Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category
TOP STORIES
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭଦ୍ରକ ଜିଲ୍ଲା ଆରଆଇ
ଭଦ୍ରକ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ନିରୀକ୍ଷକ ବା ଆରଆଇ ଭାଗବତ ଖଟୁଆ। ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ ମାମଲାରେ କୃଷି!-->…
Read More...
Read More...
ଆସନ୍ତାକଲିଠାରୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ
ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
କଟକ: ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ। ଶୁକ୍ରବାର ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି!-->!-->!-->…
Read More...
Read More...
ଆବାସିକ ବିଦ୍ୟାଳୟରୁ ଦଶମ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କନ୍ଧମାଳ: ଆବାସିକ ବିଦ୍ୟାଳୟରୁ ଦଶମ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏପରି ଏକ ଅଭାବନୀୟ ଘଟଣା କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ଆର. ନୂଆଗାଁସ୍ଥିତ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟରେ ଘଟିଛି। ମୃତ ଛାତ୍ର ଜଣକ ହେଲେ ବାଲି ସୁଗ୍ରି ଗ୍ରାମର ରସାନନ୍ଦ ମଲ୍ଲିକଙ୍କ ସାନ ପୁଅ!-->…
Read More...
Read More...
ମେଡ଼ିକାଲରେ ଡାକ୍ତରଙ୍କୁ ଛୁରାମାଡ଼
ଚେନ୍ନାଇ: ମେଡ଼ିକାଲ୍ରେ ସୁରକ୍ଷିତ ନୁହଁନ୍ତି ଡାକ୍ତର। ହସ୍ପିଟାଲରେ ବୁଲିଲା ଛୁରୀ। କ୍ୟାନ୍ସର ଓ୍ୱାର୍ଡରେ ମା'ର ଚିକିତ୍ସା ଚାଲିଥିବା ବେଳେ ଡାକ୍ତରଙ୍କୁ ଆଖିବୁଜା ଛୁରାମାଡ଼ କଲା ପୁଅ ।ଏମିତି ଅଭାବନୀୟ ଘଟଣା ଘଟିଛି ବୁଧବାର ଚେନ୍ନାଇର ଏକ ହସ୍ପିଟାଲରେ। ଡ୍ୟୁଟିରେ ଥିବା ଡାକ୍ତରଙ୍କୁ!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୮ ପ୍ରସ୍ତାବ କୁ ମିଳିଲା ମଞ୍ଜୁରୀ
ଭୁବନେଶ୍ବର: ଆଜି ୮ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ ମୋହର ବାଜିଛି। ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୫ଟି ମସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ!-->…
Read More...
Read More...
ଏବେ ୭ ବର୍ଷ ପରେ ଜଣେ ଏସଆଇ ଇନ୍ସପେକ୍ଟର ହୋଇପାରିବେ
ଭୁବନେଶ୍ବର; ଏସଆଇମାନଙ୍କ ପଦୋନ୍ନତି ନେଇ ଆସିଲା ଖୁସି ଖବର। ଓଡ଼ିଶା ସରକାର ପୋଲିସ ପ୍ରଶାସନରେ ପଦୋନ୍ନତି ପାଇଁ ଯୋଗ୍ୟତା ନିୟମକୁ ପରିବର୍ତ୍ତନ କରିଛନ୍ତି। ଏଣିକି ୭ ବର୍ଷ ଏସଆଇ ରହିବା ପରେ ଜଣେ ଇନ୍ସପେକ୍ଟର ହୋଇପାରିବେ। ପୂର୍ବରୁ ଏହା ୧୦ ବର୍ଷ ଥିଲା।ନିଷ୍ପତ୍ତି ଅନୁଯାୟୀ, ପୋଲିସ ଏସଆଇରୁ!-->…
Read More...
Read More...
ଲୋକଙ୍କୁ ଫେରାଯିବ ବେଦାନ୍ତ ଜମି
ଭୁବନେଶ୍ବର: ବେଦାନ୍ତ ପାଇଥିବା ଜମିକୁ ଲୋକଙ୍କୁ ଫେରସ୍ତ କରାଯିବ। ପୁରୀରେ ଅନ୍ତର୍ଜାତୀୟ ସ୍ତରର ବିଶ୍ୱବିଦ୍ୟାଳୟ ସ୍ଥାପନ କରିବା ପାଇଁ ବେଦାନ୍ତ କମ୍ପାନୀ ନେଇଥିବା ଜମି ଲୋକଙ୍କୁ ଫେରସ୍ତ କରାଯିବ। ଜମି ଫେରସ୍ତ ପାଇଁ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରାଜସ୍ୱ ଓ!-->…
Read More...
Read More...
ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ
ଭୁବନେଶ୍ବର: ଆସନ୍ତା ବର୍ଷ ଜାନୁଆରୀ ଲୋକମାନଙ୍କୁ ମିଳିବ ନୂଆ ରାସନ କାର୍ଡ। ବୁଧବାର ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି,ଗତ ଜୁଲାଇରେ ଆରମ୍ଭ ହୋଇଥିବା ଇ-କେୱାଇସି ଚଳିତ ମାସ ଶେଷ ହେବ ବୋଲି ଆଶା କରାଯାଉଛି।!-->…
Read More...
Read More...
ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଗିରଫ
କାଶୀପୁର: ଗିରଫ ହେଲେ ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୧ କୋଟି ୭୩ ଲକ୍ଷରୁ ଊର୍ଦ୍ଧ୍ବ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ!-->…
Read More...
Read More...
ସମ୍ପତ୍ତି ପାଇଁ ବଡ ଭାଇକୁ ହତ୍ୟା
ଗଞ୍ଜାମ: ସମ୍ପତ୍ତି ଆଗରେ ବଡଭାଇ ତୁଚ୍ଛ। ଗଞ୍ଜାମ ଜିଲା ଆସିକାରେ ଏଭଳି ଏକ ନୃଶଂସ ହତ୍ୟାକାଣ୍ଡ ଘଟିଛି। ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ ପାତ୍ର(୫୫)ଙ୍କୁ ନିର୍ମମ ଭାବେ ହତ୍ୟା!-->…
Read More...
Read More...