Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category
TOP STORIES
ଜନ୍ମଦିନ ଅବସରରେ ହିତାଧିକାରୀଙ୍କ ଘରେ ଖିରି ଖାଇଲେ ମୋଦୀ
ଗାଡକଣ: ଗାଡକଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ ଘର ଚାବି ବଣ୍ଟନ କରିଛନ୍ତି ମୋଦୀ। ଏଥିସହିତ କିଛି ସମୟ ସେମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଭିତରେ ତାଙ୍କ ଜନ୍ମଦିନ ଅବସରରେ ଜଣେ ହିତାଧିକାରୀଙ୍କ ଘରକୁ ଯାଇ ଘରେ ଖିରି ଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ପିଏମ୍ ଆବାସ!-->…
Read More...
Read More...
‘ସୁଭଦ୍ରା ଯୋଜନା’ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ମହିଳାମାନଙ୍କ ପାଇଁ ଖୁସି ଖବର। ବହୁ ପ୍ରତିକ୍ଷିତ ‘ସୁଭଦ୍ରା ଯୋଜନା’ର ହେଲା ଶୁଭାରମ୍ଭ। ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ଜନତା ମଇଦାନଠାରେ ବିଧିବଦ୍ଧ ଭାବେ ‘ସୁଭଦ୍ରା’!-->…
Read More...
Read More...
ଡାକ୍ତରମାନଙ୍କ ଦାବିକୁ ଗ୍ରହଣ କଲେ ମମତା ବାନାର୍ଜୀ
ପଶ୍ଚିମବଙ୍ଗ: ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ପଶ୍ଚିମବଙ୍ଗ ସରକାର। ଆର୍.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି!-->…
Read More...
Read More...
ପୁଣି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼
ଆମେରିକା: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼ ହୋଇଛି। ଫ୍ଲୋରିଡାର ୱେଷ୍ଟ ପାମ୍ ବିଚ୍ର ଗୋଲ୍ଫ କ୍ଲବରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଥିବା ନେଇ ସୂଚନା ମିଳିଛି। ତେବେ ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ରିପବ୍ଲିକାନ!-->…
Read More...
Read More...
ବେପରୁଆ ଗାଡି ଚଳାଇବା ପଡିଲା ମହଙ୍ଗା, ୫ ଗିରଫ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଏଥିସହିତ ୨ଟି ଗାଡ଼ି ମଧ୍ୟ ଜବତ କରାଯାଇଛି। ଅଭିଯୁକ୍ତମାନେ ଭୁବନେଶ୍ୱରର ଜନପଥରେ ଟ୍ରାଫିକ ନିୟମକୁ ଉଲ୍ଲଂଘନ କରି ବେପରୁଆ ଭାବେ ୪ଟି କାର୍ ଚଳାଇ ଆତଙ୍କ ଖେଳାଇଥିଲେ। ଗୋଟିଏ!-->…
Read More...
Read More...
ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆସନ୍ତାକାଲି ଶୁଭାରମ୍ଭ ହେବ ବହୁ ପ୍ରତିକ୍ଷିତ ତଥା ଚର୍ଚ୍ଚିତ ସୁଭଦ୍ରା ଯୋଜନା। ଏଯାବତ ପାଖାପାଖି ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ପଞ୍ଜିକରଣ କରିସାରିଲେଣି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଆସି ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ପ୍ରଥମ କିସ୍ତି!-->…
Read More...
Read More...
ନକଲି ନଡ଼ିଆ ତେଲ କାରଖାନାରେ ଚଢ଼ାଉ, ୨ ଗିରଫ
ବ୍ରହ୍ମପୁର: ନକଲି ନଡ଼ିଆ ତେଲ କାରଖାନା ସିଜ୍। ଗତ କିଛି ଦିନ ତଳେ ନକଲି ଚା ପତି କାରଖାନା ଓ ନକଲି ସସ କାରଖାନା ଧରାପଡିଥିବା ବେଳେ ଏବେ ଧରାପଡିଛି ନକଲି ନଡ଼ିଆ ତେଲ। ଶାଲିମାର ନଡ଼ିଆ ତେଲର ଭ୍ରମ ସୃଷ୍ଟି କରି ଗ୍ରାହକଙ୍କୁ ଦିଆଯାଉଥିଲା ପୋଡା ତେଲ। ଏପରି ଅପମିଶ୍ରିତ ତେଲ ସୃଷ୍ଟି କରୁଥିବା!-->…
Read More...
Read More...
ଜିପ୍କୁ ଧକ୍କା ଦେଲା ଟ୍ରକ, ୯ ମୃତ ୧୫ରୁ ଅଧିକ ଗୁରୁତର
ଶିରୋହି: ଟ୍ରକ୍ ସହ ଏକ ଜିପ୍ ମୁହାଁମୁହିଁ ଧକ୍କା ହୋଇ ରାଜସ୍ଥାନର ଶିରୋହି ଜିଲ୍ଲା ଅନ୍ତର୍ଗତ ପିନ୍ଦୱାରା ଥାନା ଅଞ୍ଚଳରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଟ୍ରକ୍ ସହ ଏକ ଜିପ୍ ମୁହାଁମୁହିଁ ଧକ୍କା ହେବା ପରେ ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ରୁ ଅଧିକ ଜଣ ଗୁରୁତର ଆହତ!-->…
Read More...
Read More...
ଆଳୁ, ପିଆଜ ପରେ ମହଙ୍ଗା ହେଲା ଖାଇବା ତେଲ
ଭୁବନେଶ୍ବର: ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ପରେ ଏବେ ମହଙ୍ଗା ହୋଇଛି ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାମୋଲିନ୍, ସୂର୍ଯ୍ୟମୁଖୀ ଓ ସୋୟାବିନ୍ ତେଲ ଉପରେ ଆମଦାନୀ ଶୁକ୍ଳ ବଢାଇଛନ୍ତି ସରକାର। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ!-->…
Read More...
Read More...
ସରକାରୀ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରୁ ନକଲି ମଦ ଜବତ
ଭୁବନେଶ୍ବର: ରାଜଧାନୀରେ ଚାଲୁଥିଲା ଅସଲି ବୋତଲରେ ନକଲି ମଦ କାରବାର। ତାହା ପୁଣି ସରକାରଙ୍କ ଠାରୁ ଲାଇସେନ୍ସ ପ୍ରାପ୍ତ ମଦ ଦୋକାନରେ। ଅସଲି ବ୍ରାଣ୍ଡ ମଦ ବୋତଲ ଭିତରେ ନକଲ ମଦ ପୂରାଇ ଚାଲିଥିଲା କାରବାର।
ବରମୁଣ୍ଡା ସ୍ଥିତ ଏକ ମଦ ଦୋକାନରୁ ବିପୁଳ ପରିମାଣର ନକଲି ମଦ ଜବତ କରିଛି!-->!-->!-->…
Read More...
Read More...