Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category
TOP STORIES
ଲାଞ୍ଚ ନେବାବେଳେ ଧରା ପଡିଲେ ଫୁଡ୍ ସେଫ୍ଟି ଅଫିସର
କେନ୍ଦ୍ରାପଡା: ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି।
ବିଭାଷ!-->!-->!-->…
Read More...
Read More...
ଲୁହା କଡେଇରେ ମହାପ୍ରସାଦ ପ୍ରସ୍ତୁତ ଘଟଣାରେ ଜଣେ ପାଳିଆ ସେବକ ସହ ୩ ସୁପକାର ନିଲମ୍ବିତ
ପୁରୀ: ଶ୍ରୀମନ୍ଦିରରେ ଲୁହା କଡେଇରେ ରୋଷେଇ ଘଟଣାରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏହି ଘଟଣାରେ ଜଣେ ପାଳିଆ ସେବକଙ୍କୁ ନିଲମ୍ବନ କରଯାଇଛି। ଏଥିସହିତ ୩ ଜଣ ସୁପକାରଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ । ସେମାନଙ୍କୁ କାରଣ!-->…
Read More...
Read More...
ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା
ଭୁବନେଶ୍ବର: ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଏହି ଦୁଇ ଯୋଜନା ଲାଗୁ ହେବ। ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ସରକାରଙ୍କ ସହ ଏମଓୟୁ!-->…
Read More...
Read More...
ଅକ୍ଟୋବର ୫ରେ ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା
ନୂଆଦିଲ୍ଲୀ: ଆସନ୍ତା ଅକ୍ଟୋବର ୫ ତାରିଖରେ ଚାଷୀଙ୍କ ଖାତାକୁ ଚଢିବ ପିଏମ କିଷାନ୍ ଟଙ୍କା । ପାଖାପାଖି ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଯିବ ୨୦ ହଜାର ଟଙ୍କା । ପିଏମ୍ କିଷାନର ୧୮ ତମ କିସ୍ତିରେ ମହାରାଷ୍ଟ୍ରରୁ ସିଧା ଚାଷୀଙ୍କ କାତାକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି ।
!-->!-->!-->…
Read More...
Read More...
ବସ୍ରେ ଲାଗିଲା ନିଆଁ, ୨୫ ଛାତ୍ରଛାତ୍ରୀ ଜୀବନ୍ତ ଦଗ୍ଧ
ଥାଇଲାଣ୍ଡ: ଥାଇଲାଣ୍ଡର ବ୍ୟାଂକକରୁ ମଙ୍ଗଳବାର ଏକ ବଡ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ନେଇ ଯାଉଥିବା ବସ୍ରେ ନିଆଁ ଲାଗିଛି। ଏହି ଦୁର୍ଘଟଣାରେ ୨୫ ଜଣ ଛାତ୍ରୀଛାତ୍ର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବସ୍ରେ ମୋଟ ୪୪ ଜଣ ଲୋକ ଯାତ୍ରା!-->…
Read More...
Read More...
ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ୨ ଯୁବକ ମୃତ
ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ରାଜକିରଣ ଶତପଥୀ (୨୩) ଓ ନଳିନୀକାନ୍ତ ତ୍ରିପାଠୀ (୨୭)। ରାଜକିରଣଙ୍କ ଘର ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିରେ। ସେହିପରି ତାଙ୍କ ସଂପର୍କୀୟ ଭାଇ ନଳିନୀକାନ୍ତ ଇଚ୍ଛାପୁରମରେ ରହୁଥିଲେ।!-->…
Read More...
Read More...
ବଢ଼ିଲା ଗ୍ୟାସ ସିଲିଣ୍ଡରର ମୂଲ୍ୟ
ନ୍ୟୁଜ୍ ବ୍ୟୁରୋ: ପାର୍ବଣ ସମୟରେ ଗ୍ରାହକଙ୍କୁ ଝଟକା। ବଢ଼ିଲା ଏଲପିଜି ସିଲିଣ୍ଡରର ମୂଲ୍ୟ। ମଙ୍ଗଳବାର ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା ବୃଦ୍ଧି ପାଇଛି। ଅବଶ୍ୟ, ଏହି ମୂଲ୍ୟଗୁଡିକ ବ୍ୟବସାୟିକ ଅର୍ଥାତ୍ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡର ପାଇଁ ବୃଦ୍ଧି କରାଯାଇଥିବାବେଳେ ଘରୋଇ ଗ୍ୟାସ!-->…
Read More...
Read More...
ଚିତ୍ରକୋଣ୍ଡାରୁ ୧ ଟନ୍ କଇଁଛ ଜବତ, ୨ ଗିରଫ
ମାଲକାନଗିରି: ମାଲକାନଗିରି ଜିଲ୍ଲାରୁ ବିପୁଳ ମାତ୍ରାରେ କଇଁଛ ଜବତ ହୋଇଛି। ଆଜି ଚିତ୍ରକୋଣ୍ଡା ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୧ ଟନ୍ କଇଁଛ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି।
ଚିତ୍ରକୋଣ୍ଡା ବନବିଭାଗ ଅଧିକାରୀଙ୍କ ସୂଚନା ମୁତାବକ, ଏହି ଜବତ କଇଁଛ ଗୁଡିକ ଏକ ଭ୍ୟାନ୍!-->!-->!-->…
Read More...
Read More...
ବିଜେଡିର ୪ ନେତାଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ବର: ବିଜେଡିର ୪ ଜଣ ନେତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ବିଜେଡି କର୍ପୋରେଟର ଅମରେଶ ଜେନା ଏବଂ ବିରଞ୍ଚି ନାରାୟଣ ମହାଶୂପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ରାଉତ। ଅମରେଶ ଜେନା, ବିରଞ୍ଚି ମହାସୂପକାର, ବିବେକ!-->…
Read More...
Read More...
ଗାଈକୁ ରାଜମାତାର ମାନ୍ୟତା ଦେଲେ ମହାରାଷ୍ଟ୍ର ସରକାର
ମହାରାଷ୍ଟ୍ର: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଏକନାଥ ଶିନ୍ଦେ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଦେଶୀ ଗାଈକୁ ରାଜ୍ୟମାତା-ଗୋମାତାର ମାନ୍ୟତା ଦେଇଛନ୍ତି। ମହାରାଷ୍ଟ୍ର ସରକାର ଏ ସମ୍ପର୍କରେ ଘୋଷଣା କରିଛନ୍ତି। ସରକାର ସୋମବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି!-->…
Read More...
Read More...