Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍, ୧୨,୫୭୨ ଅଯୋଗ୍ୟ ଘୋଷିତ
Browsing Category
TOP STORIES
ରାଜଧାନୀରେ କଳ୍କୀ ବାବା
ବେକରେ ଫୁଲ ମାଳ, ପାଦ ତଳେ ତୁଳସୀଭୁବନେଶ୍ବର: ସୋସିଆଲ ମିଡିଆରେ ଜଣେ ନାବାଳକଙ୍କ ବେକରେ ଫୁଲମାଳ ଏବଂ ପାଦତଳେ ତୁଳସୀ ଥିବାର ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ନିଜକୁ କଳ୍କୀ ଅବତାର ଦର୍ଶାଇ ପାଦତଳେ ତୁଳସୀ ରଖୁଥିବାରୁ ବିବାଦ!-->…
Read More...
Read More...
କଟକ ବାଲିଯାତ୍ରାରୁ ବିପୁଳ ପରିମାଣର ବାସି ଖାଦ୍ୟ ନଷ୍ଟ କଲା ସିଏମସି
କଟକ: ଆରମ୍ଭ ହୋଇଯାଇଛି ଐତିହାସିକ ବାଲିଯାତ୍ରା ବାଲିଯାତ୍ରାର ମଜା ନେଉଛନ୍ତି ହଜାର ହଜାର ଲୋକେ। ଏହାର ସୁଯୋଗ ନେଇ ଲୋକଙ୍କୁ ଠକୁଛନ୍ତି ବ୍ୟବସାୟୀ। ବାଲିଯାତ୍ରା ପଡିଆରେ କଟକ ମହାନଗର ନିଗମ ଫୁଡ଼ ସ୍କ୍ବାର୍ଡର ଚଢାଉ। ସମସ୍ତ ଉପର ଏବଂ ତଳ ପଡିଆରେ ଥିବା ଫୁଡ୍ ଷ୍ଟଲରେ ଚଢାଉ କରି ବାସି ଖାଦ୍ୟ!-->…
Read More...
Read More...
ମହାପ୍ରଭୁଙ୍କ ଜମିକୁ ହଡପ ଉଦ୍ୟମ
ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି କରି ବିକ୍ରି କରାଯିବାକୁ ନେଇ ଥାନାରେ ଦିଆଗଲା ଏତଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାଁରେ ଥିବା ଜମିକୁ ଜାଲିଆତି କରି ବିକ୍ରି ହେଉଥିବା ଅଭିଯୋଗ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ବେଆଇନ ଭାବେ ଜବରଦଖଲ କରି ଲୋକଙ୍କୁ ପ୍ଲଟିଂ କରି ବିକ୍ରି!-->…
Read More...
Read More...
ଡମ୍ପିଂୟାର୍ଡରେ ଲକ୍ଷାଧିକ ଟଙ୍କାର ସ୍କୁଲ ୟୁନିଫର୍ମ ଓ ଜୋତା
ବୈପାରିଗୁଡା: କୋରାପୁଟ ଜିଲ୍ଲା ବୈପାରିଗୁଡାରୁ ୨ କିମି ଦୂର ଏକ ଡମ୍ପିଂୟାର୍ଡରେ ସ୍କୁଲ ଓ ଅଙ୍ଗନୱାଡ଼ି ପିଲାଙ୍କ ଲଧାଧିକ ଟଙ୍କାର ପୋଷାକ ପଡ଼ିଥିବା ଦେଖିଥିବା ଦେଖିବାକୁ ମିଳିଛି। ରାଜ୍ୟ ସରକାର ପିଲାମାନଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି। ସେମାନଙ୍କ!-->…
Read More...
Read More...
ଆତଙ୍କବାଦୀ ସଙ୍ଗଠନ ଲସ୍କରରୁ ଆର୍ବିଆଇକୁ ମିଳିଲା ଧମକ
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ)କୁ ଆସିଛି ଧମକପୂର୍ଣ୍ଣ କଲ୍। ବ୍ୟାଙ୍କର କଷ୍ଟମର କେୟାର ନମ୍ବରକୁ ଜଣେ ଫୋନ୍ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ଶନିବାର ସକାଳ ୧୦ଟାରେ ଏହି ଫୋନ୍ ଆସିଥିବା ଜଣାପଡ଼ିଛି। ଏହି ଧମକପୂର୍ଣ୍ଣ!-->…
Read More...
Read More...
ଇସ୍ତଫା ଦେଲେ କୈଳାଶ ଗେହଲଟ୍
ନୂଆଦିଲ୍ଲୀ; ଆମ୍ ଆଦମୀ ପାର୍ଟିକୁ ରବିବାର ଲାଗିଛି ବଡ଼ ଝଟ୍କା। ଦିଲ୍ଲୀର ପରିବହନ ମନ୍ତ୍ରୀ ତଥା ଆପ୍ ନେତା କୈଳାଶ ଗେହଲଟ୍ ଦଳରୁ ଇସ୍ତଫା ଦେଇଛନ୍ତି। ଆପ୍ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି।
ଦିଲ୍ଲୀ ସରକାରଙ୍କ ବରିଷ୍ଠ!-->!-->!-->…
Read More...
Read More...
ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ଶିଶୁ ଦିବସରେ ପିଲାଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ଏବେ ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ!-->…
Read More...
Read More...
ଭାଷଣ ଦେବାବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ
ବଲାଙ୍ଗିର: ପିଲାଙ୍କ ଆଗରେ ଶିଶୁ ଦିବସ ଅବସରରେ ଭାଷଣ ଦେଉ ଦେଉ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ। ଭାଷଣ ଦେବାବେଳେ ଅଚାନକ ଟଳିପଡିଲେ। ପରେ ଡାକ୍ତରଖାନା ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ତୁରେଇକେଲା ବ୍ଲକ ପଲ୍ଲୀବିକାଶ!-->!-->!-->…
Read More...
Read More...
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା
ଭୁବନେଶ୍ବର: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲଚିନି ଏବଂ ୨୦୨୨ ପାଇଁ!-->…
Read More...
Read More...
ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ
ପୁରୀ: ଚିଙ୍ଗୁଡ଼ି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଗୋଦାମରେ ୩ ଲକ୍ଷରୁ ଅଧିକ ଟଙ୍କାର ଚିଙ୍ଗୁଡ଼ି ଜଳିପୋଡ଼ି ନଷ୍ଟ ହୋଇଥିବା ସୂଚନା ରହିଛି। ହେଲେ ବିଦ୍ୟୁତ ସଟସର୍କିଟ ଯୋଗୁଁ ଚିଙ୍ଗୁଡ଼ି ଗୋଦାମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
ସୂଚନା ଅନୁଯାୟୀ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା!-->!-->!-->…
Read More...
Read More...