Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍, ୧୨,୫୭୨ ଅଯୋଗ୍ୟ ଘୋଷିତ
Browsing Category
TOP STORIES
କାମାକ୍ଷାନଗର ଉପ-ଜିଲ୍ଲାପାଳ ଗିରଫ
କାମାକ୍ଷାନଗର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ। ଗତକାଲି ଏକାଧିକ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ବାବୁଙ୍କ କୋଠାର ତାଲିକା ଦେଖି ତାଜୁବ ହୋଇଯାଇଥିଲା ଭିଜିଲାନ୍ସ। ଭୁବନେଶ୍ବର ଠାରୁ!-->…
Read More...
Read More...
ବାୟୁ ପ୍ରଦୂଷଣ ପାଇଁ ଦିଲ୍ଲୀରେ ସ୍କୁଲ କଲେଜ ବନ୍ଦ
ନୂଆଦିଲ୍ଲୀ; ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନସିଆରରେ ଲୋକଙ୍କ ସମସ୍ୟା ବଢାଇ ଦେଇଛି। ସବୁଠାରୁ ବଡ ସମସ୍ୟା ହେଉଛି ନୋଏଡା, ଗାଜିଆବାଦ ଏବଂ ଗୁରୁଗ୍ରାମରେ। ଏଠାରେ ମଧ୍ୟ ମଙ୍ଗଳବାର (୧୯ ନଭେମ୍ବର ୨୦୨୪) ଅଧିକାଂଶ!-->…
Read More...
Read More...
ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଡିସେମ୍ବରରେ ପୁଣି ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡିସେମ୍ବର ୩ରୁ ୭ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବତ୍ତର୍ନ କରିବାର କାର୍ଯ୍ୟକ୍ରମ ରହିଛି। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର!-->…
Read More...
Read More...
କାନାଡ଼ାରେ ପଢ଼ା ହେବ ଓଡ଼ିଆ
ନୂଆଦିଲ୍ଲୀ: ଏବେ କାନାଡ଼ାରେ ପଢ଼ା ହେବ ଓଡ଼ିଆ। କାନାଡ଼ାରେ ଓଡ଼ିଆ ଭାଷାରେ ପାଠପଢ଼ିବେ ପ୍ରବାସୀଙ୍କ ପିଲା। ଟରୋଣ୍ଟୋ ଡିଷ୍ଟ୍ରିକ୍ଟ ସ୍କୁଲ ବୋର୍ଡ ପକ୍ଷରୁ ଓଡ଼ିଆ ଶିକ୍ଷା ପ୍ରଚଳନ ପାଇଁ ଅନୁମତି ମିଳିବା ପରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ପୂର୍ବରୁ ହିନ୍ଦୀ ଭଳି!-->…
Read More...
Read More...
ଆମ୍ବ ଟାକୁଆ ଜାଉ ଖାଇ ଆଉ ଜଣେ ମହିଳା ମୃତ
କଟକ: ଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ କନ୍ଧମାଳ ଜିଲା ମାଣ୍ଡିପଙ୍କାର ଜିତା ମାଝୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨ରେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରୁ କଟକ ଏସସିବି ମେଡ଼ିକାଲ!-->…
Read More...
Read More...
ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି
କଟକ: ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ଅର୍ଥାତ୍ ଆଜି ଫର୍ମ ପୂରଣର ଶେଷ ତାରିଖ ଥିବାବେଳେ ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଫର୍ମ ପୂରଣ ଅବଧିକୁ ବଢ଼ାଇଛି ବୋର୍ଡ। ସେହିପରି!-->…
Read More...
Read More...
ବାଲିଯାତ୍ରାରେ କଲେଜଛାତ୍ର ମୃତ୍ୟୁ ଘଟଣାରେ ପରିବାର ଲୋକଙ୍କୁ ମିଳିବ କ୍ଷତିପୂରଣ
କଟକ: ଐତିହାସିକ କଟକ ବାଲିଯାତ୍ରାରେ ଗତକାଲି ବିଦ୍ୟୁତ୍ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ(୧୮)। ରିଙ୍ଗ ରୋଡର ଦୁଇ ରାସ୍ତା ମଝିରେ ଥିବା ବାଡ଼ରେ ସଜାଯାଇଥିବା ଲିଚୁ ଲାଇଟ ତାର ସଂସ୍ପର୍ଶରେ!-->…
Read More...
Read More...
ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ ଗିରଫ
ମୁମ୍ବାଇ: ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲଙ୍କୁ ଆମେରିକାର କାଲିଫର୍ନିଆରେ ଗିରଫ କରାଯାଇଛି। ଗତ ମାସରେ ଭାରତ ସରକାର ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଥିଲେ।
ମୁମ୍ବାଇ ପୋଲିସର କ୍ରାଇମ ଶାଖା ଅନମୋଲଙ୍କ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ କରିବାର କିଛି ସପ୍ତାହ ପରେ ଏହି!-->!-->!-->…
Read More...
Read More...
ଲାଞ୍ଚ ନେଇ ବନ୍ଧା ହେଲେ ଇଷ୍ଟକୋଷ୍ଟ ରେଲୱେ ଡିଆରଏମ୍
ମୁମ୍ବାଇ: ଲାଞ୍ଚ ନେଇ ବନ୍ଧା ହେଲେ ଇଷ୍ଟକୋଷ୍ଟ ରେଲୱେ ଡିଆରଏମ୍। ୱାଲଟିୟର ଡିଭିଜନ୍ ଡିଆରଏମଙ୍କୁ ଗିରଫ କରିଛି ସିବିଆଇ। ୨୫ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଧରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା। ମୁମ୍ବାଇ ସ୍ଥିତ ଏକ ଘରୋଇ ଫାର୍ମ ମାଲିକଙ୍କଠାରୁ ଲାଞ୍ଚ ନେଉଥିଲେ। ଏହି ଘଟଣାରେ!-->…
Read More...
Read More...
ଡେପୁଟି ଜେନେରାଲ ମ୍ୟାନେଜର୍ଙ୍କ ଘରୁ ମିଳିଲା ଏକ କେଜିରୁ ଅଧିକ ସୁନା
ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୁବାଷଙ୍କ!-->…
Read More...
Read More...