ ମାନ୍ୟତା ମିଳିଛି ଏନେଇ ବୁଧବାର ପ୍ରଶ୍ନ କରିଛନ୍ତି ତାରା ପ୍ରସାଦ ବାହିନୀପତି। ତାଙ୍କ ପ୍ରଶ୍ନରେ ଜବାବ ରଖି ଅଣୁ, କ୍ଷୁଦ୍ର ଓ!-->…
Read More...
Read More...
ଏସସିବିରେ ଚାକିରି ଦେବା ଘଟଣାରେ ଆଉ ୨ ଗିରଫ
କଟକ: କଟକ ବଡ ମେଡିକାଲରେ ଚାକିରି ବିକ୍ରି ପ୍ରସଙ୍ଗରେ ଏବେ ଆଉ ଦୁଇ ଜଣ ଅଭିଯୁକ୍ତିଙ୍କୁ ବାନ୍ଧିଛି ପୋଲିସ୍। ପୂର୍ବରୁ ୨ ଜଣ ଅଭିଯୁକ୍ତିଙ୍କୁ ଗିରଫ କରାଯାଇଥିବା ବେଳେ ଏବେ ପୁଣି ଆଉ ଦୁଇ ଜଣ ଅଭିଯୁକ୍ତଙ୍କୁ ଧରିଛି ମଙ୍ଗଳାବାଗ ପୋଲିସ୍ । ଏଥିସହିତ ସହିତ ଗିରଫଦାରୀ ୪କୁ ପହଞ୍ଚିଛି।ତେବେ!-->…
Read More...
Read More...
ତାରିଣୀ ପୀଠରେ ଅଗ୍ନିକାଣ୍ଡ ଘଟି ଜଳିଗଲା ୧୪ ଭୋଗ ଦୋକାନ
ଘଟଗାଁ: ଭୋଗ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ। ଘଟଗାଁ ତାରିଣୀ ପୀଠରେ ଅଘଟଣ, ନିଆଁଲାଗି ଜଳିଗଲା ୧୪ ଭୋଗ ଦୋକାନ। କେନ୍ଦୁଝର ଜିଲ୍ଲା ଘଟଗାଁ ମା ତାରିଣୀ ମନ୍ଦିର ୨ନଂ ଗେଟ୍ ନିକଟରେ ଗତକାଲି ବିଳମ୍ବିତ ରାତ୍ରିରେ ୧୪ଟି ଭୋଗ ସାମଗ୍ରୀ ଦୋକାନରେ ହଠାତ୍ ନିଆଁ ଲାଗି ୨୦ରୁ ୩୦ଲକ୍ଷରୁ ଉର୍ଦ୍ଧ!-->…
Read More...
Read More...
ଡିସେମ୍ବର ୩୧ରେ ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ
ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଡିସେମ୍ବର ୩୧ରେ ଏସ୍ସି,ଏସ୍ଟି ଛାତ୍ରୀଛାତ୍ରଙ୍କୁ ମିଳିବ ମାଧୋସିଂ ହାତ ଖର୍ଚ୍ଚ। ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ!-->…
Read More...
Read More...