Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category
TOP STORIES
ରଥ ଉପରେ ସମ୍ପନ୍ନ ହେଲା ଅଧରପଣା ନୀତି
ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ଏହି ବିରଳ ନୀତିକୁ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଆସନ୍ତାକାଲି ନୀଳାଦ୍ରି ବିଜେ ନୀତି!-->…
Read More...
Read More...
ଜ୍ୟୋତିର୍ମୟୀ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ଭୁବନେଶ୍ବର: ଓଡ଼ିଶା ପାଇଁ ଆସିଛି ଏକ ଗର୍ବର ମୁହୂର୍ତ୍ତ। ରାଜ୍ୟର ପ୍ରତିଭାବାନ ଗାୟିକା ଜ୍ୟୋତିର୍ମୟୀ ନାୟକ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ର ବିଜେତା ହୋଇଛନ୍ତି। ମାସ ମାସ ଧରି ଚାଲିଥିବା ସଙ୍ଗୀତ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ସେ ବିଜୟୀ ହୋଇ ଟ୍ରଫି ସହ ୨୦ ଲକ୍ଷ ଟଙ୍କାର ପୁରସ୍କାର!-->…
Read More...
Read More...
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରତିଯୋଗିତାମୂଳକ ପରୀକ୍ଷାର ବିଶ୍ୱସନୀୟତା, ସ୍ୱଚ୍ଛତା ଏବଂ ଦକ୍ଷତା ବୃଦ୍ଧି ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ବାର୍ତ୍ତାରେ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ଲକ୍ଷ୍ୟରେ ଏକ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ ଗଠନ!-->…
Read More...
Read More...
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ନୂଆଦିଲ୍ଲୀ: ସରକାରଙ୍କ ସହ ତିନି ପର୍ଯ୍ୟାୟ ଆଲୋଚନା ପରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନକୁ ତୁରନ୍ତ ପ୍ରଭାବରୁ ପ୍ରତ୍ୟାହାର କରାଯାଇଛି। ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରାଯାଇଛି। ସିଜେପିର ଜାତୀୟ ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି, ସଂଗଠନର ତିନୋଟି ପ୍ରମୁଖ!-->…
Read More...
Read More...
ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ଜଗତସିଂହପୁର: ଲଘୁଚାପଜନିତ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଜିଲ୍ଲାରେ ଲଗାଣ!-->…
Read More...
Read More...
ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା–ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ମାଧପୁର କଲୋନୀ ସାହି ଢାବା ନିକଟରେ ଆଜି ସକାଳେ ଏକ କାର ଓ ତେଲ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କାର ଚାଳକଙ୍କ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି।ସୂଚନା!-->…
Read More...
Read More...
ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ଦିଆଯାଇଛି। ଖାଦ୍ୟ, ସାଧାରଣ ବଣ୍ଟନ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ପ୍ରହ୍ଲାଦ ଯୋଶୀ ଆଜି ନୂତନ ଦାୟିତ୍ୱ ଗ୍ରହଣ!-->…
Read More...
Read More...
ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ
ପୁରୀ: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ, ତିନି ରଥ ଉପରେ ଚତୁର୍ଦ୍ଧାବିଗ୍ରହଙ୍କୁ ମହଣ ମହଣ ସୁନା ଅଳଙ୍କାରରେ ସଜାଯାଇଛି।
ଏହି ଦୁର୍ଲଭ ସୁନାବେଶରେ!-->!-->!-->…
Read More...
Read More...
ବାଇକ୍ରୁ ଖସିପଡ଼ି ମହିଳାଙ୍କ ମୃତ୍ୟୁ
ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ ଦର୍ଶନ ପାଇଁ ପୁରୀ ଯାଉଥିବା ବେଳେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଶନିବାର ଅପରାହ୍ନ ପ୍ରାୟ ୫ଟା ସମୟରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ତେଇସିପୁର ବଜାର ନିକଟରେ ଏହି ଦୁର୍ଘଟଣା ଘଟିଥିଲା।
ସୂଚନା ଅନୁଯାୟୀ,!-->!-->!-->…
Read More...
Read More...
ଓଡ଼ିଶୀ ନୃତ୍ୟଗୁରୁ ସସ୍ମିତା ପଣ୍ଡାଙ୍କ ସହ ୩ ମୃତ
ଗୁଣପୁର: ରାୟଗଡ଼ା ଜିଲ୍ଲାର ଗୁଣପୁର ସହର ସ୍ଥିତ ଶେଫାଳୀ ପାହାଡ଼ ରାସ୍ତାରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଗୁରୁ ତଥା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ସସ୍ମିତା ପଣ୍ଡାଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ ସମଗ୍ର ରାୟଗଡ଼ା ଜିଲ୍ଲା ଓ!-->…
Read More...
Read More...