Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category
TOP STORIES
୧୦ରୁ ୧୫ ଦିନ ମଧ୍ୟରେ ଶେଷ ହେବ ଇ-କେଓ୍ବାଇସି
ଭୁବନେଶ୍ବର:ଇ-କେଓ୍ବାଇସି କୁ ନେଇ ବଡ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଆଉ ୧୦ରୁ ୧୫ ଦିନ ମଧ୍ୟରେ ଶେଷ ହେବ ଇ-କେଓ୍ବାଇସି। ଇ-କେଓ୍ବାଇସି ପରେ ନୂଆ ହିତାଧିକାରୀଙ୍କୁ ମିଳିବ କାର୍ଡ ବୋଲି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।
କିଛି ମାସ!-->!-->!-->…
Read More...
Read More...
ଏବେ ନିଆଁ ଲିଭାଇବ ରୋବଟ
ଭୁବନେଶ୍ବର: ଏଥର ଭୟଙ୍କର ନିଆଁ ଲିଭାଇବା ହେବ ସହଜ। ଆହୁରି ସଶକ୍ତ ଓ ମଜଭୁତ ହେବ ଅଗ୍ନିଶମ ବିଭାଗ। ଓଡ଼ିଶାରେ ପ୍ରଥମ ଥର ପାଇଁ ନିଆଁ ଲିଭାଇବା କାର୍ଯ୍ୟାରେ ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ରୋବଟକୁ ବ୍ୟବହାର କରାଯିବ। ଏହାର ନାଁ ହେଉଛି ଫାୟାର ଫାଇଟିଂ ରୋବୋଟିକ ମନିଟର। ଆଜି ଓଡ଼ିଶା!-->…
Read More...
Read More...
କମିବ ପେଟ୍ରୋଲ ଓ ଡିଜେଲ ଦର
ନୂଆଦିଲ୍ଲୀ: ଧନତେରାସରେ କେନ୍ଦ୍ର ସରକାର ବଡ ଘୋଷଣା। କମିବ ପେଟ୍ରୋଲ ଓ ଡିଜେଲ ଦର। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। ଏନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ।
କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ!-->!-->!-->…
Read More...
Read More...
ଅଦିନ ରଥଯାତ୍ରା ପ୍ରସଙ୍ଗରେ ଇସ୍କନକୁ ଚିଠି ଲେଖି ବାରଣ କଲେ ଗଜପତି
ଭୁବନେଶ୍ବର: ଅଦିନ ସ୍ନାନ ଓ ରଥଯାତ୍ରା ପ୍ରସଙ୍ଗରେ ଇସ୍କନକୁ ଚିଠି ଲେଖି ବାରଣ କଲେ ଗଜପତି ମହାରାଜା। ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଆଦିନିଆ ସ୍ନାନ ଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯିବାକୁ ବିରୋଧ କରି ଇସ୍କନକୁ ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି!-->…
Read More...
Read More...
ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ
ପୁରୀ: ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଓଡିଶା ସରକାର ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ପାଇଁ ଜାଳେଣି କାଠ ବଦଳରେ ଗୋବର ଘଷି ବ୍ୟବହାର ଉପରେ ଚିନ୍ତା କରୁଛନ୍ତି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମଙ୍ଗଳବାର ସୂଚନା ଦେଇଛନ୍ତି।!-->…
Read More...
Read More...
ପ୍ରଧାନମନ୍ତ୍ରୀ ୫୧,୦୦୦ରୁ ଅଧିକ ପ୍ରାର୍ଥୀଙ୍କୁ ଦେଲେ ନିଯୁକ୍ତି ପତ୍ର
ନୂଆଦିଲ୍ଲୀ: ଦେଶର ଜନତାଙ୍କୁ ଦୀପାବଳି ଉପହାର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀ ମଙ୍ଗଳବାର ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର!-->…
Read More...
Read More...
ମସ୍ତିଷ୍କ ଆଘାତ ଜନିତ ସମସ୍ୟା ବିଶ୍ୱରେ ମୃତ୍ୟୁର ଦ୍ୱିତୀୟ ବୃହତ୍ କାରଣ
ଭୁବନେଶ୍ୱର, ଅକ୍ଟୋବର ୨୯ : ସାରା ବିଶ୍ୱରେ ହୃଦ୍ଘାତ ମଣିଷର ମୃତ୍ୟୁର ପ୍ରଥମ ବୃହତ କାରଣ ହୋଇଥିବା ବେଳେ ମସ୍ତିଷ୍କରେ ଆଘାତ ଅଥବା ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ହେଉଥିବା ମୃତ୍ୟୁ ଦ୍ୱିତୀୟ ବୃହତ କାରଣ ବୋଲି କହିଛନ୍ତି ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ!-->…
Read More...
Read More...
ଯାତ୍ରିବାହୀ ବସ୍ ଦୁର୍ଘଟଣାରେ ୧୨ମୃତ୍ୟୁ
ରାଜସ୍ଥାନ: ରାଜସ୍ଥାନର ସିକାରରେ ଗୋଟିଏ ଯାତ୍ରିବାହୀ ବସ୍ କଲଭର୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବର୍ତ୍ତମାନ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର!-->…
Read More...
Read More...
ଦୀପାବଳୀ ପାଇଁ ଆସିଲା ଗାଇଡଲାଇନ୍
ସଂଧ୍ୟା ୭ରୁ ୯ ମଧ୍ୟରେ ଫୁଟିବ ବାଣ
୧୨୫ ଡେସିବେଲ୍ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା
ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି
ଭୁବନେଶ୍ବର: ଆଜି ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି।!-->!-->!-->!-->!-->!-->!-->!-->!-->…
Read More...
Read More...
ମଠ ମନ୍ଦିର ସୁରକ୍ଷା ପାଇଁ ଆସୁଛି ‘ଦେବାଳୟ ଯୋଜନା’
ଭୁବନେଶ୍ବର:ଆଉ ଏକ ନୂଆ ଯୋଜନା ଆଣିବାକୁ ଯାଉଛି ବିଜେପି ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଏହି ଯୋଜନା ବିଷୟରେ ସୂଚନା ଦେଇଛନ୍ତି। ଏହି ଯୋଜନା ଧର୍ମ ପୀଠ ଯେମିତି ମଠ ଓ ମନ୍ଦିରର ସୁରକ୍ଷା ପାଇଁ ରହିବ। ଏହାର ନାମ ରହିଛି ‘ଦେବାଳୟ ଯୋଜନା’।
ଯୋଜନା ସମ୍ପର୍କରେ ସୂଚନା!-->!-->!-->…
Read More...
Read More...