Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category
TOP STORIES
ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ ସୁଟର ଗିରଫ
ଦିଲ୍ଲୀ: ଅଡୁଆରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି। ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ!-->…
Read More...
Read More...
ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ
ପୁରୀ: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ। ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ବାତ୍ୟାର ପ୍ରଭାବ କମିବା ପରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ କରାଯାଇଛି।ତେବେ ବାତ୍ୟା ଲ୍ୟାଣ୍ଡଫଲ୍!-->…
Read More...
Read More...
ସ୍ୱାଭାବିକ ହେଲା ଭୁବନେଶ୍ୱର ବିମାନସେବା
ଭୁବନେଶ୍ବର: ସ୍ୱାଭାବିକ ହେଲା ଭୁବନେଶ୍ବରରେ ବିମାନସେବା। ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ବାତ୍ୟା ପାଇଁ କାଲି!-->…
Read More...
Read More...
ତିରୁପତି ମନ୍ଦିରକୁ ବୋମା ଧମକ
ଆନ୍ଧ୍ରପ୍ରଦେଶ: ସ୍କୁଲ, ହସପିଟାଲ ଓ ବିଭିନ୍ନ ଅନ୍ତର୍ଜାତୀୟ ବିମାନରେ ବୋମା ଧମକ ମିଳିବ ପରେ ଏବେ ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିରରେ ସମାନ ଧମକ ମିଳିବା ଆରମ୍ଭ ହୋଇଛି। ତିରୁପତି ମନ୍ଦିର ପରିସରରେ ଥିବା ଅନେକ ହୋଟେଲକୁ ଇମେଲ ମାଧ୍ୟମରେ ବୋମା ଧମକ ମିଳିଥିବା ସୂଚନା ରହିଛି। ସହରର ତିନୋଟି!-->…
Read More...
Read More...
ଏନସିପିରେ ଯୋଗଦେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି
ନୂଆଦିଲ୍ଲୀ: କଂଗ୍ରେସକୁ ଲାଗିଛି ବଡ଼ ଝଟ୍କା। ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି ଶୁକ୍ରବାର ଏନସିପି ଅଜିତ ପାୱାର ଦଳରେ ଯୋଗ ଦେଇଛନ୍ତି। ଅଜିତ ପାୱାର ଏନସିପି ଦଳରେ ଯୋଗଦେବା ମାତ୍ରେ ଦଳ ତାଙ୍କୁ ଟିକେଟ ଦେବାକୁ ଘୋଷଣା କରିଥିଲେ।!-->…
Read More...
Read More...
ଜଷ୍ଟିସ୍ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି
ନୂଆଦିଲ୍ଲୀ: ଜଷ୍ଟିସ୍ ସଞ୍ଜୀବ ଖାନ୍ନା ହେବେ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଅଛନ୍ତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ । ସେ ଅବସର ନେବା ପରେ ଜଷ୍ଟିସ ଖାନ୍ନା ନଭେମ୍ବର ୧୧ ତାରିଖରେ ପ୍ରଧାନ ବିଚାରପତି ଭାବେ ଶପଥ ନେବେ । ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ!-->…
Read More...
Read More...
ଦାନା ବଦଳାଉଛି ଗତିପଥ
ପଶ୍ଚିମବଙ୍ଗ ୧ ଲକ୍ଷ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ନ୍ୟୁଜ୍ ବ୍ୟୁରୋ: ଘୂର୍ଣ୍ଣିବଳୟ ଦାନାର ବିପଦକୁ ଦୃଷ୍ଟିରେ ରଖି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ସରକାର ବିଶେଷ ପ୍ରସ୍ତୁତି ଚଳାଇଛନ୍ତି। ପଶ୍ଚିମବଙ୍ଗ ସରକାର ଗୁରୁବାର ଘୋଷଣା କରିଛନ୍ତି ଯେ ଦାନାର ପ୍ରଭାବକୁ ଦେଖି ଏକ ଲକ୍ଷରୁ ଅଧିକ!-->…
Read More...
Read More...
ବାତ୍ୟା ‘ଦାନା’ ପାଇଁ ବନ୍ଦ ରହିବ ଧଉଳି
ଭୁବନେଶ୍ବର: ବାତ୍ୟା ‘ଦାନା’ ପାଇଁ ଦୁଇ ଦିନ ଧଉଳି ଶାନ୍ତି ସ୍ତୁପ ପର୍ଯ୍ୟଟକ ମାନଙ୍କ ନିମନ୍ତେ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ଦାନା ର ଗଭୀର ପ୍ରଭାବ ରେ ଜିଲ୍ଲାର ସମୁନ୍ଦ୍ର ଉପକୂଳ ଅଞ୍ଚଳ ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ପାଗ ଖରାପକୁ ଦୃଷ୍ଟିରେ ଆଖି ଆଗରେ ରଖି ଆଜି ଠାରୁ!-->…
Read More...
Read More...
ଭୁବନେଶ୍ୱର ବିମାନବନ୍ଦରରେ ବୋମା ଆତଙ୍କ
ଭୁବନେଶ୍ୱର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୁରୁବାର ଦିନ ବୋମା ଧମକ ମିଳିଛି। ବୋମା ଧମକ ମିଳିବା ପରେ ବିମାନ ବନ୍ଦରରେ ଆତଙ୍କ ଖେଳିଯାଇଛି। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ ଆସିବା ପରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଧମକପୂର୍ଣ୍ଣ କଲ ପରେ!-->…
Read More...
Read More...
ବାବା ସିଦ୍ଦିକିଙ୍କ ହତ୍ୟା ମାମଲାରେ ଆଉ ୩ ଗିରଫ
ପୁଣେ: ବାବା ସିଦ୍ଦିକିଙ୍କ ହତ୍ୟା ମାମଲାରେ ପୋଲିସ ଆଉ ତିନି ଜଣଙ୍କୁ ଗିରଫ କରିଛି। ବୁଧବାର ବିଳମ୍ବିତ ରାତିରେ ପୁଣେରୁ ଏହି ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ହୋଇଥିବା ମୋଟ ଅଭିଯୁକ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଏହି ମାମଲାରେ ପୁଲିସ ପୂର୍ବରୁ ୧୧ ଜଣଙ୍କୁ ଗିରଫ କରିଥିବା ବେଳେ!-->…
Read More...
Read More...