Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category
TOP STORIES
ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ନିଟ୍ (NEET-UG) ପରୀକ୍ଷାରେ ଅନିୟମିତତାକୁ ନେଇ ଗତ ୧୦ ଦିନ ଧରି ସୃଷ୍ଟି ହୋଇଥିବା ପରିସ୍ଥିତି ତାଙ୍କୁ ଗଭୀର ଭାବେ ବ୍ୟଥିତ କରିଥିବାରୁ ଏବଂ ଏହାର ସୁଯୋଗ ରାଷ୍ଟ୍ରବିରୋଧୀ ଶକ୍ତି ନ!-->…
Read More...
Read More...
ବିଦ୍ୟା ରତନ ଶର୍ମା ଜିନ୍ଦଲ ଷ୍ଟିଲ୍ ଲିମିଟେଡ୍ ର ପରିଚାଳନା ନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତ
ନୂଆଦିଲ୍ଲୀ: ବିଶିଷ୍ଟ ଶିଳ୍ପପତି ଶ୍ରୀଯୁକ୍ତ ନବୀନ ଜିନ୍ଦଲଙ୍କ ନେତୃତ୍ଵାଧୀନ ଜିନ୍ଦଲ ଷ୍ଟିଲ୍ ଲିମିଟେଡ୍ (ପୂର୍ବରୁ ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର ଲିମିଟେଡ୍ ଭାବରେ ପରିଚିତ) ଆଜି ଜୁଲାଇ ୨୪, ୨୦୨୬ରେ ଅନୁଷ୍ଠିତ ଏହାର ବୋର୍ଡ ଅଫ୍ ଡ଼ାଇରେକ୍ଟର୍ ବୈଠକ ପରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି!-->…
Read More...
Read More...
୨ ଲକ୍ଷ ଅଙ୍ଗନୱାଡି କେନ୍ଦ୍ର ହେବ ‘ସକ୍ଷମ ଅଙ୍ଗନୱାଡି’
ନୂଆଦିଲ୍ଲୀ: ଦେଶବ୍ୟାପୀ କୁପୋଷଣ ହ୍ରାସ ଏବଂ ମା’ ଓ ଶିଶୁଙ୍କ ପୁଷ୍ଟିକର ଖାଦ୍ୟ ଓ ପ୍ରାରମ୍ଭିକ ଶିଶୁ ଯତ୍ନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ୨ ଲକ୍ଷ ଅଙ୍ଗନୱାଡି କେନ୍ଦ୍ରକୁ ‘ସକ୍ଷମ ଅଙ୍ଗନୱାଡି’ରେ ଉନ୍ନୀତ କରିବାକୁ ଅନୁମୋଦନ ଦେଇଛନ୍ତି। ଶୁକ୍ରବାର ଲୋକସଭାରେ!-->…
Read More...
Read More...
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା
ଭୁବନେଶ୍ୱର, ଜୁଲାଇ ୨୪: ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ଉତର ଉପକୂଳ ଓଡ଼ିଶା ଅଂଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି!-->…
Read More...
Read More...
ଓଡ଼ିଶାରେ ୧୫ ହଜାର କୋଟିର ଏଆଇ-ଆଇଟି ନିବେଶ
ଭୁବନେଶ୍ବର: ଓଡ଼ିଶାକୁ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଓ ସୂଚନା ପ୍ରଯୁକ୍ତି କ୍ଷେତ୍ରରେ ଏକ ପ୍ରମୁଖ କେନ୍ଦ୍ର ଭାବେ ଗଢ଼ି ତୋଳିବା ଲକ୍ଷ୍ୟରେ ରାଜ୍ୟ ସରକାର ଏଚ୍ସିଏଲ୍ଟେକ୍ ଓ ସର୍ବମ୍ ଏଆଇ ସହ ଦୁଇଟି ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ!-->…
Read More...
Read More...
ପେପର ଲିକ୍ ବିରୋଧରେ କଠୋର ଆଇନକୁ କ୍ୟାବିନେଟ୍ର ମଞ୍ଜୁରୀ
ନୂଆଦିଲ୍ଲୀ: ପରୀକ୍ଷାରେ ପେପର ଲିକ୍ ଘଟଣାକୁ ରୋକିବା ଏବଂ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପେପର ଲିକ୍ ବିରୋଧୀ ଆଇନର!-->…
Read More...
Read More...
ଅଗଷ୍ଟ ୧୬ରେ ଅବସର ନେବେ ଡିଜିପି ୱାଇ.ବି. ଖୁରାନିଆ
ନୂଆ ଡିଜିପି ଚୟନ ପ୍ରକ୍ରିୟା ତ୍ୱରାନ୍ୱିତ
ଭୁବନେଶ୍ବର: ଓଡ଼ିଶା ପୁଲିସ ମହାନିର୍ଦେଶକ (ଡିଜିପି) ୱାଇ.ବି. ଖୁରାନିଆ ଆସନ୍ତା ଅଗଷ୍ଟ ୧୬ ତାରିଖରେ ଅବସର ଗ୍ରହଣ କରିବେ। ଏଥିପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିବା ବେଳେ ଗୃହ ବିଭାଗ ପକ୍ଷରୁ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି!-->!-->!-->…
Read More...
Read More...
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ନ୍ୟୁଜ୍ ବ୍ୟୁରୋ: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଦେଶର ବିଭିନ୍ନ ରାଜ୍ୟରେ ଲଗାତାର ପ୍ରବଳ ବର୍ଷା ଜାରି ରହିଛି। ବର୍ଷା ସହ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ହିମାଚଳ ପ୍ରଦେଶ, ଜାମ୍ମୁ-କାଶ୍ମୀର, ଆସାମ, ଅରୁଣାଚଳ ପ୍ରଦେଶ ଓ ନାଗାଲାଣ୍ଡରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି ସବୁ!-->…
Read More...
Read More...
ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ
ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀନୂଆଦିଲ୍ଲୀ: ଦେଶରେ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଓ ଅନିୟମିତତାକୁ ନେଇ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ତୀବ୍ର ହେଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିଛନ୍ତି। ପେପର ଲିକ୍ରେ!-->…
Read More...
Read More...
ରାଜ୍ୟ ସରକାରୀ କର୍ମଚାରୀଙ୍କ ୫% ବଢ଼ିଲା ମହଙ୍ଗା ଭତ୍ତା
ଭୁବନେଶ୍ବର: ଜିନିଷପତ୍ରର ବଢୁଥିବା ଦରଦାମ୍ ମଧ୍ୟରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ରାଜ୍ୟ ସରକାର ପ୍ରି-ରିଭାଇଜ୍ଡ ORSP-୨୦୦୮ ବେତନ ସ୍କେଲ୍ ଅଧୀନରେ ଥିବା କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଏହାଫଳରେ ଡିଏ ୨୫୭%ରୁ ବୃଦ୍ଧି ପାଇ ୨୬୨%!-->…
Read More...
Read More...