ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି
Browsing Category

TOP STORIES

ଜେଲ୍‌ ଭିତରେ କଏଦୀର ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର: ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ। ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ। ଆଜି ଜେଲ ଭିତରେ ଝୁଲନ୍ତା ଅବସ୍ଥାରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି
Read More...

ଜିନ୍ଦଲ ପାନ୍ଥର ପକ୍ଷରୁ ‘ଶାନ୍ତ ସିଟି, ସେଫ୍ ସିଟି’ ଅଭିଯାନର ଶୁଭାରମ୍ଭ

ଏକ ସର୍ଭେ ଅନୁସାରେ ଭୁବନେଶ୍ୱରର ୮୭% ବାସିନ୍ଦା ଟ୍ରାଫିକ୍ ଶବ୍ଦକୁ ଏକ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ବୋଲି ଭାବନ୍ତି ୭୧% ଲୋକ ଶବ୍ଦ ପ୍ରଦୁଷଣଜନିତ ବିଭ୍ରାଟ ଯୋଗୁଁ ଦୁର୍ଘଟଣା ବା ଦୁର୍ଘଟଣାରୁ ଅଳ୍ପକେ ବର୍ତି ଥିବା ପ୍ରକାଶ କରିଛନ୍ତି। ପ୍ରାୟ ୯୪% ଲୋକ ଏହା ଦ୍ଵାରା ବିରକ୍ତିଭାବ
Read More...

ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରାରେ ବଡ଼ଦାଣ୍ଡରେ ରନ୍ଧାଖାଦ୍ୟ ମନା

ପୁରୀ: ୨୦୨୬ ରଥଯାତ୍ରା ପାଇଁ ପୁରୀ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି। ଚଳିତ ବର୍ଷ ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ସମୟରେ ବଡ଼ଦାଣ୍ଡରେ ରନ୍ଧା ଖାଦ୍ୟ ନ ବାଣ୍ଟିବାକୁ ନିଆଯାଇଛି ନିଷ୍ପତ୍ତି। ଫଳରେ ବଡ଼ଦାଣ୍ଡରେ ଅଇଁଠା ପତ୍ର, ପାଣି ବୋତଲ ପଡ଼ିବନି। ବଡ଼ଦାଣ୍ଡ
Read More...

୩୦୦ ସ୍କୁଲ ଓ ୩୦ ହସ୍ପିଟାଲ ଗଢ଼ିବ ଆଦାନୀ ଗ୍ରୁପ୍

ନୂଆଦିଲ୍ଲୀ: ଦେଶର ସାମାଜିକ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆଦାନୀ ଗ୍ରୁପ୍ ବଡ଼ ନିବେଶ ଯୋଜନା ଘୋଷଣା କରିଛି। ଆଗାମୀ ଦଶ ବର୍ଷ ମଧ୍ୟରେ ସାରା ଦେଶରେ ୩୦୦ଟି ସ୍କୁଲ ଓ ୩୦ଟି ଆଧୁନିକ ହସ୍ପିଟାଲ ନିର୍ମାଣ ପାଇଁ ପ୍ରାୟ ୬୦ ହଜାର କୋଟି ଟଙ୍କାର ସାମାଜିକ ନିବେଶ କରିବାକୁ ଗୋଷ୍ଠୀ ପକ୍ଷରୁ
Read More...

ରାଜ୍ୟରେ କଂଗ୍ରେସର ଏପରି ସ୍ଥିତି ପାଇଁ କେବଳ ବିଜେଡି ଦାୟୀ: ସୋଫିଆ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ଆଗରୁ ଖୋଲା ଅସନ୍ତୋଷ ଝାଡିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍। ବିଜେଡି ସହ ବୁଝାମଣାକୁ ନେଇ ବିଷୋଦଗାର କରିଛନ୍ତି ସେ। ରାଜ୍ୟସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କାହାସହ ଆଲୋଚନା ହୋଇନି। ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲେ ଭଲ ହୋଇଥାନ୍ତା।
Read More...

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ବଢ଼ିଲା ବିମାନ ଇନ୍ଧନ ମୂଲ୍ୟ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଲାଗିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ବିମାନ ଇନ୍ଧନ ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଭାରତର କମ୍ ମୂଲ୍ୟର ବିମାନ ସେବା ଯୋଗାଇ ଆସୁଥିବା କମ୍ପାନୀ ଇଣ୍ଡିଗୋ ଆଜିଠାରୁ ଘରୋଇ ଏବଂ ଆନ୍ତର୍ଜାତିକ ବିମାନ ଟିକେଟରେ ୪୨୫ ଟଙ୍କାରୁ ୨୩୦୦ ଟଙ୍କା ପର୍ଯ୍ୟନ୍ତ
Read More...

ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

କଟକ: ବହୁଚର୍ଚ୍ଚିତ ସି-ସୋର ଚିଟଫଣ୍ଡ କେଳେଙ୍କାରୀ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି ମିଳିଛି। ପୂର୍ବରୁ ମିଳିଥିବା ଅନ୍ତରୀଣ ସୁରକ୍ଷାର ସମୟସୀମାକୁ ହାଇକୋର୍ଟ ଆସନ୍ତା ଏପ୍ରିଲ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।ସେହିପରି
Read More...

ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ

ଭୁବନେଶ୍ବର: ପୁଣି କୋର୍ଟକୁ ବୋମା ଧମକ । ଆଜି ଭୁବନେଶ୍ୱର ସ୍ଥିତ ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜଙ୍କ ଅଦାଲତକୁ ବୋମା ବିସ୍ଫୋରଣରେ ଉଡ଼ାଇଦେବାକୁ ଇ-ମେଲ ଯୋଗେ ଧମକ ମିଳିଛି। ଏହାକୁ ନେଇ ରାଜଧାନୀରେ ଚାଞ୍ଚଲ୍ୟ ଖେଳିଯାଇଛି। ଗତ କିଛି ମାସ ହେବ ରାଜ୍ୟର ବିଭିନ୍ନ କୋର୍ଟକୁ ଏଭଳି ଇ-ମେଲ୍
Read More...

ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

ମୁମ୍ବାଇ: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ସାଉଦି ଆରବରୁ ଅଶୋଧିତ ତୈଳ ନେଇ ଆସୁଥିବା ଏକ ଟ୍ୟାଙ୍କର ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇରେ ପହଞ୍ଚିଛି। ପ୍ରାୟ ୧୩୫ ହଜାର ମେଟ୍ରିକ୍ ଟନ୍ ଅଶୋଧିତ ତୈଳ ବୋଝାଇଥିବା ଏହି
Read More...

ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ

ଭୁବନେଶ୍ବର: ଆରମ୍ଭ ହେଲାଣି ମୁଣ୍ଡଫଟା ଖରା। ତେବେ ରାଜ୍ୟ ସରକାରଙ୍କୁ ଘାରିଛି ଅଂଶୁଘାତ ମୁକାବିଲା ଚିନ୍ତା।ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ। ଖରାଦିନେ କଟିବନି ଲାଇନ। ଅଂଶୁଘାତ ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲେ ସରକାର। ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ
Read More...