ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
Browsing Category

TOP STORIES

ବିପୁଳ ପରିମାଣରେ ବଜ୍ରକାପ୍ତା କାତି ଜବତ

ଖଡ଼ିଆଳ: ଖଡ଼ିଆଳ ବନ ବିଭାଗକୁ ମିଳିଛି ବଡ ସଫଳତା। ୧ କେଜିରୁ ଉର୍ଦ୍ଧ୍ବ ଓଜନର ବଜ୍ରକାପ୍ତା କାତି ଜବତ। ବଜ୍ରକାପ୍ତା କାତି ସହ ତିନି ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ୧ କେଜି ୮୦୦ଗ୍ରାମର ପ୍ରାୟ ୩୫୦ଗୋଟି କାତି ଉଦ୍ଧାର କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଖଡ଼ିଆଳ ବ୍ଲକ…
Read More...

ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଏଆରଆଇ

ବୋରିଗୁମ୍ମା: ଭିଜିଲାନ୍ସ ଜାଲରେ ଏଆରଆଇ ବାବୁ। କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଆସିଷ୍ଟାଣ୍ଟ ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି। ବର୍ତ୍ତମାନ ସେ ଆରଆଇ ପୋଷ୍ଟରେ ଇନଚାର୍ଜ ଅଛନ୍ତି। …
Read More...

ବିଲରେ ଧାନ ଗଜା ଦେଖି ହୃଦଘାତରେ ଚାଷୀ ମୃତ

ଡେରାବିଶ: ଅଦିନିଆ ବର୍ଷା ସବୁ ଛାରଖାର କରିଦେଲା। ପାଣିରେ ଉବୁଟୁବୁ ହେଲା ବର୍ଷକର ପରିଶ୍ରମ। ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି। ଚାଷ ବିଲ ଦେଖି ଜଣେ ଚାଷୀଙ୍କ ଜୀବନ ଚାଲିଥିବା ଅଭିଯୋଗ ହୋଇଛି। ଏଭଳି ଏକ…
Read More...

ଆସନ୍ତା ବର୍ଷ ହେବ କଲେଜ ନିର୍ବାଚନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ଆସନ୍ତା ଶିକ୍ଷାବର୍ଷରେ ଆୟୋଜିତ ହେବ କଲେଜ ନିର୍ବାଚନ। ଆଜି ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଏପରି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ। ତେବେ କହିରଖୁଛୁ,…
Read More...

‘ପୁଷ୍ପା ୨’ ଦଳାଚକଟା ଘଟଣାରେ ମୃତ ମହିଳାଙ୍କ ପରିବାରକୁ ୨ କୋଟି ଦେବେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ହାଇଦ୍ରାବାଦର ସନ୍ଧ୍ୟା ହଲ ନିକଟରେ ପୁଷ୍ପା-୨ ସ୍କ୍ରିନିଂ ବେଳେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବେ ଅଭିନେତା ଅଲ୍ଲୁ ଅର୍ଜୁନ ଏବଂ ଚଳଚ୍ଚିତ୍ରର ପ୍ରଡକ୍ସନ ଟିମ। ଅଲ୍ଲୁଙ୍କୁ ବାପା ଅଲ୍ଲୁ ଅରବିନ୍ଦ…
Read More...

ପତ୍ନୀକୁ ହତ୍ୟା ପରେ ନିଜ ବେକ କାଟିଲା ସ୍ୱାମୀ

କଟକ: କଟକରେ ଚାଞ୍ଚଲ୍ୟ। ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ ଥାନା ସିଦ୍ଧେଶ୍ବରସାହିରେ। ମୃତ ବ୍ୟକ୍ତି କଟକସ୍ଥିତ ସାଇବର ପୋଲିସ ଷ୍ଟେସନରେ ଜଣେ କନଷ୍ଟେବଳ ଥିଲେ। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ…
Read More...

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପୂର୍ବତନ ରାଜ୍ୟପାଳ

ପୁରୀ: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ସେବା କରିବାର ସୁଯୋଗ ମିଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏହା ପରେ ଦଳ ମୋତେ ଯେଉଁ ଦାୟିତ୍ୱ ଦେବ…
Read More...

କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ

କଳାହାଣ୍ଡି: ପରଲୋକରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ। ଆଜି ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି। ବିଶ୍ୱବିଦ୍ୟାଳୟ ଇନ୍‌ଚାର୍ଜ ଭିସି ନିବେଦିତା ନାଥ ଏହି ସୂଚନା…
Read More...

ଚୋରି ସନ୍ଦେହରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ଏସଆଇ ସସ୍‌ପେଣ୍ଡ

ବାଲେଶ୍ବର: ଲୁଗା ଦୋକାନରୁ ଚୋରି ଅଭିଯୋଗରେ ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣାରେ ଅଭିଯୁକ୍ତ ବାପା ଓ ପୁଅ ଗିରଫ। ଏହି ଘଟଣାରେ ଦାୟିତ୍ବରେ ଅବହେଳା ପାଇଁ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ସିଂଲା ଥାନା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି…
Read More...

ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲା ଡାବର

ନୂଆଦିଲ୍ଲୀ; ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛି ଡାବର। କମ୍ପାନୀ କହିଛି ଯେ, ପତଞ୍ଜଳି ନିଜ ବିଜ୍ଞାପନରେ ତାଙ୍କ ଚ୍ୟବନପ୍ରାଶକୁ ବଦନାମ କରୁଛି। ମଙ୍ଗଳବାର ଜଷ୍ଟିସ ମିନି ପୁଷ୍କର୍ଣ୍ଣାଙ୍କ ଖଣ୍ଡପୀଠରେ ଏହି ମାମଲାର ଶୁଣାଣି ହୋଇଛି। ଅଦାଲତ ପତଞ୍ଜଳିକୁ ନୋଟିସ୍ ଜାରି…
Read More...