ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

TOP STORIES

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନବିସ୍

ମୁମ୍ବାଇ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡନବିସ୍। ଏହାସହ ସେ ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ମୁମ୍ବାଇ ଆଜାଦ ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହାସହ ଶିବସେନା
Read More...

ବିଦ୍ୟୁତ କମ୍ପାନୀ ଉପରେ ୬,୫୮୭ କୋଟି ଟଙ୍କା ବାକି

ଭୁବନେଶ୍ବର: ଆଜି ବିଧାନସଭାରେ ରାଜ୍ୟର ୪ଟି ବିଦ୍ୟୁତ୍ ବିତରଣ କମ୍ପାନୀ ଉପରେ ଓଡ଼ିଶା ସରକାରଙ୍କ ୬ ହଜାର ୫୮୭ କୋଟି ଟଙ୍କା ବକେୟା ରହିଥିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ବିଭାଗର ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଶକ୍ତି ବିଭାଗର ମନ୍ତ୍ରୀ ଭାବେ ସିଂ ଦେଓ
Read More...

ଭୂମିକମ୍ପରେ ଥରିଲା ମାଲକାନଗିରି

ମାଲକାନଗିରି: ଭୂମିକମ୍ପରେ ଥରିଲା ମାଲକାନଗିରି। ମାଲକାନଗିରି ଓ କୋରାପୁଟରେ ମୃଦୁ ଭୂମିକମ୍ପ ଅନୁଭୂତ। ଆଜି ସକାଳ ୭ଟା ୨୮ରେ ଭୂମିକମ୍ପ ଅନୁଭୂତ ହୋଇଛି। କୋରାପୁଟର ଦାମନଯୋଡି, ଛତିଶଗଡ ସୁକୁମା ଓ ବିଜାପୁରରେ ଏବଂ ତେଲେଙ୍ଗାନାରେ ବି ଭୂମିକମ୍ପ ଅନୁଭୂତ ହୋଇଛି। ମାତ୍ର ଦୁଇ ସେକେଣ୍ଡ ପାଇଁ
Read More...

ପରାକ୍ରମ ଦେଖାଇଲା ଭାରତୀୟ ନୌସେନା

ଡେମୋର ଉଦ୍‌ଘାଟନ କଲେ ରାଷ୍ଟ୍ରପତିପୁରୀ: ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ବୁଧବାର ନୌସେନା ତା’ର ପରାକ୍ରମ ଦେଖାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ଡେମୋର ଉଦ୍‌ଘାଟନ କରିଛନ୍ତି। ରାଷ୍ଟ୍ରପତି ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା।
Read More...

ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କୁ ଗୁଳିମାଡ଼

ପଞ୍ଜାବ: ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ଅଳ୍ପକେ ବର୍ତ୍ତିଲେ ସୁଖବୀର ସିଂ ବାଦଲ। ତେବେ ଶ୍ରୀ ବାଦଲ ସୁରକ୍ଷିତ ଅଛନ୍ତି। ତାଙ୍କର କିଛି ହୋଇନାହିଁ। କୁହାଯାଉଛି ଯେ ଜଣେ ବ୍ୟକ୍ତି
Read More...

ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଜୟପୁର: ଗିରଫ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଭିଜିଲାନ୍ସ ଅଧିକାରୀମାନେ ଆଜି ବିଶ୍ୱନାଥଙ୍କୁ ଗିରଫ କରିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ।
Read More...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍

ମହାରାଷ୍ଟ୍ର: ସିଏମ ସସପେନ୍ସରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ମୁଖ୍ୟମନ୍ତ୍ରୀ ପଦ ଦୌଡ଼କୁ ନେଇ ସମସ୍ତ ସନ୍ଦେହ ଓ ଅଶାନ୍ତି ପରେ ଭାଜପା ଶେଷରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍। ବିଜେପି କୋର୍ କମିଟି ବୈଠକ​‌ରେ
Read More...

ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି

ନୂଆଦିଲ୍ଲୀ: ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ମଙ୍ଗଳବାର ଲୋକ ସଭାରେ ବ୍ୟାଙ୍କିଂ ଆଇନ୍‌ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହି ବିଲ୍‌ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ
Read More...

ବିଧାନସଭାରେ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ଦାବି

ଭୁବନେଶ୍ବର: କିଛିମାସର ବ୍ୟବଧାନ ପରେ ପୁଣି ନିଜ ଦରମା ବୃଦ୍ଧି ଦାବି କଲେ ସବୁ ଦଳର ବିଧାୟକ। ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ତଥା ସ୍ୱାସ୍ଥ୍ୟସେବା ଖର୍ଚ୍ଚକୁ ଦୃଷ୍ଟିରେ ରଖି ଓଡିଶା ବିଧାନସଭାର ସଦସ୍ୟମାନେ ପୂର୍ବତନ ବିଧାୟକଙ୍କ ଦରମା ଏବଂପେନସନ ବୃଦ୍ଧି କରିବାକୁ ଦାବି କରାଯାଇଛି।
Read More...

ନୌସେନା ଦିବସ ପାଇଁ ପୁରୀର ସମସ୍ତ ସ୍କୁଲ୍ ଛୁଟି

ପୁରୀ: ଆସନ୍ତାକାଲି ଅର୍ଥାତ୍‌ ୪ ତାରିଖରେ ପୁରୀ ବେଳାଭୂମୀରେ ନୌସେନା ଦିବସ ପାଳନ ହେବ। ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏହି ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏହାକୁ ନଜରରେ ରଖି ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ
Read More...