Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାତ୍ୟା ଆଶଙ୍କା: ମାଲକାନଗିରିରେ ୧୯ ଓ ୨୦ରେ ସ୍କୁଲ୍, କଲେଜ ଛୁଟି
ଆଇପିଏଲ୍ରୁ ସନ୍ନ୍ୟାସ ନେଲେ ଧୋନି
ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓଏଫଡିସି ଅଧ୍ୟକ୍ଷ ଦାୟିତ୍ୱ
ଦିଲ୍ଲୀରେ ପୁରୁଣା କୋଠାର ଛାତ ଭୁଶୁଡ଼ି ୨ ମୃତ, ୪ ଆହତ
ସରକାରୀ କର୍ମଚାରୀଙ୍କ ୩% ବଢ଼ିଲା ମହଙ୍ଗା ଭତ୍ତା, ଏବେ ମିଳିବ ୬୩%
ଶୀତ ଅଧିବେଶନ ପାଇଁ କଡ଼ା ସୁରକ୍ଷା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ
Browsing Category
TOP STORIES
ଧାନ କାଟୁଥିବା ବେଳେ ବିଦ୍ୟୁତ ତାର ଲାଗି ଜୀଅନ୍ତା ଜଳିଗଲେ ଚାଷୀ
ଚାନ୍ଦବାଲି: ଚାନ୍ଦବାଲି ନରସିଂହପୁର ବାଲିଗାଁ ୧୨ ନମ୍ବର ୱାର୍ଡ ଅଞ୍ଚଳରେ ଶୁକ୍ରବାର ଏକ ଅଘଟଣ ଘଟିଛି। ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବିଲ ମଝିରେ ଜଳିଗଲେ ଚାଷୀ। ଧାନ କାଟୁ ଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ଚାଷୀଙ୍କ ମୃତ୍ୟୁ ଘଟିଛି । ମୃତ ଚାଷୀ ଜଣଙ୍କ!-->…
Read More...
Read More...
ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଗିରଫ ହେଲେ ବୋରିଗୁମ୍ମା ଏଆରଆଇ
ବୋରିଗୁମ୍ମା: ଗିରଫ ହେଲେ ବୋରିଗୁମ୍ମା ତହସିଲ ଏଆରଆଇ ସୁରେନ୍ଦ୍ର କୁମାର ତନ୍ତି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ କରିବା ଅଭିଯୋଗରେ ସୁରେନ୍ଦ୍ର କୁମାର ତନ୍ତିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତ ଗୁରୁବାର ସକାଳୁ ଭିଜିଲାନ୍ସ ଟିମ୍ ତାଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୮ଟି ସ୍ଥାନରେ ଚଢ଼ାଉ!-->…
Read More...
Read More...
ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା। ବର୍ତ୍ତମାନ ସେ ୨୦୨୬ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ସେ ଏହି ପଦବୀରେ କାର୍ଯ୍ୟ!-->…
Read More...
Read More...
ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ ହଠାତ୍ ସଜ୍ଞାହୀନ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସର ଏମର୍ଜେନ୍ସି ବିଭାଗରେ ଭର୍ତ୍ତି!-->…
Read More...
Read More...
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ଆଜି ସନ୍ଧ୍ୟାରେ ଅଚାନକ ମନମୋହନ ସିଂହଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସକୁ!-->…
Read More...
Read More...
ବିଜେଡି ମୁଖପାତ୍ର ଈପ୍ସିତା ସାହୁଙ୍କୁ ଶକ୍ତ ଚାପୁଡା ମାରିଲେ ମହିଳା ନେତ୍ରୀ
ଭୁବନେଶ୍ବର: ବିଜେଡି ଯୁବନେତ୍ରୀ ଈପ୍ସିତା ସାହୁଙ୍କୁ ଶକ୍ତ ଚାପୁଡା ମାରିଲେ ଆଉ ଜଣେ ମହିଳା ନେତ୍ରୀ। ବିଜେଡ଼ିର ପ୍ରତିଷ୍ଠା ଦିବସରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ସତ୍ତା ହରାଇଥିବା ବିଜେଡି କିପରି ପୁଣି ଥରେ ପୁନର୍ଗଠିତ ହେବ ତାକୁ ନେଇ ବିଜେଡି ସୁପ୍ରିମୋ ଆଜି ବାର୍ତ୍ତା ଦେଇଥିବା!-->…
Read More...
Read More...
ବିଦାୟ ନେଲେ ବିଦାୟୀ ରାଜ୍ୟପାଳ ରଘୁବର ଦାସ
ଭୁବନେଶ୍ବର: ଓଡିଶାରୁ ବିଧିବଦ୍ଧ ଭାବେ ବିଦାୟ ନେଇଛନ୍ତି ବିଦାୟୀ ରାଜ୍ୟପାଳ ରଘୁବର ଦାସ। ସେ ଆଜି ରାଜଭବନରୁ ତାଙ୍କ ଗୃହରାଜ୍ୟ ଝାଡଖଣ୍ଡ ଫେରି ଯାଇଛନ୍ତି। ରାଜଭବନ ଛାଡିବା ସମୟରେ ରଘୁବରଙ୍କୁ ଗାର୍ଡ-ଅଫ-ଅନର ପ୍ରଦାନ କରାଯାଇଥିଲା। ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି!-->…
Read More...
Read More...
ଇଂରାଜୀ ନବବର୍ଷର ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କଠାରେ ଲାଗି ହୋଇଛି। ଦେବାର୍ପଣ ପରେ ଗୁରୁବାର ଉଭୟ କ୍ୟାଲେଣ୍ଡରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚିତ!-->…
Read More...
Read More...
ଜିରୋ ନାଇଟ ସେଲିବ୍ରେସନ ବେଳେ ଡ୍ରଙ୍କ ଆଣ୍ଡ୍ ଡ୍ରାଇଭ ଉପରେ ରହିବ ନଜର
ଭୁବନେଶ୍ବର: ଟୁଇନ ସିଟିରେ ଜିରୋ ନାଇଟ ସେଲିବ୍ରେସନ ଓ ନୂଆବର୍ଷ ପାଇଁ ସୁରକ୍ଷା ବ୍ୟବସ୍ଥା ହେବ କଡାକଡି। ଚେକିଂ, ବ୍ଲକିଂ ସାଙ୍ଗକୁ ଜୋରଦାର ହେବ ନାକାବନ୍ଦୀ। ଏ ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଉତ୍ସାହ ଉଦ୍ଦୀପନା ସହ ଆସୁଛି ନୂଆବର୍ଷ। ଜିରୋ ନାଇଟ ସେଲିବ୍ରେସନ ପାଇଁ ଶେଷ!-->…
Read More...
Read More...
ବିପୁଳ ପରିମାଣରେ ବଜ୍ରକାପ୍ତା କାତି ଜବତ
ଖଡ଼ିଆଳ: ଖଡ଼ିଆଳ ବନ ବିଭାଗକୁ ମିଳିଛି ବଡ ସଫଳତା। ୧ କେଜିରୁ ଉର୍ଦ୍ଧ୍ବ ଓଜନର ବଜ୍ରକାପ୍ତା କାତି ଜବତ। ବଜ୍ରକାପ୍ତା କାତି ସହ ତିନି ଶିକାରୀ ଗିରଫ ହୋଇଛନ୍ତି। ସେମାନଙ୍କ ଠାରୁ ୧ କେଜି ୮୦୦ଗ୍ରାମର ପ୍ରାୟ ୩୫୦ଗୋଟି କାତି ଉଦ୍ଧାର କରାଯାଇଛି। ଗିରଫ ଅଭିଯୁକ୍ତ ମାନେ ହେଲେ ଖଡ଼ିଆଳ ବ୍ଲକ!-->…
Read More...
Read More...