ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ
Browsing Category

TOP STORIES

ଆମ୍ବ ଟାକୁଆ ଜାଉ ଖାଇ ଆଉ ଜଣେ ମହିଳା ମୃତ

କଟକ: ଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ କନ୍ଧମାଳ ଜିଲା ମାଣ୍ଡିପଙ୍କାର ଜିତା ମାଝୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨ରେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରୁ କଟକ ଏସସିବି ମେଡ଼ିକାଲ…
Read More...

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି

କଟକ: ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ଅର୍ଥାତ୍ ଆଜି ଫର୍ମ ପୂରଣର ଶେଷ ତାରିଖ ଥିବାବେଳେ ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଫର୍ମ ପୂରଣ ଅବଧିକୁ ବଢ଼ାଇଛି ବୋର୍ଡ। ସେହିପରି…
Read More...

ବାଲିଯାତ୍ରାରେ କଲେଜଛାତ୍ର ମୃତ୍ୟୁ ଘଟଣାରେ ପରିବାର ଲୋକଙ୍କୁ ମିଳିବ କ୍ଷତିପୂରଣ

କଟକ: ଐତିହାସିକ କଟକ ବାଲିଯାତ୍ରାରେ ଗତକାଲି ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ(୧୮)। ରିଙ୍ଗ ରୋଡର ଦୁଇ ରାସ୍ତା ମଝିରେ ଥିବା ବାଡ଼ରେ ସଜାଯାଇଥିବା ଲିଚୁ ଲାଇଟ ତାର ସଂସ୍ପର୍ଶରେ…
Read More...

ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ ଗିରଫ

ମୁମ୍ବାଇ: ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲଙ୍କୁ ଆମେରିକାର କାଲିଫର୍ନିଆରେ ଗିରଫ କରାଯାଇଛି। ଗତ ମାସରେ ଭାରତ ସରକାର ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଥିଲେ। ମୁମ୍ବାଇ ପୋଲିସର କ୍ରାଇମ ଶାଖା ଅନମୋଲଙ୍କ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ କରିବାର କିଛି ସପ୍ତାହ ପରେ ଏହି…
Read More...

ଲାଞ୍ଚ ନେଇ ବନ୍ଧା ହେଲେ ଇଷ୍ଟକୋଷ୍ଟ ରେଲୱେ ଡିଆରଏମ୍

ମୁମ୍ବାଇ: ଲାଞ୍ଚ ନେଇ ବନ୍ଧା ହେଲେ ଇଷ୍ଟକୋଷ୍ଟ ରେଲୱେ ଡିଆରଏମ୍। ୱାଲଟିୟର ଡିଭିଜନ୍ ଡିଆରଏମଙ୍କୁ ଗିରଫ କରିଛି ସିବିଆଇ। ୨୫ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଧରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା। ମୁମ୍ବାଇ ସ୍ଥିତ ଏକ ଘରୋଇ ଫାର୍ମ ମାଲିକଙ୍କଠାରୁ ଲାଞ୍ଚ ନେଉଥିଲେ। ଏହି ଘଟଣାରେ…
Read More...

ଡେପୁଟି ଜେନେରାଲ ମ୍ୟାନେଜର୍‌ଙ୍କ ଘରୁ ମିଳିଲା ଏକ କେଜିରୁ ଅଧିକ ସୁନା

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍‌ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍‌ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୁବାଷଙ୍କ…
Read More...

ଭୟଙ୍କର ପ୍ରଦୂଷଣ ପାଇଁ ଦିଲ୍ଲୀରେ ଜାରିହେଲା ଜିଆର୍‌ଏପି-୪ କଟକଣା

ନୂଆଦିଲ୍ଲୀ: ସୋମବାର ଦିଲ୍ଲୀରେ ବାୟୁ ପ୍ରଦୂଷଣ ଜୀବନ ପ୍ରତି ବିପଦ ସ୍ତରରେ ପହଞ୍ଚିବା ପରେ ଜିଆର୍‌ଏପି-୪ ଲାଗୁ କରାଯାଇଛି। ଆଜିଠାରୁ କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ବିଦ୍ୟାଳୟଗୁଡ଼ିକ ଅଫ୍‌ଲାଇନ ମୋଡ୍‌ରେ ଖୋଲିବ। ଅନ୍ୟ ସମସ୍ତ ଶ୍ରେଣୀ ପାଇ ଅନଲାଇନରେ ପାଠପଢ଼ା ହେବ। ସୋସିଆଲ…
Read More...

ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେଇ ବନ୍ଧା ହେଲେ ଡାକ୍ତର

କଳାହାଣ୍ଡି: ଲାଞ୍ଚ ନେବା ବେଳେ ଧରାପଡିଲେ ଡାକ୍ତର। ଭବାନୀପାଟଣା ଏସଆରଏମ ଭେଷଜ ମହାବିଦ୍ୟାଳୟ ଅନ୍ତର୍ଗତ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ର ସ୍ତ୍ରୀରୋଗ ବିଶେଷଜ୍ଞ ଡାକ୍ତର ଅଶୋକ ଦାସ ଜଣେ ଗର୍ଭବତୀ ମହିଳାଙ୍କ ସମ୍ପର୍କୀୟ ଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ବିଭାଗ ହାତରେ…
Read More...

କ୍ଷମା ମାଗିଲେ ମନୋଜ

ଭୁବନେଶ୍ବର: ବ୍ୟାସକବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ‘ରାଣ୍ଡୀପୁଅ ଅନନ୍ତା’କୁ ନେଇ ବ୍ରିଭାନ୍ତିକର ମନ୍ତବ୍ୟ ଦେବା ପରେ ଶେଷରେ କ୍ଷମାପ୍ରାର୍ଥନା କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ରବିବାର ରାତିରେ ଏନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ସେ କ୍ଷମା…
Read More...

ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ପରଲୋକ

କଟକ: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କର ପରଲୋକ ଘଟିଛି। ସୋମବାର ଦିନ ୨ଟା ୧୦ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ପରଲୋକ ନେଇ ଘରୋଇ…
Read More...