ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category

TOP STORIES

ବାତ୍ୟା ଦାନା ପାଇଁ ଆଉ ୧୭ଟି ଟ୍ରେନ୍ ବାତିଲ୍

ନୂଆଦିଲ୍ଲୀ: ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ। ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି ୧୨କିମି ବେଗରେ ଉପକୂଳ ଆଡକୁ ମାଡି ଆସୁଛି
Read More...

ବାତ୍ୟା ଦାନା ଲାଗି ବିମାନ ସେବା ବନ୍ଦ

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ଭୁବନେଶ୍ୱରରେ ପବନ ବେଗ
Read More...

ତାଳଚୁଆରେ କରିପାରେ ଲ୍ୟାଣ୍ଡଫଲ

ଭୁବନେଶ୍ବର: ବାତ୍ୟାର ଗତିପଥକୁ ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେଉଛି। ଯେତେ ଯେତେ ସ୍ଥଳଭାଗ ମୁହାଁ ପାଖେଇ ଆସୁଛି ଦାନା, ସେତେ ସେତେ ଗତିପଥ ସ୍ଫଷ୍ଟ ହେଉଛି। ତେବେ ସ୍ଥଳଭାଗ ଛୁଇଁଲା ପରେ ଦାନା ସାମାନ୍ୟ ଗତିପଥ ବଦଳାଇ ପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ
Read More...

ଦାନା ପ୍ରଭାବରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ଦାନା ପ୍ରଭାବ ରେ ଆସନ୍ତା ୧୮ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଯାଜପୁର, କେଉଁଝର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଜିଲ୍ଲା ର ଅଧିକାଂଶ ଅଞ୍ଚଳ ରେ ବର୍ଷା ସହ ବିଭିନ୍ନ ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା
Read More...

ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ନାମରେ ଧମକ ଦେଇ ପରିବାଵାଲା ଗିରଫ

ଜାମସେଦପୁର: ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଧମକ ଦେଇ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମରେ ୫ କୋଟି ଟଙ୍କା ମାଗିଥିବା ଅଭିଯୋଗରେ ମୁମ୍ବାଇ ପୋଲିସ ଜାମସେଦପୁରରୁ ଜଣେ ପରିବା ବିକାଳିଙ୍କୁ ଗିରଫ କରିଛି । ପୋଲିସ ଅଧିକାରୀଙ୍କ କହିବାନୁସାରେ, ଜଣେ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ
Read More...

ବାତ୍ୟା ‘ଦାନା’କୁ ନେଇ ଜନସାଧାରଣଙ୍କୁ ସଚେତନ କରାଉଛି ସୋଆ କମ୍ୟୁନିଟି ରେଡିଓ

ଭୁବନେଶ୍ୱର, ୨୩: ବଙ୍ଗୋପ ସାଗରରେ ଘୂର୍ଣ୍ଣିଝଡ଼ ‘ଦାନା’ ତୀବ୍ର ଗତିରେ ଓଡ଼ିଶା ଉପକୂଳ ମୁହାଁ ହେଉଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ଏହି ବିପଦପୂର୍ଣ୍ଣ ପରିସ୍ଥିତି ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇବା ନିମନ୍ତେ ସୂଚନା ପ୍ରଦାନ କରିବା
Read More...

ପ୍ରତି ୩ ଘଣ୍ଟାରେ ସୋସିଆଲ ମିଡିଆରେ ବାତ୍ୟାର ଅପଡେଟ୍ ଦେବେ ରାଜ୍ୟ ସରକାର

ଭୁବନେଶ୍ବର: ବାତ୍ୟା ‘ଦାନା’ ପାଇଁ ଅକ୍ଟୋବର ୨୪ ରାତିରୁ ଅକ୍ଟୋବର ୨୫ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରତି ୩ ଘଣ୍ଟା ବ୍ୟବଧାନରେ ଅପଡେଟ୍ ଦେବେ ରାଜ୍ୟ ସରକାର। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଅଗ୍ନିଶମ ସେବାର ସୋସିଆଲ ମିଡିଆ ହ୍ୟାଣ୍ଡେଲଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସୋସିଆଲ୍
Read More...

ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଜାରି ହେଲା ଟେଲିଫୋନ ନମ୍ବର

ଭୁବନେଶ୍ବର; ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ନୂତନ ପଦକ୍ଷପ ନେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି
Read More...

ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ରାଜ୍ୟ ମହିଳା କମିଶନ
Read More...

ବାତ୍ୟା ପାଇଁ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ

କଟକ: ବାତ୍ୟା ପାଇଁ ବଡ଼ ନିଷ୍ପତ୍ତି ନେଲା ଓଡ଼ିଶା ଲୋକସେବା ଆୟୋଗ। ବାତ୍ୟା ଦାନା ପାଇଁ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ସ୍ଥଗିତ ରଖିଲା ଓଡ଼ିଶା ଲୋକସେବା ଆୟୋଗ। ଆସନ୍ତା ୨୭ ତାରିଖରେ ଓଏଏସ୍ ପ୍ରିଲିମ୍‌ ପରୀକ୍ଷା ହେବାର ଥିଲା। କିନ୍ତୁ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ
Read More...