Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୨୦୨୯ ସୁଦ୍ଧା ଭାରତ-ଇଟାଲୀ ବାଣିଜ୍ୟ ୨୦ ବିଲିୟନ ୟୁରୋ ଲକ୍ଷ୍ୟ
ଭାରତର ପ୍ରଥମ ସ୍ୱଦେଶୀ ବାର୍ଡ ଫ୍ଲୁ ଟିକା ବିକଶିତ
ନଭେମ୍ବର ୧୯ରେ ଶିଳ୍ପ ସମ୍ମିଳନୀ ଉଦ୍ଘାଟନ କରିବେ ମୋଦୀ
ଜବଲପୁର ରେଳ ଷ୍ଟେସନରେ ଅଗ୍ନିକାଣ୍ଡ, ପାର୍ସଲ ବଗିକୁ ବ୍ୟାପିଲା ନିଆଁ
ଉତ୍ତରପ୍ରଦେଶରେ ତୃତୀୟ ଥର ସରକାର ଗଠନ ନେଇ ଯୋଗୀଙ୍କ ଆଶା
ବିହାରରେ ସେନ୍କୋ ଗୋଲ୍ଡରୁ ୪୦ କୋଟିର ଅଳଙ୍କାର ଲୁଟ୍
Browsing Category
TOP STORIES
ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ!-->…
Read More...
Read More...
ବାବା ସିଦ୍ଦିକିଙ୍କୁ ଗୁଳି କରିଥିବା ଅଭିଯୁକ୍ତ ଗିରଫ
ମହାରାଷ୍ଟ୍ର: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକିଙ୍କୁ ବିଚ୍ ରାସ୍ତାରେ ଗୁଳି କରିଥିବା ଅଭିଯୁକ୍ତ ଗିରଫ। ଗିରଫ ହୋଇଥିବା ବ୍ୟକ୍ତି ଜଣକ ହେଲା ଶିବ କୁମାର। ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଆଉ ଜଣେ ସୁଟର ଗିରଫ। ସେ ନେପାଳ ଖସି ଯିବାକୁ ଚେଷ୍ଟା!-->…
Read More...
Read More...
ଓଡିଶା ଇତିହାସ ଉପରେ ହେବ ଗବେଷଣା : ଆଇନ ମନ୍ତ୍ରୀ
ଭୁବନେଶ୍ବର: ଓଡିଶା ଇତିହାସ ଉପରେ ହେବ ଗବେଷଣା। ଗବେଷଣା କହିବ, ଓଡିଶା ଇତିହାସର ଗାଥା। କ’ଣ ରହିଛି ଓଡିଶାର ପ୍ରକୃତ ଇତିହାସ। ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।ଆଜି ସୂଚନା ଓ ଲୋକସଂପର୍କ!-->…
Read More...
Read More...
ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ
ନୂଆଦିଲ୍ଲୀ: ଏବେ ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ। ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ସ୍ଥାନ ପାଇବ ଓଡିଶା କାରୀଗରୀଙ୍କ ହାତର କଳା। ପିପିଲି ଚାନ୍ଦୁଆକୁ ନେଇ ଏପରି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ରବିବାର ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର!-->…
Read More...
Read More...
ଉଚ୍ଚ ଶିକ୍ଷାନୁଷ୍ଠାନରେ ପ୍ଲାଷ୍ଟିକ ମନା
ନ୍ୟୁଜ୍ ବ୍ୟୁରୋ: ଭାରତକୁ ପ୍ଲାଷ୍ଟିକ୍ ମୁକ୍ତ କରିବା ପାଇଁ ନୂଆ ପ୍ରୟାସ। ଉଚ୍ଚ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍ରେ ଅଣବିଘଟନ ପ୍ଲାଷ୍ଟିକ ମନା। ଛାତ୍ରଛାତ୍ରୀ କିଭଳି ପ୍ଲାଷ୍ଟିକ ବ୍ୟବହାର ନ କରିବେ ସେନେଇ ଛାତ୍ରଛାତ୍ରୀ ମାନଙ୍କୁ ସଚେତନ କରାଯିବ। କଲେଜ କ୍ୟାଣ୍ଟିନ୍, ହଷ୍ଟେଲକୁ ଏକକ ବ୍ୟବହାର!-->…
Read More...
Read More...
ଓଡ଼ିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ବର: ଡିସେମ୍ବର ପ୍ରଥମ ସପ୍ତାହରେ ଓଡ଼ିଶା ଆସିବେ ରାଷ୍ଟ୍ରପତି। ଡିସେମ୍ବର ୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭାରତୀୟ ନୌସେନାର ସମରାଭ୍ୟାସରେ ସାମିଲ ହେବେ। ଡିସେମ୍ବର ୪ ନୌସେନା ଦିବସ ଉପଲକ୍ଷେ ଆୟୋଜିତ ହେବ ସମରାଭ୍ୟାସ। ପୁରୀର ବ୍ଲୁ ଫ୍ଲାଗ ବେଳାଭୂମିରେ ଅନୁଷ୍ଠିତ!-->…
Read More...
Read More...
ମାନିଲାନି ଇସ୍କନ,ଅଦିନରେ ଗଡ଼ିଲା ନନ୍ଦିଘୋଷ
ଭୁବନେଶ୍ବର: ଏତେ ବାଦ ବିବାଦ ସତ୍ୱେ ନିଜ ଜିଦରେ ଅଟଳ ରହିଲା ଇସ୍କନ। ଆମେରିକା ହ୍ୟୁଷ୍ଟନରେ ଅଦିନରେ ଗଡ଼ିଲା ନନ୍ଦିଘୋଷ। ଫେଷ୍ଟିଭାଲ ଅଫ ବ୍ଲିସ ନାଁରେ ରଥଯାତ୍ରା କରିଛି ଇସ୍କନ। ରଥରେ ଚତୁର୍ଦ୍ଧା ମୂର୍ତ୍ତି ନଥିଲେ ବି ନନ୍ଦିଘୋଷ ଭଳି ଅବିକଳ ରଥ ନିର୍ମାଣ କରି ରାଧାକୃଷ୍ଣଙ୍କ ମୂର୍ତ୍ତି!-->…
Read More...
Read More...
ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍
ଭୁବନେଶ୍ୱର: ଭୁବନେଶ୍ୱର ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ ଲିକ ହୋଇଛି। ବରମୁଣ୍ଡାରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବାବେଳେ ଏକ ସିଏନଜି ଟ୍ୟାଙ୍କରର ଗ୍ୟାସ ଲିକ ହୋଇଥିବା ଜଣାପଡ଼ିଛି। ଗ୍ୟାସ ଟ୍ୟାଙ୍କର ଭାଲଭ ଖୋଲିଯିବାରୁ ଗ୍ୟାସ୍ ଲିକ୍ ହୋଇଥିବା ସୂଚନା ମିଳିଛି।
!-->!-->!-->…
Read More...
Read More...
ଚଳିତ ବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି
ଭୁବନେଶ୍ବର: ରାଜ୍ୟରେ ଚଳିତ ବର୍ଷରୁ ଲାଗୁ ହେବ ଜାତୀୟ ଶିକ୍ଷା ନୀତି। ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା!-->…
Read More...
Read More...
ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର; ଆଇଏଏସ୍ ସ୍ତରରେ ହୋଇଛି ବଡ ଅଦଳବଦଳ। ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାର ବିଶାଳ ଦେବଙ୍କୁ ଶକ୍ତି ବିଭାଗର ଦାୟିତ୍ବ!-->…
Read More...
Read More...