Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍
Browsing Category
TOP STORIES
ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି
ନୂଆଦିଲ୍ଲୀ: ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ମଙ୍ଗଳବାର ଲୋକ ସଭାରେ ବ୍ୟାଙ୍କିଂ ଆଇନ୍ ସଂଶୋଧନ ବିଲ୍ ପାରିତ ହୋଇଛି। ଏହି ବିଲ୍ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ!-->…
Read More...
Read More...
ବିଧାନସଭାରେ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ଦାବି
ଭୁବନେଶ୍ବର: କିଛିମାସର ବ୍ୟବଧାନ ପରେ ପୁଣି ନିଜ ଦରମା ବୃଦ୍ଧି ଦାବି କଲେ ସବୁ ଦଳର ବିଧାୟକ। ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ତଥା ସ୍ୱାସ୍ଥ୍ୟସେବା ଖର୍ଚ୍ଚକୁ ଦୃଷ୍ଟିରେ ରଖି ଓଡିଶା ବିଧାନସଭାର ସଦସ୍ୟମାନେ ପୂର୍ବତନ ବିଧାୟକଙ୍କ ଦରମା ଏବଂପେନସନ ବୃଦ୍ଧି କରିବାକୁ ଦାବି କରାଯାଇଛି।!-->…
Read More...
Read More...
ନୌସେନା ଦିବସ ପାଇଁ ପୁରୀର ସମସ୍ତ ସ୍କୁଲ୍ ଛୁଟି
ପୁରୀ: ଆସନ୍ତାକାଲି ଅର୍ଥାତ୍ ୪ ତାରିଖରେ ପୁରୀ ବେଳାଭୂମୀରେ ନୌସେନା ଦିବସ ପାଳନ ହେବ। ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏହି ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏହାକୁ ନଜରରେ ରଖି ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ!-->…
Read More...
Read More...
ପ୍ୟାକେଜ୍ ପାଣିକୁ ବିପଦପୂର୍ଣ୍ଣ ଖାଦ୍ୟ ଶ୍ରେଣୀରେ ତାଲିକାଭୁକ୍ତ କଲା ଏଫ୍ଏସ୍ଏସ୍ଏଆଇ
ନୂଆଦିଲ୍ଲୀ; ସ୍ଵାସ୍ଥ୍ୟ ପାଇଁ କ୍ଷତିକାରକ ବଜାରରେ ମିଳୁଥିବା ମିନେରାଲ ୱାଟର ଏବଂ ପ୍ୟାକେଜଡ୍ ୱାଟର। ଏପରି ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି କେନ୍ଦ୍ର ସରକାରଙ୍କ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରଧିକରଣ (FSSAI)। ଏଫ୍ଏସ୍ଏସ୍ଏଆଇ ପ୍ୟାକେଜ୍ ପାଣି ଏବଂ ମିନେରାଲ ପାଣିକୁ ବିପଦପୂର୍ଣ୍ଣ!-->…
Read More...
Read More...
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ବର; ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ!-->…
Read More...
Read More...
ଖୁବଶୀଘ୍ର ବିବାହ କରିବେ ବ୍ୟାଡମିଣ୍ଟନ୍ ଖେଳାଳି ପିଭି ସିନ୍ଧୁ
ହାଇଦ୍ରାବାଦ: ଭାରତର ଲୋକପ୍ରିୟ ବ୍ୟାଡମିଣ୍ଟନ ଖେଳାଳି ତଥା ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର। ପଡ଼ିବ ହାତ ଗଣ୍ଠି। ବଧୂ ସାଜିବେ ଭାରତର ଷ୍ଟାର ବ୍ୟାଡମିଣ୍ଟନ୍ ଖେଳାଳି ପିଭି ସିନ୍ଧୁ। ଆସନ୍ତା ଡିସେମ୍ବର ୨୨ ତାରିଖରେ ହେବ ବିବାହ ଉତ୍ସବ। ରାଜସ୍ଥାନର!-->…
Read More...
Read More...
ହସ୍ପିଟାଲ ପରେ ଏବେ ବାଂଲାଦେଶୀଙ୍କୁ ହୋଟେଲ୍ ମନା
ତ୍ରିପୁରା: ବାଂଲାଦେଶୀଙ୍କୁ ନେଇ ତ୍ରିପୁରା ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ରେ ବାଂଲାଦେଶୀ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ରୋକ ଲଗାଯାଇଛି। ବାଂଲାଦେଶରେ ଭାରତୀୟ ପତାକାକୁ ଅପମାନ ଘଟଣାରେ ଅଲ ତ୍ରିପୁରା ହୋଟେଲ ଏବଂ ରେଷ୍ଟୁରାଣ୍ଟ ମାଲିକ ସଂଘ ପକ୍ଷରୁ ବାଂଲାଦେଶୀ ପର୍ଯ୍ୟଟକଙ୍କୁ କୌଣସି!-->…
Read More...
Read More...
‘ଦି ସାବରମତୀ ରିପୋର୍ଟ’ ଦେଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା
ଭୁବନେଶ୍ବର: ହିନ୍ଦୀ ଚଳଚ୍ଚିତ୍ର ଓ ଧାରାବାହିକ ଜଗତର ଲୋକପ୍ରିୟ ପ୍ରଯୋଜିକା ତଥା ନିର୍ଦେଶିକା ଏକତା କପୁର ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ମଙ୍ଗଳବାର ଏକତା ଓଡ଼ିଶା ଆସି ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଓ ସାବରମତି ରିପୋର୍ଟ!-->…
Read More...
Read More...
ଟ୍ରକ ଧକ୍କାରେ ସିକ୍ୟୁରିଟି ଗାର୍ଡ ମୃତ
ବଲାଙ୍ଗିର: ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ।
ସୂଚନା ଅନୁସାରେ ଗତକାଲି!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଜୟପୁର: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱନାଥଙ୍କ ଘର ସମେତ ୬ଟି ସ୍ଥାନରେ ମଙ୍ଗଳବାର ସକାଳୁ ଚଢାଉ କରିଛି ଭିଜିଲାନ୍ସ ଟିମ। ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ!-->…
Read More...
Read More...