ପ୍ରମୁଖ ଖବର

ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା
ଆସନ୍ତା ୨୪ରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଜୟପୁର ବିଧାନସଭା ଲାଗି ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତାରା ପ୍ରସାଦ ବାହିନିପତି, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି
ପ୍ରଚାର ବେଳେ ଅସୁସ୍ଥ ହୋଇପଡିଲେ ପୁରୀ ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ
ଆଜି ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ
Browsing Category

TOP STORIES

ଜାତୀୟ ପତାକାକୁ ନେଇ ବିଶ୍ବ ରେକର୍ଡ କଲେ ଛାତ୍ରଛାତ୍ରୀ

ଚଣ୍ଡିଗଡ: ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆଜି ତ୍ରିରଙ୍ଗାକୁ ନେଇ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ସ୍ବାଧୀନତାର ୭୫ବର୍ଷ ଏବଂ ଅଗଷ୍ଟ ୧୫ ପାଇଁ ଦେଶ ପ୍ରସ୍ତୁତ ହେଉଥିବା ବେଳେ ଛାତ୍ରଛାତ୍ରୀଙ୍କର ପତାକା ଉତ୍ତୋଳନର ଅଭିନବ କୌଶଳ ସମସ୍ତଙ୍କୁ ଚକିତ କରିଛି। ଚଣ୍ଡିଗଡ଼…
Read More...

ଦିଗପହଣ୍ଡିରେ ଡବଲ୍ ମର୍ଡର

ବ୍ରହ୍ମପୁର: ଦିନକ ତଳେ ବିଳମ୍ବିତ ରାତିରେ ଜଣେ ସିମେଣ୍ଟ ବ୍ୟବସାୟୀଙ୍କୁ ହତ୍ୟା କରାଯାଇଥିଲା। ଏହାର ୨୪ ଘଣ୍ଟା ପୂରିନି, ଶନିବାର ବିଳମ୍ବିତ ରାତିରେ ପୁଣି ଦୁଇଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ…
Read More...

ନିର୍ଦେଶ ମିଳିଗଲା; ଧର୍ମେନ୍ଦ୍ର ଓ ଅଶ୍ବିନୀ ଓଡ଼ିଶାରୁ ଲଢ଼ିବେ

ବିଜେପିର ଜଣେ କେନ୍ଦ୍ରମନ୍ତ୍ରୀ କହିଲେ, ଓଡ଼ିଶାରେ ଖେଳ ଆରମ୍ଭ ହୋଇଗଲାଣିଆଗକୁ ଅଧିକ ଆସନ ଲକ୍ଷ୍ୟ, ଖାରବେଳ ହୋଇପାରନ୍ତି ବାଲେଶ୍ବର ପ୍ରାର୍ଥୀପ୍ରତାପ, ବସନ୍ତ, ସୁରେଶ, ନୀତେଶ ଗଙ୍ଗଦେବଙ୍କୁ ଦଳ ବିଧାନସଭାରୁ ଲଢ଼ାଇପାରେ ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା…
Read More...

୧୧ ସପ୍ତାହ ପରେ ୩୫% ବଢିଲା ଦେଶରେ ସାପ୍ତାହିକ ସଂକ୍ରମଣ

ନୂଆଦିଲ୍ଲୀ: ପୁଣି ଡରାଇଲା କରୋନା। ଦେଶରେ କରୋନା ସଂକ୍ରମଣ ଏବେ ବୃଦ୍ଧି ସଙ୍କେତ ମିଳିଲାଣି। ୧୧ ସପ୍ତାହ ପରେ ଦେଶରେ ସାପ୍ତାହିକ କରୋନା ସଂକ୍ରମଣ ୩୫ ପ୍ରତିଶତ ବୃଦ୍ଧି ପାଇଛି। ମୋଟ ଉପରେ ଦେଶରେ ସଂକ୍ରମଣ ହାର କମୁଥିବା ବେଳେ ଦିଲ୍ଲୀ, ହରିୟାଣା, ଉତ୍ତର ପ୍ରଦେଶରେ ସଂକ୍ରମଣ ବଢୁଥିବାରୁ…
Read More...

ପ୍ରଫୁଲ୍ଲ କର ଆଉନାହାନ୍ତି

ଭୁବନେଶ୍ବର: ନିଜର ଚମତ୍କାର ସ୍ୱର ପାଇଁ ଜଣାଶୁଣା; ଓଡିଶାର ସମୃଦ୍ଧ ସାଂସ୍କୃତିକ ପରମ୍ପରାର ପୃଷ୍ଠପୋଷକ, ବିଶିଷ୍ଟ ସଙ୍ଗୀତଜ୍ଞ ତଥା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ପ୍ରଫୁଲ୍ଲ କରଙ୍କର ଆଜି ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ଓଡ଼ିଶାର ଏହି ବିଶିଷ୍ଟ ସଙ୍ଗୀତଜ୍ଞଙ୍କୁ ୮୩ ବର୍ଷ ବୟସ…
Read More...

କାହିଁକି ଭାରତ ଆସିବେ ବ୍ରିଟେନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତ ଆସିବେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ। ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ ଭାରତ ଗସ୍ତ ବେଶ ଗୁରୁତ୍ୱ ରଖୁଛି। ଆସନ୍ତା ୨୧ ତାରିଖରେ ଗୁଜୁରାଟ ଯିବେ ବୋରିସ ଜନସନ। ୨୨ ତାରିଖରେ ଦିଲ୍ଲୀରେ…
Read More...

ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀଠାରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସପିଟାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ଲାଲ ମାଣ୍ଡଭ୍ୟ ଭର୍ଚୁଆଲ ମାଧ୍ୟମରେ ଉପସ୍ଥିତ ରହି ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ। ଏହି ଅବସରରେ…
Read More...

ପ୍ରଧାନମନ୍ତ୍ରୀଙ୍କ ପଶ୍ନ, ଅନଲାଇନରେ ପାଠ ପଢୁଛ ନା ରିଲ୍ସ ଦେଖୁଛ

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ । ଦିଲ୍ଲୀର ତାଲକଟୋରା ଷ୍ଟାଡିୟମ ଠାରେ ହେଉଥିବା କାର୍ଯ୍ୟକ୍ରମରେ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ପ୍ରଧାନମନ୍ତ୍ରୀ ଟିପ୍ସ ଦେଇଛନ୍ତି । ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ମନ୍ତ୍ର ଦେଇଛନ୍ତି…
Read More...

ବିଜୟ ମହାପାତ୍ର ନୂଆଦିଲ୍ଲୀ ଗଲେ, କାହାକୁ ଭେଟିଲେ?

ପୁଅ ଏବେ ରାଜନୀତିକୁ ଓହ୍ଲାଇବାର ନାହିଁ କି ନିର୍ବାସନ ନେବେ ନାହିଁ ବିଜୟତୁଚ୍ଛା ଗୁଜବ କହି ଏଡ଼ାଇଗଲେ, କହିଲେ ଦେଖ ଆଗକୁ କଣ ସବୁ ଚାଲିଛି ଭୁବନେଶ୍ବର: ବିଜେପିରୁ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର ଧୀରେ ଧୀରେ ଦୂରେଇ ଗଲେଣି। ଗତ ପଞ୍ଚାୟତ ନିର୍ବାଚନରେ ସେ ଖୋଲାଖୋଲି ଘୋଷଣା…
Read More...

ଏପ୍ରିଲରୁ ଆରମ୍ଭ ହେବ ‘ସମୁଲେଇ’ ପ୍ରକଳ୍ପ

​ସମ୍ବଲପୁର: ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି. କେ. ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ସମୁଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏହି ଉଚ୍ଚ ସଚିବସ୍ତରୀୟ ଟିମରେ…
Read More...