ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category

TOP STORIES

ଏସସିବିରେ କାର୍ଯ୍ୟକ୍ଷମ ହେଲା ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର

କଟକ: କଟକର ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ରାଜ୍ୟର ପ୍ରଥମ ‘ବୋନ ବ୍ୟାଙ୍କ’ ବା ଅସ୍ଥି ଭଣ୍ଡାର। ଏଣିକି ରକ୍ତ ଭଳି ହାଡ଼ ମଧ୍ୟ ମିଳିପାରିବମାଗଣାରେ । ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗି ଆଜି ବଡ଼ ମେଡିକାଲର ଅସ୍ତିଶଲ୍ୟ ବିଭାଗରେ ଆୟୋଜିତ ଉତ୍ସବରେ ଅତିଥି ଭାବେ
Read More...

ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ

ନର୍ଲା: କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ ଛାତିରେ ଯାନ୍ତ୍ରଣା ହୋଇଥିଲା। ବୁଧବାର ସକାଳେ ତାଙ୍କ ଦୁଇ
Read More...

ନ୍ୟାୟ ଦାବି କରି ଆରଜି କର ହସ୍ପିଟାଲର ୫୦ ଡାକ୍ତର ଦେଲେ ଇସ୍ତଫା

କଲିକତା: ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପ୍ରାୟ ୫୦ ଡାକ୍ତର ଇସ୍ତଫା ଦେଇଛନ୍ତି। ମହିଳା ଟ୍ରେନିଂ ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା ମାମଲାରେ ନ୍ୟାୟ ଦାବି କରି ଆମରଣ ଅନଶନରେ ବସିଥିବା ଡାକ୍ତରଙ୍କୁ ସମର୍ଥନ ଦେବାକୁ ଯାଇ ଡାକ୍ତରମାନେ ଇସ୍ତଫା ଦେଇଛନ୍ତି। ଏହି ବରିଷ୍ଠ
Read More...

ସର୍ବୋଚ୍ଚ ସମ୍ମାନ ଦାଦା ସାହେବ ଫାଲକେ ପୁରସ୍କାରରେ ସମ୍ମାନିତ ହେଲେ ମିଥୁନ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀଠାରେ ୨୦୨୨ ବର୍ଷ ପାଇଁ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ସିନେମା ଜଗତରେ ଉତ୍କୃଷ୍ଟ କାର୍ଯ୍ୟ କରିଥିବା କଳାକାର ଏବଂ ନିର୍ମାତାଙ୍କ ସମ୍ମାନାର୍ଥେ ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି
Read More...

ଦାୟିତ୍ୱ ଭାର ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ବର: ଦାୟିତ୍ବ ଭାର ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ। ଓପିଏସସି ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇପିଏସ୍ ତଥା ପୂର୍ବତନ ଡିଜିପି ଅରୁଣ ଷଡଙ୍ଗୀ। ତେବେ ଗତ ମାସରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ନୂଆ ଅଧ୍ୟକ୍ଷ ଭାବେ ଅରୁଣ କୁମାର
Read More...

ସୋଆ ପକ୍ଷରୁ ବିଶ୍ୱ ପ୍ରାଣୀ ଦିବସ ପାଳିତ

ଭୁବନେଶ୍ୱର, ଅକ୍ଟୋବର ୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌), ଓଡିଶା ଲାଇଭଷ୍ଟକ୍ ଡେଭେଲମେଂଟ ସୋସାଇଟି (ଓଏଲ୍‌ଡିଏସ୍‌) ଏବଂ ଓଡିଶା ଭେଟେରିନାରୀ କାଉନ୍‌ସିଲ୍‌ର ମିଳିତ ଆନୁକୂଲ୍ୟରେ
Read More...

ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି । ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ
Read More...

୧ କୋଟି ଛୁଇଁଲା ସୁଭଦ୍ରା ଯୋଜନା ପଞ୍ଜୀକରଣ

ଭୁବନେଶ୍ବର; ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ ଉପଲବ୍ଧି ହେବ ବୋଲି
Read More...

ସ୍ବାସ୍ଥ୍ୟବସ୍ଥା ଗୁଜବକୁ ଖଣ୍ଡନ କଲେ ରତନ ଟାଟା

ଜାମସେଦପୁର: ୮୬ ବର୍ଷିୟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ୍ ରତନ ନାଭାଲ ଟାଟାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଏବଂ ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରିବାକୁ ପଡିବ ବୋଲି ଚର୍ଚ୍ଚା ହେଉଛି। ତେବେ ଯାହାକୁ ଖଣ୍ଡନ କରିଛନ୍ତି ରତନ ଟାଟା। “ମୋର ଅସୁସ୍ଥତା ସମ୍ବନ୍ଧରେ
Read More...

ଲାଞ୍ଚ ନେଇ ଧରା ପଡିଲେ ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ। ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଛି। ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬
Read More...