ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ
Browsing Category

TOP STORIES

ବିରୋଧ ପରେ ଅଦିନିଆ ରଥଯାତ୍ରାରୁ ଓହରିଲା ଇସ୍କନ

ଭୁବନେଶ୍ବର: ପ୍ରବଳ ବିରୋଧ ପରେ ବାତିଲ ହେଲା ଇସ୍କନ ରଥଯାତ୍ରା। ଆମେରିକାର ହଷ୍ଟନରେ ହେବାକୁ ଥିବା ରଥଯାତ୍ରାକୁ ବାତିଲ କରିଛି ଇସ୍କନ। ଏନେଇ ସୂଚନା ଦେଇଛନ୍ତି ଇସ୍କନର ରାଷ୍ଟ୍ରୀୟ ଜନସମ୍ପର୍କ ନିର୍ଦ୍ଦେଶକ ଯୁଧିଷ୍ଠିର ଗୋବିନ୍ଦ ପ୍ରଭୁ। ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ବୟାନ ପରେ
Read More...

ରାସନ କାର୍ଡ ହିତାଧିକାରୀଙ୍କୁମ ମିଳିବ ୩ ମାସର ଆଗୁଆ ଚାଉଳ

ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କୁ ୩ ମାସର ଆଗୁଆ ଚାଉଳ ଦେବାକୁ ନିର୍ଦ୍ଦେଶ। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ
Read More...

ମେଘନାଦ ପାଚେରିରେ ଫାଟ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦାୟୀ

ପୁରୀ: ଶ୍ରୀମନ୍ଦିର ମେଘନାଦ ପାଚେରୀର ସୁରକ୍ଷାକୁ ନେଇ ତେଜିଲା ରାଜନୀତି। ମେଘନାଦ ପାଚେରିରେ ଫାଟ ପାଇଁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦାୟୀ ବୋଲି ବିଜେପି ବିଜେଡିକୁ ଦାୟୀ କରୁଥିବା ବେଳେ ସେପଟେ ଶ୍ରୀଜଗନ୍ନାଥ ମନ୍ଦିରର ଅଂଶବିଶେଷ ମେଘନାଦ ପାଚେରିର ରକ୍ଷଣାବେକ୍ଷଣ ଦାୟିତ୍ବ
Read More...

ତାମିଲନାଡୁରେ ସଡକ ଦୁର୍ଘଟଣାରେ ୪ ଓଡିଆ ସାମ୍ବାଦିକ ଗୁରୁତର

ତାମିଲନାଡୁ: ତାମିଲନାଡୁର ରାମେଶ୍ୱରମ ନିକଟରେ ଏକ ସଡକ ଦୁର୍ଘଟଣାରେ ଓଡିଶାର ୪ ଜଣ ସାମ୍ବାଦିକ ଗୁରୁତର ଆହତ ହୋଇଛନ୍ତି। ଟ୍ରକ-ବୋଲେରୋ କାର ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଛି। ପ୍ରାଥମିକ ସୂଚନା ଅନୁଯାୟୀ, ମାଲକାନଗିରି ଜିଲ୍ଲାର ଚାରିଜଣ ସାମ୍ବାଦିକ ରାମେଶ୍ୱରମ୍ ମନ୍ଦିରକୁ ଦର୍ଶନ ପାଇଁ
Read More...

ଓଡ଼ିଶା ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବ

ଭୁବନେଶ୍ବର: ଓଡ଼ିଶା ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବର ଚତୁର୍ଥ ଦିବସରେ ଆୟୋଜିତ ଭାରତୀୟ ଗୋବିଜ୍ଞାନ ପ୍ରଶିକ୍ଷଣ ଶିବିରରେ ପ୍ରାକୃତିକ କୃଷି ବିଶେଷଜ୍ଞ ଶ୍ରୀ ସଭାପତି ଖାଡଙ୍ଗା ଓ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ଵବିଦ୍ୟାଳୟର ପ୍ରଫେସର ରମେଶ ମଳିକ ଯୋଗଦେଇଥିଲେ। ଶ୍ରୀ ସଭାପତି ଖାଡଙ୍ଗା
Read More...

ସ୍ୱାମୀଙ୍କୁ ଗଛରେ ବାନ୍ଧି ସୁନାଗହଣା ଲୁଟିବା ପରେ ସ୍ତ୍ରୀକୁ ହତ୍ୟା

କୋରାପୁଟ: ସ୍ୱାମୀଙ୍କୁ ଗଛରେ ବାନ୍ଧି ସୁନାଗହଣା ଲୁଟିବା ପରେ ସ୍ତ୍ରୀକୁ ହତ୍ୟା । ସ୍ୱାମୀ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି । ଏଭଳି ବିଭତ୍ସ କାନ୍ଦ ଘଟିଛି କୋରାପୁଟ ଜିଲା ନନ୍ଦପୁର ଥାନା କୁମାରଗନ୍ଧନା ହରିଆମୁଣ୍ଡା ଗାଁରେ। ମୃତା ମହିଳା ହେଲେ ସାବିତ୍ରୀ ଖରା। ସୂଚନା
Read More...

ଭୁବନେଶ୍ୱର ବିମାନରେ ବୋମା ଆତଙ୍କ

ଭୁବନେଶ୍ୱର: ଭୁବନେଶ୍ୱର ବିମାନରେ ବୋମା ଆତଙ୍କ। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ। ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନକୁ ଜରୁରୀ ଅବତରଣ କରାଯାଇଛି।
Read More...

ଚଳନ୍ତା ଟ୍ରେନ୍‌ ଉପରକୁ ଗୁଳି ମାଡ଼

ଭଦ୍ରକ: ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍‌ ଲାଇନ୍‌ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍‌ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। ଗୁଳିକାଣ୍ଡରେ ୱିଣ୍ଡୋ କାଚ ଭାଙ୍ଗି ଯାଇଥିବା
Read More...

ନଭେମ୍ବର ୨୧ରୁ ଧାନ କିଣା ଆରମ୍ଭ : ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ବର: ଚଳିତ ଖରିଫ୍‌ ଋତୁରେ ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ହୋଇଛି ନିଷ୍ପତ୍ତି। ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ବୈଠକରେ ପରେ ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସୂଚନା ଅନୁସାରେ ବରଗଡ଼ ଜିଲାରୁ ଧାନ କିଣା
Read More...

ଓଡିଶାରୁ ଓହରିନି ଆର୍ସେଲର ମିତ୍ତଲ-ନିପନ୍ ଷ୍ଟିଲ: ଶିଳ୍ପମନ୍ତ୍ରୀ

ଭୁବନେଶ୍ବର: ୨୪ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନା ପ୍ରକଳ୍ପରୁ ଓହରିନି ଆର୍ସେଲର ମିତ୍ତଲ-ନିପନ୍ ଷ୍ଟିଲ କମ୍ପାନୀ। ଅଗ୍ରଣୀ ଷ୍ଟିଲ୍ ଉତ୍ପାଦନକାରୀ କମ୍ପାନୀ ଆର୍ସଲମିତ୍ତଲ ଏବଂ ଜାପାନର ନିପନ ଷ୍ଟିଲ୍ ଓଡିଶାରୁ ଓହରି ନଥିବା କହିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ଦୁଇ
Read More...