Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
TOP STORIES
ନୂଆ ବର୍ଷରୁ ଭୁବନେଶ୍ୱରରୁ ୫ଟି ସ୍ଥାନକୁ ଉଡିବ ବିମାନ
ଭୁବନେଶ୍ୱର: ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର। ନୂଆ ବର୍ଷରୁ ନୂଆ ସ୍ଥାନ ସହ ଯୋଡି ହେବ ଭୁବନେଶ୍ବର। ଭୁବନେଶ୍ବର ବିମାନବନ୍ଦରରୁ ନୂଆ ସ୍ଥାନକୁ ଉଡାଣ ଭରିବାକୁ ଯାଉଛି ବିମାନ। ଏଣିକି ବିଭିନ୍ନ ନୂଆ ସ୍ଥାନକୁ ବିମାନ ଦ୍ବାରା ଯାତ୍ରା କରିବା ସୁବିଧା ହେବ। ନୂଆ ବର୍ଷରୁ ଭୁବନେଶ୍ୱର ବିମାନ!-->…
Read More...
Read More...
ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ଓଡିଶା ସରକାର
ଭୁବନେଶ୍ବର: ବଲିଉଡ୍ ଚଳଚ୍ଚିତ୍ର 'ସାବରମତୀ ରିପୋର୍ଟ'କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’!-->…
Read More...
Read More...
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
କନ୍ଧମାଳ: ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭି ଆଜି କନ୍ଧମାଳ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଘର ଛତିଶଗଡ଼ର ସୁକମା ଜିଲ୍ଲାରେ। ତାଙ୍କଠାରୁ ଗୋଟିଏ ପିସ୍ତଲ ଓ ଦୁଇଟି ଗୁଳି ଜବତ କରାଯାଇଛି। ସୁରକ୍ଷା ବାହିନୀଙ୍କ ଲଗାତାର ଚଢ଼ାଉ ଫଳରେ କନ୍ଧମାଳ ଜିଲାରେ ମାଓ ଦୁର୍ଗ ଭୁଷୁଡ଼ିବାରେ!-->…
Read More...
Read More...
ଚତୁର୍ଥ ଥର ଶପଥ ନେଲେ ହେମନ୍ତ ସୋରେନ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡ ୧୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ। ରାଞ୍ଚିର ମୋରହାବାଦି ମୈଦାନରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗୱାର ହେମନ୍ତ ସୋରେନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।!-->…
Read More...
Read More...
ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା
ନୂଆଦିଲ୍ଲୀ: ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଦ୍ରା। କଂଗ୍ରେସର ସାଧାରଣ ସମ୍ପାଦକ ତଥା କେରଳର ଓ୍ବାୟନାଡ ଆସନରୁ ନବନିର୍ବାଚିତ ସାଂସଦ ପ୍ରିୟଙ୍କା ଆଜି ବିଧିବଦ୍ଧ ଭାବେ ଲୋକସଭାରେ ଶପଥ ଗ୍ରହଣ କରିଛନ୍ତି। ୫୨ ବର୍ଷିୟ ପ୍ରିୟଙ୍କା ହାତରେ ସମ୍ବିଧାନ ଧରି ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ!-->…
Read More...
Read More...
ଗିରଫ ହେଲେ ପଦ୍ମନାଭ
କେନ୍ଦୁଝର: ଆୟ ବହିର୍ଭୂତ ସଂପତ୍ତି ଠୁଳ କରିବା ଅଭିଯୋଗରେ କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଗତକାଲି ତାଙ୍କର ଭୁବନେଶ୍ୱର, କେନ୍ଦୁଝର, ଯାଜପୁର ଓ ଭବାନୀପାଟଣା ସ୍ଥିତ ୭ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉ!-->…
Read More...
Read More...
ପୁଣି ହୋଇପାରେ ଆଳୁ ସଙ୍କଟ
ପଶ୍ଚିମବଙ୍ଗ ସୀମାରେ ଅଟକିଛି ଆଳୁ ଟ୍ରକ୍ଭୁବନେଶ୍ବର: ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଅଟକିଛି ଶହଶହ ଆଳୁ ବୋଝେଇ ଟ୍ରକ୍। କିଛିଦିନ ପୂର୍ବରୁ ଆଳୁ ରାଜନୀତି ତେଜିଥିବାବେଳେ ଆଜି ପୁଣି ମମତାଙ୍କ ଗାଡି ଅଟକାଇଦେବା ମୋହନ ସରକାରଙ୍କ ମୁଣ୍ଡବିନ୍ଧାର କାରଣ ହୋଇପାରେ। ହୁ ହୁ ହୋଇ ବଢୁଥିବା ପରିବା!-->…
Read More...
Read More...
୩ ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାସହିତ ପ୍ରଧାନମନ୍ତ୍ରୀ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ ବିଧାୟକ,ଏମ୍ପି ଓ ମନ୍ତ୍ରୀଙ୍କ ସମେତ ବରିଷ୍ଠ କର୍ମକର୍ତ୍ତାଙ୍କ ସହ ରାତ୍ରିଭୋଜନ!-->…
Read More...
Read More...
୫ ବର୍ଷରେ ପୂରଣ ହେବ ଦେଢ଼ ଲକ୍ଷ ପଦବୀ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ୫ ବର୍ଷରେ ପୂରଣ ହେବ ଦେଢ଼ ଲକ୍ଷ ପଦବୀ। ଯାହା ସବୁ ପଦବି ଖାଲି ରହିଛି ଏବଂ ଆବଶ୍ୟକ ଥିବା ପଦବି ଦରକାର ଅଛି ସେଥିପାଇଁ ବ୍ୟବସ୍ଥା କରାଯାଉଛି। ୧୦,୦୦୦ ପଦବି ଶୀଘ୍ର ପୂରା କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଭୁବନେଶ୍ୱରରେ ଆୟୋଜିତ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ!-->…
Read More...
Read More...
କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀ ଘରେ ଭିଜିଲାନ୍ସ ଚଢ଼ାଉ
କେନ୍ଦୁଝର: କେନ୍ଦୁଝରର କନିଷ୍ଠ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଆଜି ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚାଲିଛି ଚଢ଼ାଉ। ଚଢ଼ାଉ ବେଳେ ତାଙ୍କର ପୁଳାପୁଳା ସମ୍ପତ୍ତି!-->…
Read More...
Read More...