Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
TOP STORIES
ବଦଳିବ ସରକାରୀ କୋଠାର ରଙ୍ଗ
ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି। ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ। ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ। ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍ସ), ଇଆଇସି!-->…
Read More...
Read More...
ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହେଲେ ଅରୁଣ ଷଢ଼ଙ୍ଗୀ
କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ, ଶୁଣିଲେ ଦୁଃଖ ଲାଗୁଛି
ଭୁବନେଶ୍ବର: ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନଥିଲି। ଶୁଣିଲେ ଦୁଃଖ ଲାଗୁଛି। କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍!-->!-->!-->…
Read More...
Read More...
ଆଜି ଆସିବା ସୁଭଦ୍ରାର ପରୀକ୍ଷାମୂଳକ ୧ ଟଙ୍କା
ଭୁବନେଶ୍ବର: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଆଜି ଆସିବା ୧ଟଙ୍କା। ପୁଣି ଆସିବ ସୁଭଦ୍ରା କିସ୍ତି । ‘ସୁଭଦ୍ରା’ର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟର ଆଜି ଆସିବ ୧ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ତେବେ!-->!-->!-->…
Read More...
Read More...
ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ସମେତ ୯ଜଣଙ୍କୁ ମିଳିଲା ଜାମିନ
ବିହାର: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ପାଇଁ ଜମି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ସମେତ ସମସ୍ତ ୯ ଅଭିଯୁକ୍ତଙ୍କୁ ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ଶୁଣାଣି ସୋମବାର ହୋଇଥିଲା।ବର୍ତ୍ତମାନ!-->…
Read More...
Read More...
ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣାରେ ରାୟଗଡ଼ା ଡିଏଫଓ ନିଲମ୍ବିତ
ରାୟଗଡ଼ା: କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣାରେ ରାୟଗଡ଼ା ଡିଏଫଓ ଦେବେନ୍ଦ୍ର ବେହେରା ନିଲମ୍ବିତ ହୋଇଛନ୍ତି । ଭବାନୀପାଟଣାରେ ଗତ ୨ ଦିନ ଧରି ଜେରା କରିବା ପରେ ଦେବେନ୍ଦ୍ରଙ୍କ ବିରୋଧରେ ନିଆଯାଇଛି ବିଭାଗୀୟ କାର୍ଯ୍ୟାନୁଷ୍ଠାନ । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତପ!-->…
Read More...
Read More...
ପାର୍କିଂକୁ ନେଇ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଲେ ୨ ଯୁବକ
ମଧୁପାଟଣା: ଅଟୋ ପାର୍କିଂକୁ ନେଇ ୨ ଜଣ ମଦ୍ୟପ ଅଟୋ ଡ୍ରାଇଭରଙ୍କ ବେକ କାଟିଦେଇଛନ୍ତି। ଆଜି ସନ୍ଧ୍ୟା ବେଳେ ଏପରି ଘଟଣା କଟକ ମଧୁପାଟଣା ଥାନା ଲିଙ୍କରୋଡ୍ ଅଞ୍ଚଳରେ ଘଟିଛି। ଆହତ ଡ୍ରାଇଭରଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିବା ବେଳେ ମଧୁପାଟଣା ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। ଆହତ!-->…
Read More...
Read More...
ଅମୃତସର ବିମାନ ବନ୍ଦରରୁ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ
ଅମୃତସର: ଦିଲ୍ଲୀ ପୋଲିସର ସ୍ପେସିଆଲ ସେଲକୁ ମିଳିଛି ବଡ ସଫଳତା। ସ୍ପେସିଆଲ ବ୍ରାଞ୍ଚର ଅପରେସନରେ ୧୦ କୋଟି ଟଙ୍କା ମୂଲ୍ୟର କୋକେନ ଜବତ କରାଯାଇଛି। ଏହା ସହିତ ଏକ ଫରଚୁନର କାର ମଧ୍ୟ ଜବତ ହୋଇଛି। ଅମୃତସର ବିମାନ ବନ୍ଦରରେ ଅଭିଯୁକ୍ତ ଜିତେନ୍ଦ୍ର ଉଫ ଜସୀକୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ,!-->!-->!-->…
Read More...
Read More...
ଭୋପାଳରୁ ୧,୮୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ
ଭୋପାଳ: ମଧ୍ୟପ୍ରଦେଶର ଭୋପାଳ ନିକଟସ୍ଥ ଏକ କାରଖାନାରୁ ବିପୁଳ ପରିମାଣର ଡ୍ରଗ୍ସ ଏବଂ କଞ୍ଚାମାଲ ଜବତ କରାଯାଇଛି। ଏହାର ମୂଲ୍ୟ ପାଖାପାଖି ୧,୮୦୦ କୋଟି ଟଙ୍କା ହେବ। ଏହି କାରାଖାନାରେ ଏମଡି(ମେଫେଡ୍ରୋନ୍) ଡ୍ରଗ୍ସ ତିଆରି ଚାଲିଥିଲା। ଗୁଜୁରାଟର ଆଣ୍ଟି ଟେରରିଜିମ ସ୍କ୍ବାଡ (ଏଟିଏସ) ଏବଂ!-->…
Read More...
Read More...
ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପ୍ରାଚୀନ ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ ହୋଇଛନ୍ତି। ଏଥିସହିତ ୫୦ରୁ ଅଧିକ ମୂର୍ତ୍ତି ଉଦ୍ଧାର କରାଯାଇଛି। ଏହି ତିନି ଅଭିଯୁକ୍ତ ଭାଇମାନେ ହେଲେ ବରଦା ପ୍ରସନ୍ନ ଆଚାର୍ଯ୍ୟ, ଆନନ୍ଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ତାଙ୍କ ବଡ଼ ଭାଇ ସାରଦା ପ୍ରସନ୍ନ!-->…
Read More...
Read More...
ପରୀକ୍ଷା ପୂର୍ବରୁ ସିଲ୍ ଖୋଲାଯାଇ OSSC ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ
ବାଲେଶ୍ବର: ଓଏସଏସସି ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍ ସିଲ୍!-->…
Read More...
Read More...