ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ
Browsing Category

TOP STORIES

ବଜ୍ରପାତରେ ମୃତ୍ୟୁ ବରଣ କରିଥିବା ପରିବାରକୁ ମିଳିବ ସହାୟତା

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ରୁ ଅଧିକ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ବଜ୍ରପାତ ଜନିତ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା କରିଛନ୍ତି।
Read More...

ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୦ ମୃତ

ମୟୂରଭଞ୍ଜ: ବଜ୍ରପାତରେ ଚାଲିଗଲା ୧୦ ଜଣଙ୍କ ଜୀବନ।ବିଭିନ୍ନ ସ୍ଥାନରେ ବଜ୍ରାପାତରେ ୧୦ ଜଣଙ୍କ ଜୀବନ ଯାଇଥିବାବେଳେ ୧୭ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆଜି ବଜ୍ରପାତରେ ଦମ୍ପତିଙ୍କ ସମେତ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଯାଜପୁର,
Read More...

ଆଜୀବନ ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଆବେଦନ କଲେ ଦାରା ସିଂ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଓଡିଶା ସରକାରଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ। ଜେଲ୍‌ରୁ ମୁକୁଳିବା ପାଇଁ ଏହି ମାମଲାର ଅଭିଯୁକ୍ତ ଦାରା ସିଂ ଓରଫ୍‌ ରବୀନ୍ଦ୍ର କୁମାର ପାଲ୍‌ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସମୟ ପୂର୍ବରୁ ରବିନ୍ଦ୍ର ପାଲ ଓରଫ
Read More...

ପୂର୍ବଭଳି ପୁଣି ଚାଉଳ ସାଙ୍ଗରେ ମିଳିବ ଗହମ

ଭୁବନେଶ୍ବର: ଏଣିକି ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣି ଥରେ ଚଉଳ ସହ ମିଳିବ। ହିତାଧିକାରୀଙ୍କୁ ଚାଉଳ ସହ ଗହମ ଦିଆଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ରାସନ କାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ
Read More...

ଜିଏସଟି କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍

କଟକ: ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍। ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଆଜି ଭିଜିଲାନ୍ସ ଚଢାଉ କରିଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଥିବା ସୂଚନା ମିଳିଛି। ଜଣେ ଡିଲର୍‌ ଠାରୁ
Read More...

ପୁଣି ଏକ ବିଦେଶୀ ଜାହାଜକୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପାରାଦ୍ଵୀପ: ପୁଣି ଏକ ବିଦେଶୀ ଜାହାଜକୁ ଗିରଫ ନିର୍ଦ୍ଦେଶ। ସାମୁଦ୍ରିକ ବିବାଦ ସମ୍ପର୍କିତ ମାମଲାର ଶୁଣାଣି କରି ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି। ପାରାଦ୍ଵୀପରେ ଥିବା ଇଜିପ୍ଟ ଫ୍ଲାଗସିପର ଜାହାଜକୁ ଗିରଫ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ଜାହାଜଟିର ନାଁ ହେଉଛି ଏମଭି ୱାଡି
Read More...

ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ

ଭୁବନେଶ୍ବର: ଓଡ଼ିଶା ଫେରିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ ରୋହିଦାସ। ପ୍ୟାରିସରେ ନିଜ ଦେଶ ସହ ରାଜ୍ୟକୁ ଗୌରବାନ୍ବିତ କରିବା ପରେ ଓଡ଼ିଶା ଫେରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଭାରତୀୟ ହକି ଦଳର ଓଡ଼ିଆ ଡିଫେଣ୍ଡର। ଆଜି ସକାଳେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ
Read More...

ୱାଇ ବି ଖୁରାନିଆ ଓଡ଼ିଶାର ନୂଆ ପୁଲିସ ଡିଜି

ଭୁବନେଶ୍ବର: ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶାର ନୂଆ ପୁଲିସ ଡିଜି ଭାବେ ନିଯୁକ୍ତ ହୋଇଛନ୍ତି। ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବା ପରେ ଓ୍ପାଇ ବି ଖୁରାନିଆଙ୍କ ନାଆଁ
Read More...

ବାଂଲାଦେଶୀ ଅନୁପ୍ରେବଶକାରୀ ସନ୍ଦେହରେ ପାରାଦୀପରେ ୧୨ଜଣ ଅଟକ

ପାରାଦୀପ: ପାରାଦୀପ ପୋଲିସ ବାଂଲାଦେଶୀ ଅନୁପ୍ରବେଶ ସନ୍ଦେହେହରେ ୧୨ଜଣଙ୍କୁ ଅଟକ ରଖିଛି। ବାଂଲାଦେଶ ହିଂସାକୁ ନେଇ ଓଡ଼ିଶା ଉପକୂଳରେ ହାଇଆଲର୍ଟ ଜାରି ହୋଇଛି। ବାଂଲାଦେଶୀମାନେ ଉପକୂଳ କିମ୍ବା ସମୁଦ୍ର ତଟ ଦେଇ ପଶି ଆସୁଥିବାରୁ ସବୁଠି ହାଇ ଆଲର୍ଟ ଜାରି ହୋଇଛି। ତେବେ ଗୁରୁବାର ପାରାଦୀପ ଦେଇ
Read More...

ଋତୁସ୍ରାବ ପାଇଁ କର୍ମଜୀବୀ ମହିଳାଙ୍କୁ ମିଳିବ ଗୋଟେ ଦିନ ଛୁଟି

ଭୁବନେଶ୍ବର: ରାଜ୍ୟରେ ମହିଳାଙ୍କୁ ମାସକୁ ଋତୁସ୍ରାବ (ମାସିକଧର୍ମ)ପାଇଁ ମିଳିବ ଗୋଟେ ଦିନ ଛୁଟି। ରାଜ୍ୟ ସରକାର ଖୁବ୍ ଶ୍ରୀଘ୍ର ଏନେଇ ଋତୁସ୍ରାବ ସ୍ୱାସ୍ଥ୍ୟ ନୀତି ଆଣିବାକୁ ଯୋଜନା କରୁଛନ୍ତି। ଏହି ନୀତି ଅନୁଯାୟୀ ମହିଳା କର୍ମଚାରୀଙ୍କୁ ଋତୁସ୍ରାବ ଜନିତ କଷ୍ଟରୁ ଲାଘବ ପାଇଁ ଗୋଟେ ଦିନ
Read More...