ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ
Browsing Category

TOP STORIES

ସୋଆ ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର, ଅକ୍ଟୋବର ୨୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ୨୦୨୪-୨୫ ଶିକ୍ଷା ବର୍ଷ ନିମନ୍ତେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇଥିବା ଏମ୍‌ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି। ଗତ ଶନିବାର ଦିନ ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ…
Read More...

ଦୀପାବଳି ପାଇଁ ଗାଇଡଲାଇନ ଜାରି

ଭୁବନେଶ୍ବର; ଦୀପାବଳି ପାଇଁ ଗାଇଡଲାଇନ ଜାରି କଲା କମିଶନରେଟ ପୋଲିସ। ସୁପ୍ରିମକୋର୍ଟଙ୍କ ନିୟମ ଅନୁଯାୟୀ ଫୁଟାଯିବ ବାଣ। ବିପଜ୍ଜନକ ବାଣ ଫୁଟାଇବା କିମ୍ବା ବିକ୍ରି ଉପରେ କଟକଣା ଜାରି ହୋଇଛି। ଗ୍ରୀନ କ୍ରାକର ବିକ୍ରି ପାଇଁ କୁହାଯାଇଛି। ଲାଇସେନ୍ସ ମୁତାବକ ଜଣେ ଦୋକାନୀ ୩ ଶହ କେଜି ବାଣ…
Read More...

ସ୍ଥାୟୀ ନିଯୁକ୍ତି ଦାବିରେ ପାରାମେଡିକାଲ ଷ୍ଟାଫଙ୍କ ଧାରଣା

ଭୁବନେଶ୍ବର; ରୋଗୀମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ନର୍ସିଙ୍ଗ ଅଫିସର, ଏଏନଏମ, ଫାର୍ମାସିଷ୍ଟ ଓ ଏଲ.ଟି ମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର…
Read More...

୮କୋଟି ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

କର୍ଣ୍ଣାଟକ: ୮କୋଟି ଟଙ୍କା ପାଇଁ ଦୁଇ ବୟଫ୍ରେଣ୍ଡଙ୍କ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ। କର୍ଣ୍ଣାଟକର ରୋଡ଼ାଗୁ ଜିଲ୍ଲାର ଏକ କଫି ପ୍ଲାଣ୍ଟରୁ ୩ ସପ୍ତାହ ତଳୁ ଏକ ଅଜଣା ଦରପୋଡ଼ା ମୃତଦେହ ମିଳିବା ଘଟଣାର ପୋଲିସ ପର୍ଦ୍ଦାଫାସ୍ କରିଛି। ସୂଚନା ଅନୁଯାୟୀ, ଅକ୍ଟୋବର ୮ ତାରିଖରେ…
Read More...

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ…
Read More...

ତିରୁପତିର ଇସ୍କନ୍ ମନ୍ଦିରକୁ ବୋମା ଧମକ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର କିଛି ହୋଟେଲକୁ ଧମକ ମିଳିବାର ୩ ଦିନ ମଧ୍ୟରେ ତିରୁପତିର ଇସ୍କନ୍ ମନ୍ଦିରକୁ ଧମକ ମିଳିଛି। ଧମକ ମିଳିବା ମାତ୍ରେ ମନ୍ଦିରର ପ୍ରତ୍ୟେକ କୋଣ ଅନୁକୋଣରେ ଅଗ୍ନିଶମ ବାହିନୀ, ପୋଲିସ୍ ଟିମ୍, ବମ୍ ସ୍କ୍ୱାଡ ଏବଂ ସନ୍ଧାନୀ କୁକୁରଙ୍କ ଦ୍ବାରା ଯାଞ୍ଚ କରାଯାଇଥିଲା…
Read More...

ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ଦୁର୍ନୀତିଗ୍ରସ୍ତ ସାବଧାନ, ସରକାର କେତେବେଳେ ବି ବାନ୍ଧି ପାରନ୍ତିଭୁବନେଶ୍ବର; ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବହୁ ଦୁର୍ନୀତିଖୋର ଅଧିକାରୀ ବନ୍ଧା ହେଲେଣି ଓ ଯେଉଁମାନେ ବନ୍ଧା ହୋଇ…
Read More...

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। …
Read More...

ଶିମିଳିପାଳରେ ମହାରାଷ୍ଟ୍ରର ମହାବଳ

ମୟୁରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟକୁ ଆସିଲେ ନୂଆ ଅତିଥି। ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ମୟୁରଭଞ୍ଜର ଶିମିଳିପାଳକୁ ଅଣାଯାଇଛି । ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ…
Read More...

୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା

ଭୁବନେଶ୍ବର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ…
Read More...