Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କ୍ରସ୍ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category
TOP STORIES
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି କ୍ୟାବିନେଟ ବୈଠକ। ବୈଠକରେ ୫ଟି ବିଭାଗର ୬ଟି ପ୍ରସ୍ତାବରେ ବାଜିଛି ମୋହର। ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା, ମୁଖ୍ୟମନ୍ତ୍ରୀ ବୟନ ଶିଳ୍ପ ବିକାଶ ଯୋଜନାକୁ ମିଳିଛି ମନ୍ତ୍ରୀ ମଣ୍ଡଳର ମୋହର।!-->…
Read More...
Read More...
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାଜପୁର: ଏବେ କୌଣସି ବିଡିଓ ଏବଂ ତହସିଲଦାର ଛୁଟି ଦରଖାସ୍ତ ଦାଖଲ ନକରି ବିନା ଅନୁମତିରେ ଅନୁପସ୍ଥିତ ରହିପାରିବେ ନାହିଁ। ଯଦି କେହି ବିନା ଅନୁମତିରେ ଛୁଟିରେ ରୁହନ୍ତି ତେବେ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର କଡ଼ା ନିର୍ଦ୍ଦେଶ!-->…
Read More...
Read More...
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ନୂଆଦିଲ୍ଲୀ: ଇଣ୍ଡିଗୋର ବିମାନ ଉଡାଣ ଧୀରେ ଧୀରେ ସ୍ୱାଭାବିକ ହେଉଛି। ଗୋଟିଏ ଦିନ ପୂର୍ବରୁ ବିମାନ କମ୍ପାନୀ କେବଳ ଦିଲ୍ଲୀରୁ ୧୦୦୦ ରୁ ଅଧିକ ବିମାନ ବାତିଲ କରିଥିଲା। ବିମାନବନ୍ଦର ଅଧିକାରୀଙ୍କ କହିଛନ୍ତି ଯେ ପରିସ୍ଥିତି ଏବେ ସୁଧୁରୁଛି। ତେବେ ଯାତ୍ରୀମାନଙ୍କୁ ଘରୁ ବାହାରିବା ପୂର୍ବରୁ!-->…
Read More...
Read More...
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
ବାଲେଶ୍ବର: ବାଲେଶ୍ବରର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଶନିବାର ସକାଳେ ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟି ହାଉସକିପିଂ ୟୁନିଟ୍ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଅଗ୍ନିକାଣ୍ଡରେ କୌଣସି ଜନଜୀବନ କ୍ଷତିଗ୍ରସ୍ତ ହୋଇନଥିଲେ ମଧ୍ୟ ରୋଗୀ, ଆଟେଣ୍ଡାଣ୍ଟ ଏବଂ ହସ୍ପିଟାଲ!-->…
Read More...
Read More...
ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭!-->!-->!-->…
Read More...
Read More...
ଆରବିଆଇ କମାଇଲା ରେପୋ ରେଟ ; କମିବ ଇଏମଆଇ
ନ୍ୟୁଜ୍ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ମୁଦ୍ରା ନୀତି ବୈଠକରେ ଏକ ବଡ଼ ନିଷ୍ପତ୍ତି ନେଇଛି। ରେପୋ ହାରକୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରିଛି। ରେପୋ ହାର ବର୍ତ୍ତମାନ ୫.୫୦%ରୁ ୫.୨୫% କୁ ହ୍ରାସ କରାଯାଇଛି।
ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ରେପୋ ହାର!-->!-->!-->…
Read More...
Read More...
ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି : ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ। ଖାଲି ପଡିଛି ୧୪୩୦ ପଦବୀ। ଏଥିରୁ ୨୬୧ ପ୍ରାଧ୍ୟାପକ, ୪୫୯ ସହଯୋଗୀ ପ୍ରାଧ୍ୟାପକ ଓ ୭୧୦ ସହକାରୀ ପ୍ରାଧ୍ୟାପକ ପଦବୀ ଖାଲି ପଡିଛି। ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ।
!-->!-->!-->…
Read More...
Read More...
ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ
ବୁର୍ଲା: ବୁର୍ଲାର ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ (ଭିସୁଟ)ର ଜଣେ ଶେଷ ବର୍ଷର ବିଟେକ୍ ଛାତ୍ରଙ୍କୁ ଗିରଫ କରାଯାଇଛି। ସେ ଜଣେ ମହିଳା ସହପାଠୀଙ୍କୁ ଶାରୀରିକ ଆକ୍ରମଣ କରିବା ଅଭିଯୋଗ ରେ ପୋଲିସ ଗିରଫ କରିଛି।
ବୁର୍ଲା ଥାନାରେ ଦାଖଲ ହୋଇଥିବା ଅଭିଯୋଗ ଅନୁଯାୟୀ,!-->!-->!-->…
Read More...
Read More...
ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
କେନ୍ଦୁଝର: କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର ଜିଲ୍ଲା ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଅଣ ତାରକା!-->…
Read More...
Read More...
ଲାଞ୍ଚ ନେଇ ଧରାପଡ଼ିଲେ ଫରେଷ୍ଟର
ଝାରସୁଗୁଡା: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଫରେଷ୍ଟର । ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ!-->…
Read More...
Read More...