ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା
Browsing Category

TOP STORIES

ଆସନ୍ତା ୨୧ ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’

ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ବରିଷ୍ଟ ପ୍ରତିଭାସମ୍ପନ୍ନ ସାମ୍ବାଦିକମାନଙ୍କୁ ପଲ୍ଲୀବାଣୀ ମିଶନ ପକ୍ଷରୁ ଦିଆଯାଉଥିବା ‘ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ’ର ଷଷ୍ଠ ସଂସ୍କରଣ ଆସନ୍ତା ୨୧ ତାରିଖରେ ପ୍ରଦାନ କରାଯିବ। ନୂଆଦିଲ୍ଲୀର ଲୋଧିରୋଡ୍‌ସ୍ଥିତ ସାଇ
Read More...

ଦୁଗ୍ଧ ଉତ୍ପାଦନକୁ ଦ୍ୱିଗୁଣିତ କରିବା ଲାଗୁ ହେବ କାମଧେନୁ ଯୋଜନା

ଭୁବନେଶ୍ବର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା l ସେହିପରି ଗାଈଗୋରୁଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା
Read More...

ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାଙ୍କ ପାଇଁ ନୂଆ ଗାଇଡଲାଇନ ଜାରି କଲା ବିଏମସି

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଲୋକମାନଙ୍କୁ ଉତ୍ତମ ସ୍ଵଛ ଏବଂ ପରିଷ୍କାର ଖାଦ୍ୟ ଉପଲବ୍ଧ କରାଇବାକୁ ଶୁକ୍ରବାର ଦିନ ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାଙ୍କ ପାଇଁ ଏକ ନୂଆ ଗାଇଡଲାଇନ ଜାରି କରିଛି। ପରିମଳ, ସ୍ୱାସ୍ଥ୍ୟ ଏବଂ ପରିଷ୍କାର ପରିଚ୍ଛନ୍ନତା ପାଇଁ ଏହି
Read More...

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଡିପ୍ରେସନ୍, ଉତ୍ତର ଓଡ଼ିଶା ରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଉତ୍ତର ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଦକ୍ଷିଣ ପୂର୍ବ ବାଂଲାଦେଶ ଉପକୂଳ ରେ ଥିବା ସଦୃଶ ଲଘୁଚାପ ଟି ଘନୀଭୂତ ହୋଇ ଆଜି ସନ୍ଧ୍ୟା ରେ ଡିପ୍ରେସନ୍ ରେ ପରିଣତ ହୋଇଛି। ଏହି କ୍ଷେତ୍ର ଟି ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ଆଜି ରାତି ରେ ବାଂଲାଦେଶ ଉପକୂଳ କୁ
Read More...

ସମ୍ ରେ ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ

ଭୁବନେଶ୍ୱର, ୧୩/୦୯ : ଡାକ୍ତରଖାନାରେ ରେକର୍ଡଗୁଡ଼ିକୁ ସଠିକ୍ ଭାବେ ସଂରକ୍ଷିତ ରଖିବାର ଆବଶ୍ୟକତାକୁ ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଗତ ମଙ୍ଗଳବାର ଜାତୀୟ ମେଡିକାଲ୍ ରେକର୍ଡ୍ସ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଚଳିତ ବର୍ଷର ପ୍ରସଙ୍ଗ ‘ଏମ୍‌ପାୱାରିଂ ହେଲ୍‌ଥ ଥ୍ରୁ ଆକ୍ୟୁରେଟ୍
Read More...

ସୋଆ କୃଷି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, ୧୩/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟ ଦ୍ୱାରା ଶୁକ୍ରବାର ଡିଗ୍ରୀ ପ୍ରଦାନ କରାଯାଇଛି। ଆଇଏଏସ୍‌ର ୨୦୨୦-୨୦୨୪ ବ୍ୟାଚର ବିଏସ୍‌ସି
Read More...

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୪ ଛାତ୍ର,୨ ନିଖୋଜ

ବାରିପଦା: ବାରିପଦାରେ ଗଣେଶ ମୂର୍ତ୍ତି ଭସାଣ ବେଳେ ଶୁକ୍ରବାର ଘଟିଛି ବଡ ଅଘଟଣ। ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର। ସେମାନଙ୍କ ମଧ୍ୟରୁ ତୁରନ୍ତ ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଆଉ ୨ ଜଣ ନିଖୋଜ ଅଛନ୍ତି। ସୂଚନାଯୋଗ୍ୟ, ବାରିପଦା ଲକ୍ଷ୍ମୀପୋଷି
Read More...

ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ୨୦ କେଜି ସୁନା ଜବତ କଲା। ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି CT GST। ଏହି ମାମଲାରେ ୧୭ ବ୍ୟବସାୟୀଙ୍କୁ ପଚରା ଉଚୁରା କରୁଛି CT GST। ରିପୋର୍ଟ ଅନୁଯାୟୀ, ସିଟି ଏବଂ ଜିଏସ ଟି ବିଭାଗ ମୁମ୍ବାଇରୁ ଇଣ୍ଡିଗୋ ବିମାନରେ ଯାତ୍ରା
Read More...

ସାଫ ଜୁନିୟର ଆଥଲେଟିକ୍ସ ପ୍ରତିଯୋଗିତାରେ ରୌପ୍ୟ ଜିତିଲେ ସବିତା

ଚେନ୍ନାଇ: ଓଡିଶା ଆଥଲେଟ ସବିତା ଚେନ୍ନାଇରେ ଚାଲିଥିବା ସାଫ ଜୁନିୟର ଆଥଲେଟିକ୍ସ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଛନ୍ତି। ୧୦୦ ମିଟରରେ ସବିତା ୧୩.୯୬ ସେକେଣ୍ଡରେ ରେସ ସମ୍ପୂର୍ଣ୍ଣ କରିଥିଲେ। ଭାରତର ଉନ୍ନତି ଆୟପ୍ପା ନୂତନ ମିଟ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ସେ ୧୩.୯୩
Read More...

କେଜରିୱାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜ୍ୱଳ ଭୁୟାଁଙ୍କ ବେଞ୍ଚ ତାଙ୍କ ଜାମିନ ଆବେଦନକୁ
Read More...