Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି
Browsing Category
TOP STORIES
ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର
ଭୁବନେଶ୍ବର: କଟକ ଏସସିବି ଓ ଭୁବନେଶ୍ବର କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାଗୁଡ଼ିକରୁ ଚାପ କମାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବଡ ପଦକ୍ଷେପ ନେଇଛି। ଏନେଇ ଆଗକୁ ସବୁ ଗ୍ରାମ ପଞ୍ଚାୟତ ଗୁଡିକରେ ଆୟୁଷମାନ ଆରୋଗ୍ୟ ମନ୍ଦିର ଖୋଲାହେବ।
ଏହା ପ୍ରାଇମେରୀ ହେଲଥ ସେଣ୍ଟର ପରି ଏହା କାମ!-->!-->!-->…
Read More...
Read More...
ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ନ୍ୟୁରୋସର୍ଜରୀ କଲେ ସମ୍ ନ୍ୟୁରୋସର୍ଜନ
ଭୁବନେଶ୍ୱର: ପୂର୍ବ ଭାରତରେ ପ୍ରଥମ ଥର ପାଇଁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ଡାକ୍ତରୀ ଟିମ୍ ସଫଳତାର ସହ ଏକ ଅତ୍ୟାଧୁନିକ ତଥା ଜଟିଳ ନ୍ୟୁରୋସର୍ଜରୀ ସମ୍ପାଦିତ କରିଛନ୍ତି। ରୋଗୀକୁ ସଚେତନ ଅବସ୍ଥାରେ ରଖି କର୍ଟିକାଲ୍ ଓ ସବ୍କର୍ଟିକାଲ୍ ବ୍ରେନ୍ ମ୍ୟାପିଂ!-->…
Read More...
Read More...
ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଓଡ଼ିଶାରେ ବୁଧବାର ରାତିରୁ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ରାତି କିମ୍ବା ଶୁକ୍ରବାର ସକାଳେ ଏହା ଅଧିକ!-->…
Read More...
Read More...
ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ୍ ମାନସ ରଞ୍ଜନ ପାଠକ
କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ୍ ଜଷ୍ଟିସ୍ ପାଠକଙ୍କୁ ଶପଥପାଠ କରାଇଥିଲେ। ରାଜ୍ୟ ସରକାରଙ୍କ ଅତିରିକ୍ତ!-->…
Read More...
Read More...
ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଗଲା ପୋଲିସ ଟିମ୍
ନୂଆଦିଲ୍ଲୀ: ନିମାପଡା ଜିଲ୍ଲା ବଳଙ୍ଗାରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ନିଆଁ ଲଗଇ ପୋଡିଦେବା ମାମଲାରେ ସ୍ପେସିଆଲ ସ୍କ୍ବାଡ୍ର ୩ଟି ଟିମ ଓ ଗୁଇନ୍ଦା ବିଭାଗର ସ୍ୱତ୍ରନ୍ତ୍ର ଟିମ ତଦନ୍ତ କରୁଥିବାବେଳେ, ଏବେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ପହଞ୍ଚିଛନ୍ତି।
୨୦ରୁ ଅଧିକ ସନ୍ଦେହ ଥିବା ବ୍ୟକ୍ତି!-->!-->!-->…
Read More...
Read More...
ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି
ଭୁବନେଶ୍ବର: ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି। ସୂଚନା ଦେଲେ ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା। ଖଣି ନିଲାମ ନେଇ ଶେଷ ପର୍ଯ୍ୟାୟରେ ଚାଲିଛି ପ୍ରସ୍ତୁତି। ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ। ବର୍ଷେ ମଧ୍ୟରେ ୮ଟି ଖଣି ଅକ୍ସନ ହୋଇଛି। ଖଣି ପାଇଁ ଶିଳ୍ପ ଆସିଲେ ନିଯୁକ୍ତି!-->…
Read More...
Read More...
ଗିରଫ ହେଲେ କୋଟିପତି ଡିଏଫଓ ନିତ୍ୟାନନ୍ଦ ନାୟକ
କେନ୍ଦୁଝର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା କେନ୍ଦୁପତ୍ର ଡିଭିଜନର ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ମଙ୍ଗଳବାର ଗିରଫ କରିଛି ଭିଜିଲାନ୍ସ। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ!-->…
Read More...
Read More...
କଲେଜ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୁରୀ ଜିଲ୍ଲାର ଚନ୍ଦନପୁର ଅଞ୍ଚଳରେ ଜାତୀୟ ରାଜପଥ-୩୧୬ରେ ସୋମବାର ଦିନ ଅଗ୍ନିଶମ ବାହିନୀ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସ୍ୱୟମ୍ ଶୁଭମ୍ ସେନାପତି (୨୦ ବର୍ଷ)। ସେ ପୁରୀର ଏସସିଏସ କଲେଜର କମ୍ପ୍ୟୁଟର ସାଇନ୍ସର ଶେଷ ବର୍ଷର ଛାତ୍ର!-->…
Read More...
Read More...
ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ
ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖଡ ତତ୍କାଳ ପ୍ରଭାବରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ଧନଖରଡ। ରାଷ୍ଟ୍ରପତିଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଧନଖରଡ ତାଙ୍କ!-->…
Read More...
Read More...
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳ ଡକ୍ଟର. ହରିବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି। ଏହାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଇଛି। ମାତ୍ର ରାଜନୈତିକ ମହଲରେ ସାକ୍ଷାତକାରକୁ ନେଇ ଭିନ୍ନଭିନ୍ନ ଚର୍ଚ୍ଚା ହେଉଛି।!-->…
Read More...
Read More...