Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ
Browsing Category
TOP STORIES
ସରକାର ଗଠନ ପାଇଁ ଉପରାଜ୍ୟପାଳଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ଓମାର ଅବଦୁଲ୍ଲା
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଆଜି ଶ୍ରୀନଗରର ରାଜ ଭବନ ଯାଇ ସେଠାରେ ସେ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟିଛନ୍ତି । ସେଠାରେ ସେ ମନୋଜ ସିହ୍ନାଙ୍କୁ କଂଗ୍ରେସ, ସିପିଆଇ(ଏମ୍), ଆମ୍ ଆଦମୀ ପାର୍ଟି ଏବଂ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ପତ୍ର!-->…
Read More...
Read More...
ଐତିହାସିକ କଟକ ବାଲିଯାତ୍ରାର ଆରମ୍ଭ ପୂର୍ବରୁ ବିବାଦ
କଟକ: ଆଉ କିଛି ଦିନ ପରେ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ବାଲିଯାତ୍ରା ଆରମ୍ଭ ପୂର୍ବରୁ ହିଁ ମୁଣ୍ଡ ଟେକିଛି ବିବାଦ। ବିଭିନ୍ନ ଦାବି ରଖି ପ୍ରଶାସନଙ୍କୁ ଚେତାବନୀ ଦେଲାଣି ବାଲିଯାତ୍ରା ମିଳିତ ମଞ୍ଚ। ଜମି ନିଲାମ ପ୍ରକ୍ରିୟା ବନ୍ଦ କରିବା ଓ ଜମି ବର୍ଗଫୁଟ ପିଛା ଟଙ୍କା କୋହଳ କରିବା!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ନିର୍ଦେଶ, ବିଦା ହେବେ ଠକ ଓ ଦୁର୍ନୀତି ଖୋର୍ କର୍ମଚାରୀ
ନୂଆଦିଲ୍ଲୀ; ଠକୁଥିବା , କାମରେ ଖରାପ ପ୍ରଦର୍ଶନ କରୁଥିବା ଏବଂ ଦୁର୍ନୀତି ଖୋର୍ କର୍ମଚାରୀମାନଙ୍କୁ ଚାକିରିରୁ ବିଦା କରାଯିବ। କାର୍ଯ୍ୟ ଦକ୍ଷତା ତଥା ଦୁର୍ନୀତି ଉପରେ କଟକଣା ଲଗାଇବାକୁ ଯାଇ ଜନତାଙ୍କ ସ୍ଵାର୍ଥକୁ ଦୃଷ୍ଟିରେ ରଖି ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ପ୍ରଧାନମନ୍ତ୍ରୀ!-->…
Read More...
Read More...
ଅଭ୍ୟାସ ବେଳେ ମିଲିଟାରୀ ସେଣ୍ଟରରେ ବିସ୍ଫୋରଣ, ୨ ଅଗ୍ନିବୀର ମୃତ
ନାଶିକ: ମିଲିଟାରୀ ସେଣ୍ଟରରେ ଅଘଟଣ । ନାଶିକ ମିଲିଟାରୀ ସେଣ୍ଟରରେ ନିୟମିତ ତାଲିମ ସମୟରେ ବିସ୍ଫୋରଣ ଯୋଗୁ ଦୁଇଜଣ ଅଗ୍ନିବୀରଙ୍କ ଦୁଃଖଦ ମୃତ୍ୟୁ ହୋଇଥିବା ଜଣାପଡିଛି। ଲାଇଭ ଫାୟାର ଆର୍ଟିଲରିଅଭ୍ୟାସ ସମୟରେଏହି ଦୁର୍ଘଟଣା ଘଟିଛି।
ସୂଚନା ଅନୁସାରେ, ଆଜି ମହାରାଷ୍ଟ୍ରର ନାଶିକର ଆର୍ଟିଲେରୀ!-->!-->!-->…
Read More...
Read More...
ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ମାଡ଼ିଗଲା ବସ, ମହିଳା କନଷ୍ଟେବଳ ମୃତ
ତିର୍ତ୍ତୋଲ: ଜଗତସିଂହପୁର ଜିଲା ତିର୍ତ୍ତୋଲ ବଜାର ନିକଟରେ ଶୁକ୍ରବାର ବସ ଧକ୍କାରେ ଜଣେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ କନଷ୍ଟେବଲଙ୍କ ଉପରେ ମାଡ଼ିଗଲା ବସ୍। ମୃତ କନଷ୍ଟେବଳ ହେଲେ ସୁରଜା ମୁଣ୍ଡା।
ତିର୍ତ୍ତୋଲ ଥାନାରେ କାର୍ଯ୍ୟରତ ଥିଲେ!-->!-->!-->…
Read More...
Read More...
ଜାପାନର ‘ନିହୋନ୍ ହିଡାନ୍କ୍ୟୋ’ ସଂଗଠନକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର
ଜାପାନ: ୨୦୨୪ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଜାପାନର ସାମାଜିକ ସଙ୍ଗଠନ ନିହୋନ ହିଡାନକ୍ଯୋକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର। ପରମାଣୁ ଅସ୍ତ୍ରଶସ୍ତ୍ର ବିରୋଧରେ ଅଭିଯାନ ଜାରି ରଖିଥିବାରୁ ଏହି ପୁରସ୍କାର ପ୍ରଦାନ କରାଯିବ। ପରମାଣୁ ବୋମା ପୀଡ଼ିତଙ୍କ ପାଇଁ କାମ କରିବା ସହ!-->…
Read More...
Read More...
ଟାଟା ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ହେଲେ ନୋଏଲ ଟାଟା
ମୁମ୍ବାଇ: ନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ। ରତନ ଟାଟାଙ୍କ ଦେହାନ୍ତ ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ବୁଧବାର ରତନ ଟାଟାଙ୍କ ଦେହାନ୍ତ ହୋଇଥିଲା। ରତନ ଟାଟାଙ୍କ ବିୟୋଗ ପରେ ନୋଏଲ ଟାଟାଙ୍କୁ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ନୋଏଲ ଟାଟା ହେଉଛନ୍ତି ରତନ!-->…
Read More...
Read More...
ଆଡମିଟ୍ କାର୍ଡକୁ ଡଙ୍ଗା କରି ନଦୀରେ ଭସାଇଲେ ପରୀକ୍ଷାର୍ଥୀ
କଟକ: ଆରଆଇ ଓ ଅମିନ ପରୀକ୍ଷା ବାତିଲ ଦାବିକୁ ନେଇ ଆଶାୟୀ ଜୋରଦାର ଆନ୍ଦୋଳନ କରୁଛନ୍ତି। କଟକରେ ପ୍ରତିବାଦ କରି ଆଡମିଟ୍ କାର୍ଡକୁ ଡଙ୍ଗା କରି ଆଶାୟୀ କାଠଯୋଡ଼ି ନଦୀରେ ଭସାଇଥିବା ଦେଖିବାକୁ ମିଳିଛି। ପରୀକ୍ଷା ବାତିଲ ସହ ପୁନଃ ପରୀକ୍ଷା କରିବା ଦାବିରେ ଆଶାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।
!-->!-->!-->…
Read More...
Read More...
କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅପରାଧୀକୁ ଏନକାଉଣ୍ଟର
ସମ୍ବଲପୁର: ବୁର୍ଲା ପୋଲିସ ଦ୍ବାରା ପେଶାଦାର ଅପରାଧୀକୁ ଏନକାଉଣ୍ଟର। ପୋଲିସକୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅପରାଧୀ କମଲୁ ପ୍ରଧାନକୁ ଏନକାଉଣ୍ଟର କରିଛି ପୋଲିସ। କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର। ସମ୍ବଲପୁର ଜିଲ୍ଲାର କଟାପାଲି ନିକଟ ଜଙ୍ଗଲରେ ଅଭିଯୁକ୍ତ!-->…
Read More...
Read More...
ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା
ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଗତ ନିର୍ବାଚନରେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ।
ଗତ ନିର୍ବାଚନରେ କଟକ-ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ।!-->!-->!-->…
Read More...
Read More...