Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category
TOP STORIES
ଓଡ଼ିଶା ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବ
ଭୁବନେଶ୍ବର: ଓଡ଼ିଶା ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବର ଚତୁର୍ଥ ଦିବସରେ ଆୟୋଜିତ ଭାରତୀୟ ଗୋବିଜ୍ଞାନ ପ୍ରଶିକ୍ଷଣ ଶିବିରରେ ପ୍ରାକୃତିକ କୃଷି ବିଶେଷଜ୍ଞ ଶ୍ରୀ ସଭାପତି ଖାଡଙ୍ଗା ଓ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ଵବିଦ୍ୟାଳୟର ପ୍ରଫେସର ରମେଶ ମଳିକ ଯୋଗଦେଇଥିଲେ। ଶ୍ରୀ ସଭାପତି ଖାଡଙ୍ଗା!-->…
Read More...
Read More...
ସ୍ୱାମୀଙ୍କୁ ଗଛରେ ବାନ୍ଧି ସୁନାଗହଣା ଲୁଟିବା ପରେ ସ୍ତ୍ରୀକୁ ହତ୍ୟା
କୋରାପୁଟ: ସ୍ୱାମୀଙ୍କୁ ଗଛରେ ବାନ୍ଧି ସୁନାଗହଣା ଲୁଟିବା ପରେ ସ୍ତ୍ରୀକୁ ହତ୍ୟା । ସ୍ୱାମୀ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି । ଏଭଳି ବିଭତ୍ସ କାନ୍ଦ ଘଟିଛି କୋରାପୁଟ ଜିଲା ନନ୍ଦପୁର ଥାନା କୁମାରଗନ୍ଧନା ହରିଆମୁଣ୍ଡା ଗାଁରେ। ମୃତା ମହିଳା ହେଲେ ସାବିତ୍ରୀ ଖରା।
ସୂଚନା!-->!-->!-->…
Read More...
Read More...
ଭୁବନେଶ୍ୱର ବିମାନରେ ବୋମା ଆତଙ୍କ
ଭୁବନେଶ୍ୱର: ଭୁବନେଶ୍ୱର ବିମାନରେ ବୋମା ଆତଙ୍କ। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ। ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିମାନକୁ ଜରୁରୀ ଅବତରଣ କରାଯାଇଛି।
!-->!-->…
Read More...
Read More...
ଚଳନ୍ତା ଟ୍ରେନ୍ ଉପରକୁ ଗୁଳି ମାଡ଼
ଭଦ୍ରକ: ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍ ଲାଇନ୍ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। ଗୁଳିକାଣ୍ଡରେ ୱିଣ୍ଡୋ କାଚ ଭାଙ୍ଗି ଯାଇଥିବା!-->…
Read More...
Read More...
ନଭେମ୍ବର ୨୧ରୁ ଧାନ କିଣା ଆରମ୍ଭ : ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ବର: ଚଳିତ ଖରିଫ୍ ଋତୁରେ ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ହୋଇଛି ନିଷ୍ପତ୍ତି। ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ବୈଠକରେ ପରେ ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।
ସୂଚନା ଅନୁସାରେ ବରଗଡ଼ ଜିଲାରୁ ଧାନ କିଣା!-->!-->!-->…
Read More...
Read More...
ଓଡିଶାରୁ ଓହରିନି ଆର୍ସେଲର ମିତ୍ତଲ-ନିପନ୍ ଷ୍ଟିଲ: ଶିଳ୍ପମନ୍ତ୍ରୀ
ଭୁବନେଶ୍ବର: ୨୪ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନା ପ୍ରକଳ୍ପରୁ ଓହରିନି ଆର୍ସେଲର ମିତ୍ତଲ-ନିପନ୍ ଷ୍ଟିଲ କମ୍ପାନୀ। ଅଗ୍ରଣୀ ଷ୍ଟିଲ୍ ଉତ୍ପାଦନକାରୀ କମ୍ପାନୀ ଆର୍ସଲମିତ୍ତଲ ଏବଂ ଜାପାନର ନିପନ ଷ୍ଟିଲ୍ ଓଡିଶାରୁ ଓହରି ନଥିବା କହିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ଦୁଇ!-->…
Read More...
Read More...
ବାତ୍ୟା ଦାନାରେ କ୍ଷତି ହୋଇଛି ୬ଶହ କୋଟି: ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ବର: ଆସିଲା ବାତ୍ୟା ଦାନା କ୍ଷୟକ୍ଷତିର ରିପୋର୍ଟ। ଆଜି କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ପ୍ରାଥମିକ ଆକଳନ ଅନୁସାରେ କ୍ଷତି ପ୍ରାୟ ୬ଶହ କୋଟି ହୋଇଥିବା ସେ କହିଛନ୍ତି। ବିଶେଷକରି ବାଲେଶ୍ବର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲା ଏହି ବାତ୍ୟାରେ ବେଶୀ!-->…
Read More...
Read More...
ବିରୋଧ ସତ୍ତ୍ୱେ ବି ଅଦିନିଆ ରଥଯାତ୍ରା ଜିଦ୍ ଛାଡୁନି ଇସ୍କନ
ନ୍ୟୁଜ୍ ବ୍ୟୁରୋ: ବିରୋଧ ସତ୍ତ୍ୱେ ବି ନଭେମ୍ବର ୯ ଅଦିନିଆ ରଥଯାତ୍ରା ଆୟୋଜନ ଜିଦ୍ ଛାଡୁନି ଇସ୍କନ। ଗଜପତି ମହାରାଜଙ୍କ ଅନୁରୋଧ ପରେ ମଧ୍ୟ ଆମେରିକାର ହଷ୍ଟନରେ ଅଦିନିଆ ରଥଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଛି ଇସ୍କନ। ଏଣେ ହଷ୍ଟନରୁ ବି ପ୍ରବାସୀ ଓଡ଼ିଆ ଓ ପ୍ରବାସୀ ଭାରତୀୟମାନେ ଜଗନ୍ନାଥ!-->…
Read More...
Read More...
ଆମ୍ବ ଟାକୁଆରୁ ହୋଇଛି ହେପାଟାଇଟିସ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ବର; କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଏମକେସିଜି ବ୍ରହ୍ମପୁରରେ ଚିକିତ୍ସା ହେଉଥିବା!-->…
Read More...
Read More...
ଏସ୍ସିବି ମେଡିକାଲ କଲେଜରୁ ଆସିଛି ରାଗିଂ ଅଭିଯୋଗ
କଟକ: କଟକ ଏସସିବି ମେଡିକାଲ କଲେଜରେ ଆସିଛି ରାଗିଂ ଅଭିଯୋଗ। ଏମବିବିଏସ୍ ପ୍ରଥମ ବର୍ଷ ଛାତ୍ର ଆଣିଛନ୍ତି ଗୁରୁତର ଅଭିଯୋଗ। ଫାଇନାଲ ବର୍ଷର ଛାତ୍ରଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ଛାତ୍ର। ଅଭିଯୋଗକୁ ଗ୍ରହଣ କରି ଏସସିବି ଆଣ୍ଟି ରାଗିଙ୍ଗ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ଅଭିଯୋଗ ଆଣିଥିବା!-->…
Read More...
Read More...