ପ୍ରମୁଖ ଖବର

୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍‌ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍‌କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍‌
Browsing Category

TOP STORIES

ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି ଯୁବକ ଗିରଫ

ବାଙ୍କୀ: ପୁଣି ଭାଇରାଲ ଭିଡିଓକୁ ନେଇ ଚର୍ଚ୍ଚା। ବାଙ୍କୀ ଅଞ୍ଚଳର ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିବା ଘଟଣାରେ ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତକୁ ଗିରଫ କରିଛି ବାଙ୍କୀ ପୋଲିସ । ଅଭିଯୁକ୍ତଙ୍କ ନାମ ଅମୀୟ ଚକ୍ର। ବାଙ୍କୀ ପୋଲିସ ତାଙ୍କୁ ଯାଜପୁର ଅଞ୍ଚଳରୁ…
Read More...

ଜେଲରୁ ବାହାରିଲେ ଅଲ୍ଲୁ ଅର୍ଜୁନ

ତେଲଙ୍ଗାନା: ଥିଏଟରରେ ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ଜେଲରୁ ମୁକ୍ତ କରାଯାଇଛି। ଗତକାଲି ଏହି ଅଭିନେତାଙ୍କୁ ପୋଲିସ ଗିରଫ କରିଥିଲା ଏବଂ ପରେ ତାଙ୍କୁ ୧୪ ଦିନିଆ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଥିଲା। ପରେ ତେଲଙ୍ଗାନା କୋର୍ଟ ଅଲ୍ଲୁଙ୍କୁ ଜାମିନ ପ୍ରଦାନ କରିଥିଲେ। ଏହା ସତ୍ତ୍ୱେ…
Read More...

ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ

ଭୁବନେଶ୍ବର: ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ ପକ୍ଷରୁ ଆଜି ତାଙ୍କୁ ସମନ ଜାରି କରାଯାଇଛି। ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ଜବତ ହେବା ଘଟଣାରେ ବିଷ୍ଣୁପଦଙ୍କ ସମ୍ପୃକ୍ତି ଥିବା ସନ୍ଦେହରେ ସିବିଆଇ ପକ୍ଷରୁ ଏହି ସମନ ଜାରି କରାଯାଇଥିବା…
Read More...

ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ଏହି କାରଣରୁ ତାଙ୍କୁ ଆଜି ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ରହିଛି। ଲାଲକୃଷ୍ଣ ଆଡଭାନୀଙ୍କୁ ୯୭ ବର୍ଷ ବୟସ। ତାଙ୍କୁ ଗତ ୪-୫ ମାସ ମଧ୍ୟରେ ଅନେକ ଥର…
Read More...

ଭୂମିହୀନଙ୍କୁ ଜମି ଦେବେ ରାଜ୍ୟସରକାର

ଭୁବନେଶ୍ବର: ଭୂମିହୀନଙ୍କୁ ଜମି ଯୋଗାଇଦେବେ ରାଜ୍ୟସରକାର। ଘର କରିବାକୁ ସେମାନଙ୍କୁ ରାଜ୍ୟସରକାର ଯୋଗାଇବେ ୪ ଡେସିମିଲ ଜମି। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ…
Read More...

ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ

ମଧୁପାଟଣା: ଦୂତୀ ଚାନ୍ଦଙ୍କ କାରକୁ ଧକ୍କା ଦେଲା ଟ୍ରକ। କଟକ ମଧୁପାଟଣା ଥାନା ନିକଟ ବ୍ରିଜ ତଳ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଓଭରଟେକ୍ ବେଳେ ଦୂତୀ ଚାନ୍ଦଙ୍କ କାରକୁ ଧକ୍କାଦେଲା ଟ୍ରକ୍। ଦୂତି ସୁରକ୍ଷିତ ଥିବାବେଳେ ତାଙ୍କ କାର୍‌ କ୍ଷତିଗ୍ରସ୍ତ ହୋଇଛି । ଥାନାରେ ଅଭିଯୋଗ ପରେ ମଧୁପାଟଣା…
Read More...

ଏବେ ଏଟିଏମ୍‌ରୁ ଉଠାଇପାରିବେ ଇପିଏଫଓ ଟଙ୍କା

ନୂଆଦିଲ୍ଲୀ: ଇପିଏଫଓର ସଦସ୍ୟମାନେ ଆସନ୍ତାବର୍ଷଠାରୁ ସିଧାସଳଖ ଏଟିଏମରୁ ଜମା ହୋଇଥିବା କଷ୍ଟ ଉପାର୍ଜିତ ଟଙ୍କା କାଢିବାକୁ କରିବାକୁ ସକ୍ଷମ ହେବେ। କେନ୍ଦ୍ର ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ସଚିବ ସୁମିତା ଦୋରା ଏହି ଘୋଷଣା କରିଛନ୍ତି। ଏଥିପାଇଁ ଇପିଏଫଓର ଆଇଟି ସିଷ୍ଟମକୁ ନବୀକରଣ କରାଯାଉଛି।…
Read More...

ଅଲ୍ଲୁ ଅର୍ଜୁନ ଗିରଫ

ହାଇଦ୍ରାବାଦ: ସୁପର୍‌ଷ୍ଟାର୍ ଅଲ୍ଲୁ ଅର୍ଜୁନ ଗିରଫ । ପୁଷ୍ପାରାଜ ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରିଛି ହାଇଦ୍ରାବାଦ ପୋଲିସ। ପୁଷ୍ପା-୨ର ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଏହି ଦଳଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ…
Read More...

ରାଷ୍ଟ୍ରପତିଙ୍କ ପାଇଁ ସାନ୍ତାଳୀ ଭାଷାରେ ସମାଚାର ପ୍ରସାରଣ କଲା ଦୂରଦର୍ଶନ

ଭୁବନେଶ୍ବର: ରାଷ୍ଟ୍ରପତିଙ୍କ ଅନୁରୋଧ ରକ୍ଷା କରି ପ୍ରଥମ ଥର ପାଇଁ ସାନ୍ତାଳୀ ଭାଷାରେ ସମାଚାର ପ୍ରସାରଣ କଲା ଦୂରଦର୍ଶନ। ଡିଡି ଓଡିଆ ବା ଦୂରଦର୍ଶନ ଟେଲିଭିଜନ ଚ୍ୟାନେଲରେ ପ୍ରଥମ ଥର ପାଇଁ ଗୁରୁବାର ସାନ୍ତାଳୀ ଭାଷାରେ ସମାଚାର ସମ୍ପାଦାନ କରିଛି। ସମାଚାର ପ୍ରସାରିତ ହେବା ପରେ ଏହାକୁ ନେଇ…
Read More...

ଆରବିଆଇକୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କକୁ ବୋମା ଧମକ ମିଳିଛି। ଗୁରୁବାର ଅପରାହ୍ନରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫିସିଆଲ ୱେବସାଇଟରେ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଛି। ଏହି ଇମେଲ ରୁଷୀୟ ଭାଷାରେ ପଠାଯାଇଥିଲା। ଏହି ମାମଲାରେ ମାତା ରମାବାଇ ମାର୍ଗ (MRA Marg) ପୋଲିସ ଷ୍ଟେଶନରେ ଅଜ୍ଞାତ…
Read More...