Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
TOP STORIES
ଝାଡଖଣ୍ଡରେ ବାଜିମାରିଲେ କଳ୍ପନା ସୋରେନ
ଝାଡଖଣ୍ଡ: ଝାଡଖଣ୍ଡରେ ପୁଣିଥରେ ହେମନ୍ତ ସୋରେନ୍ ମୁଖ୍ୟମନ୍ତ୍ରୀ ହେବା ପ୍ରାୟ ନିଶ୍ଚିତ। ଝାଡଖଣ୍ଡରେ ବିଜେପିକୁ ସେମିତି ସଫଳତା ମିଳିନାହିଁ। ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା!-->…
Read More...
Read More...
ବିଜୟ ଅଭିମୁଖେ ପ୍ରିୟଙ୍କା ଗାନ୍ଧୀ
ଓ୍ବାୟନାଡ଼: କଂଗ୍ରେସର ସାଧାରଣ ସମ୍ପାଦିକା ତଥା ରାହୁଲ ଗାନ୍ଧୀଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଓ୍ବାୟନାଡ଼ରେ ବାଜିମାତ କରିବାକୁ ଯାଉଛନ୍ତି। ଏଠାରେ ଅନୁଷ୍ଠିତ ଲୋକସଭା ଉପନିର୍ବାଚନର ଭୋଟ ଗଣତି ଶନିବାର ଜାରି ରହିଥିବାବେଳେ ପ୍ରିୟଙ୍କା ସବୁଠୁ ଆଗରେ ରହିଛନ୍ତି।କଂଗ୍ରେସ ନେତା ତଥା ପୂର୍ବତନ!-->…
Read More...
Read More...
ଗିରଫ ହେଲେ ଭବ ଦାସ
ଯାଜପୁର: ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ପ୍ରକାଶ ଦାସ ଗିରଫ। ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍ଡିଜିଏମ୍ଙ୍କ ବାସଭବନକୁ!-->…
Read More...
Read More...
ସରକାରୀ କର୍ମଚାରୀଙ୍କୁ ଅବସର ଦିନ ମିଳିବ ପୂର୍ଣ୍ଣାଙ୍ଗ ପେନସନ
ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଣିକି ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ। ଏନେଇ ସବୁ ବିଭାଗ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ମନୋଜ ଆହୁଜା।
ନିଜର ବିଭାଗ ତଥା ବିଭାଗ ଅଧିନସ୍ଥ ସମସ୍ତ!-->!-->!-->…
Read More...
Read More...
ଏଥର ଆସିବେ ନୂଆ କଂସ
ବରଗଡ଼: ବଦଳିବେ ବରଗଡ଼ ଧନୁଯାତ୍ରା କଂସ। ପୂର୍ବରୁ କଂସ ଭୂମିକାରେ ଅଭିନୟ କରୁଥିବା ବ୍ୟକ୍ତି ବଦଳରେ ଅଭିନୟ କରିବେ ଆଉ ଜଣେ। ଏନେଇ ବରଗଡ଼ ଧନୁଯାତ୍ରା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ବସିଥିଲା ପ୍ରସ୍ତୁତି ବୈଠକ। କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଷ ଭୋଇ। ଏଥର ଧନୁଯାତ୍ରାରେ!-->…
Read More...
Read More...
ଦିଲ୍ଲୀ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରୁ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଜିଲାରେ ଜୈବିକ ପଦ୍ଧତିରେ ଚାଷ କରାଯାଉଥିବା ହଳଦୀ କିଣିବା ସହ ଦାରିଙ୍ଗବାଡ଼ିକୁ ନେଇ ନିଜର ସ୍ମୃତି ମନେ ପକାଇଥିଲେ। କେବଳ ସେତିକି!-->…
Read More...
Read More...
ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ
କେନ୍ଦୁଝର: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ। ଅଭିଯୁକ୍ତ ଜଣକ ହେଲେ ସଦର ଥାନା କସିରା ଗ୍ରାମର ବିଦେଶିଆ ପ୍ରଧାନ(୨୨)। ବିଦେଶିଆଙ୍କୁ ଫାଷ୍ଟଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର!-->…
Read More...
Read More...
ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ମୃତ
ଜୟପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ମୃତ। ବାଇକ୍ରେ ଯିବାବେଳେ ମାଡ଼ିଗଲା ଟ୍ରକ, ଚାଲିଗଲା ୪ ଜଣଙ୍କ ଜୀବନ। କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଏନ୍ଏଚ୍ ୨୬ ଜବାକନାଡ଼ି ନିକଟରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା।
ଗୋଟିଏ ବାଇକ୍ରେ ୪ ଜଣ ଯିବାବେଳେ ଏହି ଦୁର୍ଘଟଣା!-->!-->!-->…
Read More...
Read More...
ଦକ୍ଷିଣ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର
ଘନୀଭୂତ ହୋଇ ତାମିଲନାଡୁ ଉପକୂଳ ଆଡ଼କୁ ଅଗ୍ରସର ହେବା ସମ୍ଭାବନାଭୁବନେଶ୍ବର: ବିଷୁବରେଖା ରେଖା ନିକଟସ୍ଥ ପୂର୍ବ ଭାରତ ମହାସାଗରୀୟ ଅଞ୍ଚଳ ତଥା ଦକ୍ଷିଣ ଆଣ୍ଡମାନ ସାଗର ବାୟୁ ମଣ୍ଡଳ ଉପରି ଭାଗ ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି ଏହି କ୍ଷେତ୍ର କ୍ରମଶଃ ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ!-->…
Read More...
Read More...
ସାର କାରଖାନାରେ ବିସ୍ଫୋରଣ, ୩ ମୃତ ୯ ଆହତ
ମହାରାଷ୍ଟ୍ର: ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ଭୟଙ୍କର ବିସ୍ଫୋରଣ। କାରଖାନାରେ ପ୍ରଥମେ ବିସ୍ଫୋରଣ ଘଟି ଗ୍ୟାସ୍ ଲିକ୍ ହେବା କାରଣରୁ ଏହି ଅଘଟଣ ଘଟିଛି। ଫଳରେ ଦୁଣ ଜଣ ମହିଳାଙ୍କ ସମେତ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୯ ଜଣ ଆହତ ହୋଇ ଡାକ୍ତରଖାନାରେ!-->…
Read More...
Read More...