Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍, ୧୨,୫୭୨ ଅଯୋଗ୍ୟ ଘୋଷିତ
Browsing Category
TOP STORIES
ଦୀପାବଳି ପାଇଁ ଗାଇଡଲାଇନ ଜାରି
ଭୁବନେଶ୍ବର; ଦୀପାବଳି ପାଇଁ ଗାଇଡଲାଇନ ଜାରି କଲା କମିଶନରେଟ ପୋଲିସ। ସୁପ୍ରିମକୋର୍ଟଙ୍କ ନିୟମ ଅନୁଯାୟୀ ଫୁଟାଯିବ ବାଣ। ବିପଜ୍ଜନକ ବାଣ ଫୁଟାଇବା କିମ୍ବା ବିକ୍ରି ଉପରେ କଟକଣା ଜାରି ହୋଇଛି। ଗ୍ରୀନ କ୍ରାକର ବିକ୍ରି ପାଇଁ କୁହାଯାଇଛି। ଲାଇସେନ୍ସ ମୁତାବକ ଜଣେ ଦୋକାନୀ ୩ ଶହ କେଜି ବାଣ!-->…
Read More...
Read More...
ସ୍ଥାୟୀ ନିଯୁକ୍ତି ଦାବିରେ ପାରାମେଡିକାଲ ଷ୍ଟାଫଙ୍କ ଧାରଣା
ଭୁବନେଶ୍ବର; ରୋଗୀମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ନର୍ସିଙ୍ଗ ଅଫିସର, ଏଏନଏମ, ଫାର୍ମାସିଷ୍ଟ ଓ ଏଲ.ଟି ମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର!-->…
Read More...
Read More...
୮କୋଟି ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ
କର୍ଣ୍ଣାଟକ: ୮କୋଟି ଟଙ୍କା ପାଇଁ ଦୁଇ ବୟଫ୍ରେଣ୍ଡଙ୍କ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ। କର୍ଣ୍ଣାଟକର ରୋଡ଼ାଗୁ ଜିଲ୍ଲାର ଏକ କଫି ପ୍ଲାଣ୍ଟରୁ ୩ ସପ୍ତାହ ତଳୁ ଏକ ଅଜଣା ଦରପୋଡ଼ା ମୃତଦେହ ମିଳିବା ଘଟଣାର ପୋଲିସ ପର୍ଦ୍ଦାଫାସ୍ କରିଛି।
ସୂଚନା ଅନୁଯାୟୀ, ଅକ୍ଟୋବର ୮ ତାରିଖରେ!-->!-->!-->…
Read More...
Read More...
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ଓଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ!-->…
Read More...
Read More...
ତିରୁପତିର ଇସ୍କନ୍ ମନ୍ଦିରକୁ ବୋମା ଧମକ
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର କିଛି ହୋଟେଲକୁ ଧମକ ମିଳିବାର ୩ ଦିନ ମଧ୍ୟରେ ତିରୁପତିର ଇସ୍କନ୍ ମନ୍ଦିରକୁ ଧମକ ମିଳିଛି। ଧମକ ମିଳିବା ମାତ୍ରେ ମନ୍ଦିରର ପ୍ରତ୍ୟେକ କୋଣ ଅନୁକୋଣରେ ଅଗ୍ନିଶମ ବାହିନୀ, ପୋଲିସ୍ ଟିମ୍, ବମ୍ ସ୍କ୍ୱାଡ ଏବଂ ସନ୍ଧାନୀ କୁକୁରଙ୍କ ଦ୍ବାରା ଯାଞ୍ଚ କରାଯାଇଥିଲା!-->…
Read More...
Read More...
ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
ଦୁର୍ନୀତିଗ୍ରସ୍ତ ସାବଧାନ, ସରକାର କେତେବେଳେ ବି ବାନ୍ଧି ପାରନ୍ତିଭୁବନେଶ୍ବର; ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବହୁ ଦୁର୍ନୀତିଖୋର ଅଧିକାରୀ ବନ୍ଧା ହେଲେଣି ଓ ଯେଉଁମାନେ ବନ୍ଧା ହୋଇ!-->…
Read More...
Read More...
ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।
!-->!-->!-->…
Read More...
Read More...
ଶିମିଳିପାଳରେ ମହାରାଷ୍ଟ୍ରର ମହାବଳ
ମୟୁରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟକୁ ଆସିଲେ ନୂଆ ଅତିଥି। ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ମୟୁରଭଞ୍ଜର ଶିମିଳିପାଳକୁ ଅଣାଯାଇଛି । ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ!-->…
Read More...
Read More...
୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା
ଭୁବନେଶ୍ବର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ!-->!-->!-->…
Read More...
Read More...
ବିଷ ବଳୟରେ ରାଜଧାନୀ
ନୂଆଦିଲ୍ଲୀ: ପ୍ରଦୂଷଣ ଉପରେ ଲାଗୁନି ବ୍ରେକ୍। ବିଷ ବଳୟରେ ଦିଲ୍ଲୀ। ଦିନକୁ ଦିନ ଏହା ବଢ଼ି ଚାଲିଛି। ଏବେଠାରୁ ଜହର ପାଲଟିଲାଣି ଦିଲ୍ଲୀ ବାୟୁ। ଫଳରେ ଅଣନିଶ୍ଵାସୀ ହେଲେଣି ରାଜଧାନୀବାସୀ। ଜଳବାୟୁ କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ବୃଦ୍ଧି ହେତୁ!-->…
Read More...
Read More...