ପ୍ରମୁଖ ଖବର

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍‌ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି
Browsing Category

TOP STORIES

ଜିନ୍ଦଲ ଫାଉଣ୍ଡେସନର ଦୁଇ ଜଣ ଉଶୁ ଚାମ୍ପିଅନମାନ ଓଡ଼ିଶା ରାଜ୍ୟପାଳଙ୍କ ଦ୍ବାରା ସମ୍ମାନିତ

ଭୁବନେଶ୍ୱର: ଗତକାଲି (୨୩ ଜୁଲାଇ ୨୦୨୫) ଭୁବନେଶ୍ୱରର ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ମହାମହିମ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ ପାଟି ଜିନ୍ଦଲ ଫାଉଣ୍ଡେସନ ଉଶୁ ତାଲିମ କାର୍ଯ୍ୟକ୍ରମର ଦୁଇ ଯୁବ ଖେଳାଳି - ପ୍ରେମ ମୁଣ୍ଡା ଏବଂ ରାଜକୁମାର ମୁଣ୍ଡାଙ୍କୁ ସମ୍ମାନିତ
Read More...

ଆଇଏଏସ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ

ଧର୍ମଗଡ଼: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ। ସୂଚନା ଅନୁସାରେ ଭିଜିଲାନ୍ସ ଗିରଫ ପରେ ତାଙ୍କ ପଦରୁ
Read More...

ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ର୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ। ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ
Read More...

ଏଣିକି ନିଶା ମୁକ୍ତ ହେବ କଲେଜ କ୍ୟାମ୍ପସ

ଭୁବନେଶ୍ବର: ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଇଛି ବଡ଼ ନିଷ୍ପତ୍ତି। ଓଡ଼ିଶାରେ କଲେଜ ହେବ ନିଶା ମୁକ୍ତ। ନିଶାମୁକ୍ତ କ୍ୟାମ୍ପସ ପାଇଁ ସମସ୍ତ କଲେଜକୁ ନିର୍ଦ୍ଦେଶ ଜାରି କଲା ଉଚ୍ଚଶିକ୍ଷା ବିଭାଗ। ଏନସିବିର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାନସର ଶୁଭାରମ୍ଭ। ନିଶା ସମ୍ପର୍କିତ ସୂଚନା ପାଇଁ ହେଲପଲାଇନ୍
Read More...

ଅନିଲ ଅମ୍ବାନୀଙ୍କ କମ୍ପାନୀରେ ଇଡି ରେଡ

ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ଅଫିସରେ ଇଡି ରେଡ୍। ଅନୀଲଙ୍କ ମୁମ୍ବାଇ ଓ ଦିଲ୍ଲୀ ଅଫିସରେ ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଅନୀଲଙ୍କ କମ୍ପାନୀ ସହ ଲିଙ୍କ ଥିବା ୩୫ଟି ସ୍ଥାନରେ ଚଢାଉ କରାଯାଇଛି। କମ୍ପାନୀର ବିଭିନ୍ନ କାର୍ଯାଳୟରେ କାର୍ଯ୍ୟରତ ପ୍ରାୟ ୨୫
Read More...

ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ

ଭୁବନେଶ୍ୱର: ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୪ଟି ସ୍ଥାନରେ ଚଢ଼ାଉ କରି କୋଟି କୋଟି ଟଙ୍କାର ସଂପତ୍ତି ପାଇଛି ଭିଜିଲାନ୍ସ। ଭୁବନେଶ୍ବରରେ ଗୋଟିଏ, ଗୁଣପୁରରେ ୨ଟି ବହୁତଳ କୋଠା ଠାବ ହୋଇଛି।
Read More...

ଆଇଏଏସ ସ୍ତରରେ ଅଦଳବଦଳ

ଚଞ୍ଚଳ ରାଣା ବିଏମସି କମିସନର, ଦିବ୍ୟଜ୍ୟୋତି ପରିଡ଼ା ପୁରୀ ଜିଲ୍ଲାପାଳଭୁବନେଶ୍ବର: ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ଏହି ଅଦଳବଦଳରେ ସଚିବଙ୍କ ସହ କିଛି ଜିଲାର ଜିଲାପାଳ ମଧ୍ୟ ବଦଳି ହୋଇଛନ୍ତି। ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର। ୪୮ ଜଣ ଆଇଏଏସଙ୍କୁ ଅଦଳବଦଳ
Read More...

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର
Read More...

ଖୁବ ଶୀଘ୍ର କୋଟିଆରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

ଭୁବନେଶ୍ବର: କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା। ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। କୋଟିଆ ଉପରେ ଆନ୍ଧ୍ର ଆଖି ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି। ଏଠାରେ ଖଣି ଖାଦାନ ଭରି ରହିଛି। ସେଠାରେ ଗୋଟିଏ ପାହାଡ଼କୁ ସୁନା ପାହାଡ଼ କୁହାଯାଏ।
Read More...

କିଏ ହେବେ ପରବର୍ତ୍ତୀ ଉପରାଷ୍ଟ୍ରପତି ?

ନୂଆଦିଲ୍ଲୀ: ଜଗଦୀପ ଧନଖର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବା ପରେ ରାଜନୌତିକ ମହଲ ଗରମ ରହିଛି। ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଏହି ସମୟରେ ଅନେକ ରାଜନେତାଙ୍କ ନାଁ ସାମ୍ନାକୁ ଆସୁଛି। କୁହାଯାଉଛି ଏମାନେ ଉପରାଷ୍ଟ୍ରପତି ରେସ୍‌ରେ
Read More...