Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍ ମାର୍ଜିନ୍
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି
Browsing Category
TOP STORIES
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ
କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରାପୁରୀ: ରାତି ପାହିଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହା ପୂର୍ବରୁ ବୁଧବାର ତିନି ରଥରେ ପାରମ୍ପରିକ ଆଜ୍ଞାମାଳ ବିଜେ ସମ୍ପନ୍ନ ହୋଇଛି। ବିଧି ଅନୁଯାୟୀ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ଆଣି ତିନି ରଥରେ ବିଜେ କରିଥିବା ବେଳେ ବିଜେ!-->…
Read More...
Read More...
ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା : ସିଇସି
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶା–ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱରସ୍ଥିତ ଶିକ୍ଷା \'ଓ\' ଅନୁସନ୍ଧାନ!-->…
Read More...
Read More...
ଟେକ୍ ମହିନ୍ଦ୍ରା ସହ ସୋଆର ବୁଝାମଣାପତ୍ର ସ୍ୱାକ୍ଷର
ଆଇଟିଇଆର୍ ପରିସରରେ ସେଂଟର ଅଫ୍ ଏକ୍ସିଲେନ୍ସ ପ୍ରତିଷ୍ଠା
ଭୁବନେଶ୍ୱର, ଜୁଲାଇ ୧୩: ଶିଳ୍ପ ଓ ଶିକ୍ଷାନୁଷ୍ଠାନ ମଧ୍ୟରେ ସହଯୋଗକୁ ଆହୁରି ସୁଦୃଢ କରିବା ସହ ଛାତ୍ରଛାତ୍ରୀଙ୍କୁ ଶିଳ୍ପାନୁକୂଳ ଦକ୍ଷତା ପ୍ରଦାନ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଭୁବନେଶ୍ୱରସ୍ଥିତ ଶିକ୍ଷା ଓ!-->!-->!-->…
Read More...
Read More...
ବଲାଙ୍ଗିରରେ ୧୨୧.୮୦ କୋଟି ଟଙ୍କାର ୩ ଲିଫ୍ଟ ସେଚନ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି
ବଲାଙ୍ଗିର: ରାଜ୍ୟ କ୍ୟାବିନେଟ୍ ବଲାଙ୍ଗିର ଜିଲ୍ଲାରେ ‘ପାର୍ବତୀ ଗିରି ମେଗା ଲିଫ୍ଟ ଇରିଗେସନ୍ ସ୍କିମ୍’ର କ୍ଲଷ୍ଟର-୩୬ ଅଧୀନରେ ୩ଟି ଲିଫ୍ଟ ସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ସର୍ବନିମ୍ନ ଆର୍ଥିକ ଦରପତ୍ରକୁ ଅନୁମୋଦନ କରିଛି। ଏହି ପ୍ରକଳ୍ପର କାର୍ଯ୍ୟନିର୍ବାହ ପାଇଁ ୧୨୧ କୋଟି!-->…
Read More...
Read More...
୧୯ ବର୍ଷ ପରେ କୋଲକାତା ଫେରୁଛନ୍ତି ତସଲିମା ନସ୍ରିନ
କୋଲକତା: ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ଓ କବୟିତ୍ରୀ ତସଲିମା ନସ୍ରିନ ପ୍ରାୟ ୧୯ ବର୍ଷ ପରେ କୋଲକାତା ଆସୁଛନ୍ତି। ୨୦୦୭ ମସିହାରେ ତାଙ୍କ ବିବାଦୀୟ ପୁସ୍ତକ ‘ଦ୍ୱିଖଣ୍ଡିତ’କୁ କେନ୍ଦ୍ର କରି କୋଲକାତାରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହେବା ପରେ ସେ ସହର ଛାଡ଼ିଥିଲେ। ବର୍ତ୍ତମାନ ସେ!-->…
Read More...
Read More...
କେନ୍ଦୁପତ୍ର ତୋଳାଳିଙ୍କ ବୋନସ ଓ ମୂଲ୍ୟବୃଦ୍ଧିକୁ ମଞ୍ଜୁରି
ଭୁବନେଶ୍ବର: ରାଜ୍ୟର ଲକ୍ଷାଧିକ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ୍ ଷ୍ଟାଫଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହି ବର୍ଗର କର୍ମଜୀବୀଙ୍କ ଜୀବନଯାପନ ମାନର ଉନ୍ନତି ଓ ସେମାନଙ୍କ ପରିଶ୍ରମକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ବୋନସ,!-->…
Read More...
Read More...
ଜୁଲାଇ ୧୭ରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍
ଶୁଭାରମ୍ଭ କରିବେ ମୋଦୀ
ନୂଆଦିଲ୍ଲୀ: ଭାରତୀୟ ରେଳ ଇତିହାସରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଦେଶର ପ୍ରଥମ ହାଇଡ୍ରୋଜେନ୍ ଇନ୍ଧନଚାଳିତ ଟ୍ରେନ୍ର ଶୁଭାରମ୍ଭ ଆସନ୍ତା ଜୁଲାଇ ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିବେ। ଏହି ପରିବେଶ ଅନୁକୂଳ ଟ୍ରେନ୍ ହରିୟାଣାର ଜିନ୍ଦ ଓ!-->!-->!-->…
Read More...
Read More...
ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ
ଭୁବନେଶ୍ବର: ଆନ୍ଧ୍ରପ୍ରଦେଶରେ କୋଭିଡ୍-୧୯ ଆକ୍ରମଣରେ ୨ ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସରକାର ସତର୍କ ହୋଇପଡ଼ିଛନ୍ତି। ବିଶେଷକରି ଆନ୍ଧ୍ର ସୀମାନ୍ତ ଜିଲ୍ଲାଗୁଡ଼ିକରେ ହାଇଆଲର୍ଟ ଜାରି କରାଯାଇଥିବାବେଳେ ସମ୍ପୃକ୍ତ ଜିଲ୍ଲାର ସିଡିଏମ୍ଓମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ!-->…
Read More...
Read More...
ରୋଡ୍ ରୋଲର ଚଳାଇ ୪୭୨ କୋଟି ଟଙ୍କାର ନିଶାଦ୍ରବ୍ୟ ନଷ୍ଟ କଲେ ହିମନ୍ତ ବିଶ୍ୱ ସର୍ମା
ଆସାମ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ନାଲବାରୀ ଜିଲ୍ଲାର ଦୌଲାସାଲସ୍ଥିତ ୧୪ତମ ଆସାମ ପୋଲିସ ବାଟାଲିୟନରେ ଆୟୋଜିତ ରାଜ୍ୟସ୍ତରୀୟ ନିଶା ନିବାରଣ କାର୍ଯ୍ୟକ୍ରମରେ ଯୋଗଦେଇ ଜବତ ହୋଇଥିବା ବେଆଇନ ନିଶାଦ୍ରବ୍ୟ ନଷ୍ଟ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି। ସେ ନିଜେ ରୋଡ୍ ରୋଲର ଚଳାଇ!-->…
Read More...
Read More...
ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ଅହମଦାବାଦ: ଆସନ୍ତା ଜୁଲାଇ ୧୬ ତାରିଖରେ ଅହମଦାବାଦରେ ଅନୁଷ୍ଠିତ ହେବାକୁ ଥିବା ପ୍ରଭୁ ଜଗନ୍ନାଥଙ୍କ ୧୪୯ତମ ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଯାତ୍ରା ସମୟରେ ୩୧ ହଜାରରୁ ଅଧିକ ପୋଲିସ କର୍ମଚାରୀ ମୁତୟନ ହେବେ ବୋଲି ଅହମଦାବାଦ ପୋଲିସ ସୂଚନା ଦେଇଛି। ରଥଯାତ୍ରା ଉପରେ ନଜର!-->…
Read More...
Read More...