Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category
TOP STORIES
ଆସନ୍ତାକାଲିଠାରୁ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨
ନୂଆଦିଲ୍ଲୀ; ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ଲୋକ ଏହାର ସୁବିଧା!-->…
Read More...
Read More...
ଭାରତରେ ନିର୍ମାଣ ହେବ ଅତ୍ୟାଧୁନିକ ଯୁଦ୍ଧ ବିମାନ
ଗୁଜରାଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭାରତର ସାମରିକ ବିମାନ ପାଇଁ ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ ଉଦଘାଟିତ ହୋଇଛି। ଗୁଜରାଟର ଭଦୋଦରାର ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ଏହି ପ୍ଲାଣ୍ଟର ଉଦଘାଟନ!-->…
Read More...
Read More...
ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ଖର୍ଚ୍ଚ ହେବ ୨୦୦ କୋଟି
ସରକାରଙ୍କ ନୂଆ ଯୋଜନାଭୁବନେଶ୍ବର; ବନ୍ୟା ପରିସ୍ଥିତିକୁ ଏଡ଼ାଇବା ପାଇଁ ମୋହନ ମାଝୀ ସରକାର ଏକ ନୂଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ୫ ବର୍ଷରେ ୨୦୦କୋଟି ଟଙ୍କା ଖର୍ଚ୍ଚ କରାଯିବ। ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଏହି ଅର୍ଥ ବହନ କରିବେ। ଅଧିକ ଜଳପ୍ରବାହ ଯୋଗୁ ରାଜ୍ୟର ତଳିଆ!-->…
Read More...
Read More...
ସୋଆ ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର, ଅକ୍ଟୋବର ୨୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୨୦୨୪-୨୫ ଶିକ୍ଷା ବର୍ଷ ନିମନ୍ତେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇଥିବା ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି। ଗତ ଶନିବାର ଦିନ ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ!-->…
Read More...
Read More...
ଦୀପାବଳି ପାଇଁ ଗାଇଡଲାଇନ ଜାରି
ଭୁବନେଶ୍ବର; ଦୀପାବଳି ପାଇଁ ଗାଇଡଲାଇନ ଜାରି କଲା କମିଶନରେଟ ପୋଲିସ। ସୁପ୍ରିମକୋର୍ଟଙ୍କ ନିୟମ ଅନୁଯାୟୀ ଫୁଟାଯିବ ବାଣ। ବିପଜ୍ଜନକ ବାଣ ଫୁଟାଇବା କିମ୍ବା ବିକ୍ରି ଉପରେ କଟକଣା ଜାରି ହୋଇଛି। ଗ୍ରୀନ କ୍ରାକର ବିକ୍ରି ପାଇଁ କୁହାଯାଇଛି। ଲାଇସେନ୍ସ ମୁତାବକ ଜଣେ ଦୋକାନୀ ୩ ଶହ କେଜି ବାଣ!-->…
Read More...
Read More...
ସ୍ଥାୟୀ ନିଯୁକ୍ତି ଦାବିରେ ପାରାମେଡିକାଲ ଷ୍ଟାଫଙ୍କ ଧାରଣା
ଭୁବନେଶ୍ବର; ରୋଗୀମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ନର୍ସିଙ୍ଗ ଅଫିସର, ଏଏନଏମ, ଫାର୍ମାସିଷ୍ଟ ଓ ଏଲ.ଟି ମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର!-->…
Read More...
Read More...
୮କୋଟି ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ
କର୍ଣ୍ଣାଟକ: ୮କୋଟି ଟଙ୍କା ପାଇଁ ଦୁଇ ବୟଫ୍ରେଣ୍ଡଙ୍କ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ। କର୍ଣ୍ଣାଟକର ରୋଡ଼ାଗୁ ଜିଲ୍ଲାର ଏକ କଫି ପ୍ଲାଣ୍ଟରୁ ୩ ସପ୍ତାହ ତଳୁ ଏକ ଅଜଣା ଦରପୋଡ଼ା ମୃତଦେହ ମିଳିବା ଘଟଣାର ପୋଲିସ ପର୍ଦ୍ଦାଫାସ୍ କରିଛି।
ସୂଚନା ଅନୁଯାୟୀ, ଅକ୍ଟୋବର ୮ ତାରିଖରେ!-->!-->!-->…
Read More...
Read More...
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ଓଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ!-->…
Read More...
Read More...
ତିରୁପତିର ଇସ୍କନ୍ ମନ୍ଦିରକୁ ବୋମା ଧମକ
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର କିଛି ହୋଟେଲକୁ ଧମକ ମିଳିବାର ୩ ଦିନ ମଧ୍ୟରେ ତିରୁପତିର ଇସ୍କନ୍ ମନ୍ଦିରକୁ ଧମକ ମିଳିଛି। ଧମକ ମିଳିବା ମାତ୍ରେ ମନ୍ଦିରର ପ୍ରତ୍ୟେକ କୋଣ ଅନୁକୋଣରେ ଅଗ୍ନିଶମ ବାହିନୀ, ପୋଲିସ୍ ଟିମ୍, ବମ୍ ସ୍କ୍ୱାଡ ଏବଂ ସନ୍ଧାନୀ କୁକୁରଙ୍କ ଦ୍ବାରା ଯାଞ୍ଚ କରାଯାଇଥିଲା!-->…
Read More...
Read More...
ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
ଦୁର୍ନୀତିଗ୍ରସ୍ତ ସାବଧାନ, ସରକାର କେତେବେଳେ ବି ବାନ୍ଧି ପାରନ୍ତିଭୁବନେଶ୍ବର; ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବହୁ ଦୁର୍ନୀତିଖୋର ଅଧିକାରୀ ବନ୍ଧା ହେଲେଣି ଓ ଯେଉଁମାନେ ବନ୍ଧା ହୋଇ!-->…
Read More...
Read More...