Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
TOP STORIES
ବସ ମାଲିକ ସଂଘ ସଭାପତିଙ୍କୁ ଛୁରାମାଡ଼
କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଆଜି ଅପରାହ୍ନ ପ୍ରାୟ ୨ଟା ବେଳେ କୋରାପୁଟ ବସ୍ଷ୍ଟାଣ୍ଡରେ ତାଙ୍କ ଉପରେ ଏହି!-->…
Read More...
Read More...
ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର
ଭୁବନେଶ୍ବର: ଚାଷୀଙ୍କ ପାଇଁ ଖୁସି ଖବର। ବିଧାନସଭାରେ ଆଶ୍ୱସ୍ତି ଖବର ଆଣିଲେ ଉପମୁଖ୍ୟମନ୍ତ୍ରୀ। କହିଲେ, ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର। ରାଜ୍ୟର ୫୮ଟି ସବଡିଭିଜନ୍ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ବିଧାନସଭା ପ୍ରଶ୍ନକାଳରେ କୃଷି!-->…
Read More...
Read More...
୪ବର୍ଷ ବାସନ୍ଦ ହେଲେ ବଜରଙ୍ଗ ପୁନିଆ
ନୂଆଦିଲ୍ଲୀ: ବଜରଙ୍ଗ ପୁଣିଆଙ୍କୁ ବଡ ଝଟକା। ଭାରତୀୟ ରେସଲର ବଜରଙ୍ଗ ପୁନିଆ ବାସନ୍ଦ। ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ୍ ଏଜେନ୍ସି (ନାଡା) ରେସଲର ବଜରଙ୍ଗ ପୁନିଆଙ୍କୁ ୪ବର୍ଷ ବାସନ୍ଦ କରିଛି। ମାର୍ଚ୍ଚ ୧୦ରେ ଜାତୀୟ ଦଳ ପାଇଁ ଚୟନ ବେଳେ ହୋଇଥିବା ଡୋପ୍ ଟେଷ୍ଟ ପାଇଁ ସେ ନମୁନା ଦେବାକୁ ମନା!-->…
Read More...
Read More...
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ସିଡିପିଓ
ବେଗୁନିଆପଡ଼ା: ଲାଞ୍ଚ ନେବା ପଡିଲା ମହାଙ୍ଗା। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ। ତାଙ୍କଠାରୁ ୧୨ ହଜାର ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ସୂଚନା ଅନୁସାରେ ଏକ ଅଙ୍ଗନବାଡ଼ି କେନ୍ଦ୍ରର କର୍ମଚାରୀଙ୍କ ବକେୟା!-->…
Read More...
Read More...
ସୋଆ ମହିଳା ଶକ୍ତିକୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ
ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ନିମନ୍ତେ ମିଳିଲା ସମ୍ମାନ ଭୁବନେଶ୍ୱର: ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମହିଳା ଶ୍ରମଶକ୍ତିକୁ ନିକଟରେ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ଭୂଷିତ କରାଯାଇଛି। ଦେଶର ଅଗ୍ରଣୀ ଇଂରାଜୀ!-->…
Read More...
Read More...
ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ
ଯାଜପୁର: ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲାରେ ଜାମିନ ଶୁଣାଣି ସ୍ଥଗିତ। ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହୋଇଥିବା ୧୦ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ତଦନ୍ତ ଭାର ନେଇଥିବା କ୍ରାଇମ ବ୍ରାଞ୍ଚଙ୍କୁ ସବିଶେଷ ତଥ୍ୟ ମାଗିଛନ୍ତି କୋର୍ଟ ।!-->…
Read More...
Read More...
କାର୍ଯ୍ୟରେ ଯୋଗ ଦେଲେ ସୁଜାତା କାର୍ତ୍ତିକେୟନ
ଭୁବନେଶ୍ବର: ମିଳିଲାନି ଛୁଟି, ଆଜି କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ। ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ଯୋଗ ଦେଇଛନ୍ତି ସୁଜାତା। ୬ ମାସ ଛୁଟିରୁ ଫେରିବା ପରେ ଆଜି ଚାକିରିରେ ଯୋଗ ଦେଇଛନ୍ତି। ଗତକାଲି ସୁଜାତା କାର୍ତ୍ତିକେୟନଙ୍କ ସାନି ଛୁଟି ଆବେଦନ ଅଗ୍ରାହ୍ୟ!-->…
Read More...
Read More...
୧୨ ହଜାର ୧୫୬ କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍। ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍ ରେ ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଏଥିରେ ରତ୍ନଭଣ୍ଡାର ମରାମତି ଓ ରକ୍ଷଣାବେକ୍ଷଣ କରିବା!-->…
Read More...
Read More...
ପାନ୍-୨.୦କୁ ମିଳିଲା ଅନୁମୋଦନ, କ୍ୟୁଆର କୋର୍ଡ ସହ ଆସିବ ପାନ୍ କାର୍ଡ
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା। ପାନ୍-୨.୦କୁ ମିଳିଲା ଅନୁମୋଦନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆୟକର ବିଭାଗର ପାନ୍-୨.୦ ପ୍ରକଳ୍ପକୁ ଅନୁମୋଦନ ଦେଇଛି। ପାନ୍ ପାନ୍-୨.୦ ଏକ ଇ-ଗଭର୍ଣ୍ଣାସ!-->…
Read More...
Read More...
ସୁଜାତା କାର୍ତ୍ତିକେୟନଙ୍କ ଛୁଟି ଆବେଦନ ଖାରଜ କଲେ ରାଜ୍ୟ ସରକାର
ଭୁବନେଶ୍ବର: ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା ଦେଇଛନ୍ତି ସରକାର। ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବୃଦ୍ଧି ପାଇଁ କରିଥିବା ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି। ଏହାସହିତ ଆସନ୍ତାକାଲି!-->…
Read More...
Read More...