Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
TOP STORIES
ଲଗାତାର ୧୦ମ ଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍
ବଢିବନି ହୋମ୍ ଲୋନ୍ ଇଏମ୍ଆଇନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣିଥରେ ରେପୋ ରେଟ୍(ସୁଧ ହାର) ଅପରିବର୍ତ୍ତିତ ରଖିଛନ୍ତି। ରେପୋରେଟ୍ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା କରିଛି ଆରବିଆଇ। ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା ରହିଛି। ବଜେଟ୍ ୨୦୨୪ ଆସିବା!-->…
Read More...
Read More...
ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ
ଭୁବନେଶ୍ବର: ଆଜିଠୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ୱର ଶଙ୍ଖଭବନରେ ଶୁଭାରମ୍ଭ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଦଳର ପ୍ରଥମ ସଭ୍ୟ ହେଲେ ନବୀନ ପଟ୍ଟନାୟକ। ଏହା ସହ ଜିଲ୍ଲା ସଦର ମହକୁମାରେ ସଭ୍ୟ ସଂଗ୍ରହ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଫୋକସରେ ଅଛନ୍ତି ଛାତ୍ର!-->…
Read More...
Read More...
ଏୟାର ପ୍ରେସର ଟାଙ୍କି ଫାଟି ଗ୍ୟାରେଜ ମାଲିକଙ୍କ ମୃତ୍ୟୁ
ଟ୍ରକ ଚକାରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି
ଗ୍ୟାରେଜ ମାଲିକଙ୍କର ମୃତ୍ୟୁ
ଖୋର୍ଦ୍ଧ : ଗାଡ଼ିରେ ପମ୍ପ ଦେବାବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି। ଆଉ ଘଟଣାସ୍ଥଳରେ ଗ୍ୟାରେଜ ମାଲିକଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଆହତ ହୋଇଛନ୍ତି। ଖୋର୍ଦ୍ଧା ସଦର ଥାନା ଦଳେଇପୁଟ!-->!-->!-->!-->!-->!-->!-->!-->!-->…
Read More...
Read More...
ଏସସିବିରେ କାର୍ଯ୍ୟକ୍ଷମ ହେଲା ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର
କଟକ: କଟକର ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ରାଜ୍ୟର ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର। ଏଣିକି ରକ୍ତ ଭଳି ହାଡ଼ ମଧ୍ୟ ମିଳିପାରିବମାଗଣାରେ । ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗି ଆଜି ବଡ଼ ମେଡିକାଲର ଅସ୍ତିଶଲ୍ୟ ବିଭାଗରେ ଆୟୋଜିତ ଉତ୍ସବରେ ଅତିଥି ଭାବେ!-->…
Read More...
Read More...
ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ
ନର୍ଲା: କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ ଛାତିରେ ଯାନ୍ତ୍ରଣା ହୋଇଥିଲା। ବୁଧବାର ସକାଳେ ତାଙ୍କ ଦୁଇ!-->…
Read More...
Read More...
ନ୍ୟାୟ ଦାବି କରି ଆରଜି କର ହସ୍ପିଟାଲର ୫୦ ଡାକ୍ତର ଦେଲେ ଇସ୍ତଫା
କଲିକତା: ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପ୍ରାୟ ୫୦ ଡାକ୍ତର ଇସ୍ତଫା ଦେଇଛନ୍ତି। ମହିଳା ଟ୍ରେନିଂ ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାରେ ନ୍ୟାୟ ଦାବି କରି ଆମରଣ ଅନଶନରେ ବସିଥିବା ଡାକ୍ତରଙ୍କୁ ସମର୍ଥନ ଦେବାକୁ ଯାଇ ଡାକ୍ତରମାନେ ଇସ୍ତଫା ଦେଇଛନ୍ତି। ଏହି ବରିଷ୍ଠ!-->…
Read More...
Read More...
ସର୍ବୋଚ୍ଚ ସମ୍ମାନ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହେଲେ ମିଥୁନ ଚକ୍ରବର୍ତ୍ତୀ
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀଠାରେ ୨୦୨୨ ବର୍ଷ ପାଇଁ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ସିନେମା ଜଗତରେ ଉତ୍କୃଷ୍ଟ କାର୍ଯ୍ୟ କରିଥିବା କଳାକାର ଏବଂ ନିର୍ମାତାଙ୍କ ସମ୍ମାନାର୍ଥେ ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି!-->…
Read More...
Read More...
ଦାୟିତ୍ୱ ଭାର ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ
ଭୁବନେଶ୍ବର: ଦାୟିତ୍ବ ଭାର ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ। ଓପିଏସସି ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇପିଏସ୍ ତଥା ପୂର୍ବତନ ଡିଜିପି ଅରୁଣ ଷଡଙ୍ଗୀ। ତେବେ ଗତ ମାସରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ନୂଆ ଅଧ୍ୟକ୍ଷ ଭାବେ ଅରୁଣ କୁମାର!-->…
Read More...
Read More...
ସୋଆ ପକ୍ଷରୁ ବିଶ୍ୱ ପ୍ରାଣୀ ଦିବସ ପାଳିତ
ଭୁବନେଶ୍ୱର, ଅକ୍ଟୋବର ୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ୍ ଆଣ୍ଡ ଆନିମଲ୍ ହଜ୍ବ୍ୟାଣ୍ଡରୀ (ଆଇଭିଏସ୍ଏଏଚ୍), ଓଡିଶା ଲାଇଭଷ୍ଟକ୍ ଡେଭେଲମେଂଟ ସୋସାଇଟି (ଓଏଲ୍ଡିଏସ୍) ଏବଂ ଓଡିଶା ଭେଟେରିନାରୀ କାଉନ୍ସିଲ୍ର ମିଳିତ ଆନୁକୂଲ୍ୟରେ!-->…
Read More...
Read More...
ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ
ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି । ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ!-->…
Read More...
Read More...